Odisha Elections 2024

ପଇଡ଼ ପାଣିର ଔଷଧୀୟ ଗୁଣ

 

ପଇଡ଼ ପାଣି ସ୍ବାସ୍ଥ୍ୟ ଲାଗି ଅନେକ ଉପକାରୀ। କେବଳ ସେତିକି ନୁହେଁ, ଏଥିରେ ଥିବା ଆଣ୍ଟି ଅକ୍ସିଡାଣ୍ଟ ଗୁଣ ରହିଥାଏ। ଏହା ରୋଗ ପ୍ରତିରୋଧ ଶକ୍ତିକୁ ବଢ଼ାଇବା ସହ ବିଭିନ୍ନ ରୋଗରୁ ମୁକ୍ତି ଦେଇଥାଏ। ଜାଣନ୍ତୁ ପଇଡ଼ ପାଣିର ଔଷଧୀୟ ଗୁଣ ସମ୍ପର୍କରେ କିଛି ଟିପ୍ସ…

– ଓଜନ ବୃଦ୍ଧି, ପେଟଥଣ୍ଡା ଆଦି ଅନେକ ସମସ୍ୟାରୁ ଏହା ମୁକ୍ତି ଦେଇଥାଏ।

– ଏହାକୁ ସକାଳେ ପିଇବା ଫଳରେ ଏହା ଆପଣଙ୍କୁ ଦିନସାରା ସତେଜ ଓ ଫୂର୍ତ୍ତି ରଖିଥାଏ।
– ଏହା ଥାଇରଡ ହରମୋନ ନିୟନ୍ତ୍ରଣ ହୋଇଥାଏ।

– କିଡ୍‌ନୀ ଷ୍ଟୋନ୍‌ରୁ ମଧ୍ୟ ମୁକ୍ତି ଦେଇଥାଏ।

– ଓଜନ କମ୍‌ କରାଇବାରେ ମଧ୍ୟ ସାହାଯ୍ୟ କରିଥାଏ। ଏଥିରେ କମ୍‌ ପରିମାଣର କ୍ୟାଲୋରି ଥାଏ। ଏହାକୁ ପିଇବା ଫଳରେ ଅନେକ ସମୟ ଭୋକ ହୋଇ ନ ଥାଏ।

– ଏହା ତ୍ୱଚାକୁ ମଧ୍ୟ କୋମଳ କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରୀଷ୍ମଋତୁରେ ଦେଖାଯିବେ ଷ୍ଟାଇଲିଶ୍‌: ଆପଣାନ୍ତୁ ଏହି ଟିପ୍ସ

ଖରାଦିନରେ ଆପଣଙ୍କ ସ୍କିନ୍‌ର ଦେଖାଶୁଣା ବହୁତ ଆବଶ୍ୟକ। ତା’ ସହ ଏହିଦିନରେ ଆପଣ କେଉଁ ପ୍ରକାର କପଡ଼ା ପିନ୍ଧୁଛନ୍ତି ଏହାଦ୍ୱାରା ବି ଆପଣଙ୍କ ତ୍ୱଚା ଉପରେ...

ଦାମ୍ପତ୍ୟ ଜୀବନକୁ ସୁରୁଖୁରୁରେ ଆଗେଇନେବା ପାଇଁ ଏହି ୫ କଥା ମାନନ୍ତୁ

”ଦାମ୍ପତ୍ୟ ଜୀବନକୁ ସୁରୁଖୁରୁରେ ଆଗେଇନେବା ପାଇଁ ଉଭୟେ ସ୍ବାମୀସ୍ତ୍ରୀଙ୍କ ଆତ୍ମବିଶ୍ୱାସ ଦୃଢ଼ହେବା ଦରକାର। ନ ହେଲେ ସେମାନେ କୌଣସି କ୍ଷେତ୍ରରେ ନିଷ୍ପତ୍ତି ନେବା ସମୟରେ ଅସୁବିଧାର...

ବିଲୁପ୍ତି ପଥେ କାଳବୈଶାଖୀ

ସତର୍କତା : କାଳବୈଶାଖୀ ପ୍ରବାହ ସମୟରେ ପବନ ଜୋର୍‌ରେ ବହୁଥିବାରୁ ପୁରୁଣା ଚାଳଘର ପରିବର୍ତ୍ତେ କୋଠାଘରେ ଆଶ୍ରୟ ନେବା ଉଚିତ। ପବନରେ ଗଛ ଡାଳ ଭାଙ୍ଗି...

ମହାକାଶର ଆରମ୍ଭ

ଗତ ଶତାବ୍ଦୀର ଦ୍ୱିତୀୟାର୍ଦ୍ଧରେ କୃତ୍ରିମ ଉପଗ୍ରହ ଏବଂ ମହାକାଶ ଯାନ ଅନ୍ତରୀକ୍ଷକୁ ଯିବା ପରେ ମହାକାଶ ଯୁଗର ଆରମ୍ଭ ହେଲା। ବର୍ତ୍ତମାନ ଅନେକ ଦେଶ ମହାକାଶରେ...

ଘରେ ଭୁଲ୍‌ରେ ବି ରଖନ୍ତୁ ନାହିଁ ଏସବୁ ଜିନିଷ; ମାଡ଼ିଆସିବ ବିପଦ, ବଢ଼ିବ ଅଶାନ୍ତି…

ଜାଣତରେ ହେଉ ଅବା ଅଜାଣତରେ ଆମ ଘରେ ଏମିତି କିଛି ଜିନିଷ ରହିଯାଇଥାଏ; ଯାହା ଗୃହରେ ନକାରାତ୍ମକ ଶକ୍ତିକୁ ବୃଦ୍ଧି କରିବାରେ ସାହାଯ୍ୟ କରିଥାଏ। ଫଳରେ...

ବାସ୍ତୁ ଅନୁଯାୟୀ ଘରର କେଉଁ ରୁମ୍‌ରେ କି ରଙ୍ଗ ଦେଲେ ଶୁଭ? ବଢ଼ିବ ସୁଖଶାନ୍ତି, ଦୂର ହେବ…

ଘରକୁ ଆକର୍ଷଣୀୟ କରିବା ପାଇଁ ଏହାର ପ୍ରତି ରୁମ୍‌ ତଥା କାନ୍ଥ ଓ ଛାତରେ ଆମେ ବିଭିନ୍ନ ପ୍ରକାରର ରଙ୍ଗ ଦେଇଥାଉ। କିନ୍ତୁ ବାସ୍ତୁଶାସ୍ତ୍ର ଅନୁଯାୟୀ,...

ଚାଣକ୍ୟ କହିଥିବା ଏହି ୫ କଥା ମନେ ରଖନ୍ତୁ, ଜୀବନରେ କେବେ ହେବେ ନାହିଁ ଦରିଦ୍ର, ରହିବ ମା’ ଲକ୍ଷ୍ମୀଙ୍କ କୃପା…

ମନୁଷ୍ୟ ଜୀବନରେ ଧନର ବିଶେଷ ମହତ୍ୱ ରହିଛି। କାରଣ ଏହାଦ୍ୱାରା ସମସ୍ତେ ନିଜର ଇଚ୍ଛା ଏବଂ ଆବଶ୍ୟକତାକୁ ପୂରଣ କରିଥାନ୍ତି। ଏହାକୁ ନେଇ ମହାନ ବିଦ୍ୱାନ...

କେମିତି କମାଇବେ ଘର ଖର୍ଚ୍ଚ: ଆପଣାନ୍ତୁ ଏହି ଟିପ୍ସ

ବେଳେବେଳେ ସ୍ବାମୀଙ୍କର ଖର୍ଚ୍ଚୀ ସ୍ବଭାବ ଘରର ଆର୍ଥିକ ସ୍ଥିତିକୁ ବିଗାଡ଼ି ଦେଇଥାଏ। ଏଥିପାଇଁ ଅନେକ ସମୟରେ ସୁରୁଖୁରୁରେ ଘର ଚଳାଇବା ସମସ୍ୟା ହୋଇପଡେ ଗୃହିଣୀଙ୍କ ପାଇଁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri