ବାଲିମେଳା ଜଳଭଣ୍ଡାରରେ ବୁଡ଼ି ଜଣେ ନିଖୋଜ

ଚିତ୍ରକୋଣ୍ଡା,୯ା୯(କ୍ଷୀରୋଦ ବେହେରା): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଦେଇ ଯାଇଥିବା ବାଲିମେଳା ଜଳଭଣ୍ଡାରର ସୱାଭିମାନ ଅଞ୍ଚଳ ପଲସିପଦର ଘାଟରେ ବୁଡ଼ି ଜଣେ ନିଖୋଜ।

ମିଳିଥିବା ସୂଚନାନୁଯାୟୀ, ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ରାମଗୁଡ଼ା ଗ୍ରାମର ବାସିନ୍ଦା ରାମଚନ୍ଦ୍ର ମୁଦୁଲ(୪୭) ନିକଟସ୍ଥ ଯୋଡ଼ାମ୍ବ ପଞ୍ଚାୟତ ଦରଲାବେଡା ହାଟକୁ ଯାଇଥିଲେ। ହାଟରୁ କାମ ସାରି ଡଙ୍ଗାରେ ବସି ଫେରିବା ବେଳେ ଅଘଟଣ ଘଟି ରାମଚନ୍ଦ୍ର ନିଖୋଜ ଅଛନ୍ତି l ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ଟିମ୍‌ ପହଞ୍ଚି ଖୋଜାଖୋଜି ଜାରି ରଖିଛନ୍ତି। ଉକ୍ତ ଘଟଣା ସମ୍ପର୍କରେ ଚିତ୍ରକୋଣ୍ଡା ତହସିଲଦାର ଟି. ପଦ୍ମନାଭ ଦୋରାଙ୍କୁ ପଚାରିବାରୁ ରାମଗୁଡ଼ା ଗ୍ରାମର ରାମଚନ୍ଦ୍ର ନିଖୋଜ ଥିବା ପ୍ରକାଶ କରିଛନ୍ତି। ଖୋଜାଖୋଜି ଜାରି ରହିଛି। ତଦନ୍ତ ପରେ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩୦ ବର୍ଷ ପରେ ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ, ଏହି ୪ରାଶିରେ ପଡିବ ଖରାପ ପ୍ରଭାବ, ଅଡୁଆରେ ପଡି ଫସିବେ…

ସୂର୍ଯ୍ୟ-ଶନି ସମାସପ୍ତକ ଯୋଗ 2025, ଯାହା ଗ୍ରହମାନଙ୍କର ରାଜା ସୂର୍ଯ୍ୟଙ୍କ କନ୍ୟା ରାଶିରେ ପ୍ରବେଶ ସହିତ ଆରମ୍ଭ ହୋଇଥିଲା। ସୂର୍ଯ୍ୟ ବର୍ତ୍ତମାନ କନ୍ୟା ରାଶିରେ ଅଛନ୍ତି...

ଧାନ କିଣାବିକାରେ ଅଚଳାବସ୍ଥା: ତାତିଲେ ଚାଷୀ, କଲେ ଏମିତି…

ବରଗଡ଼,୭ା୧୨(ପ୍ରେମାନନ୍ଦ ଖମାରୀ.): ବରଗଡ଼ ଜିଲାରେ ଗତମାସ ୨୮ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହୋଇଛି। ଧାନ ସଂଗ୍ରହ ପ୍ରକ୍ରିୟା ରବିବାର ୧୦ଦିନରେ ପହଞ୍ଚିଛି। ହେଲେ...

୨୦୨୬ରେ କେମିତି ରହିବ ତୁଳା ରାଶିର ଭାଗ୍ୟ, ବୃହସ୍ପତିଙ୍କ ଚଳନ, ଟଙ୍କାରେ ପୋତି ହେବେ…

ବର୍ଷ ୨୦୨୬ ତୁଳା ରାଶି ପାଇଁ ସେମାନଙ୍କ ଅଧ୍ୟୟନ ଏବଂ କ୍ୟାରିୟର ଉଭୟ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ । ବର୍ଷର ମଧ୍ୟଭାଗରେ ବୃହସ୍ପତିଙ୍କ ପ୍ରଭାବ ଆପଣଙ୍କୁ ସ୍ଥଗିତ...

ଭାରତର ଟପ୍‌ ୭ଟିି ସରକାରୀ ଚାକିରି, IAS ଭଳି ଦରମା, କମ୍‌ ପରିଶ୍ରମରେ…

ନୂଆଦିଲ୍ଲୀ,୭।୧୨: ସରକାରୀ ଚାକିରି ପାଇବା ଲକ୍ଷ ଲକ୍ଷ ଯୁବକ ଯୁବତୀଙ୍କ ସ୍ୱପ୍ନ। ତଥାପି, ଅଧିକାଂଶ ଲୋକ କେବଳ କିଛି ହାଇ-ପ୍ରୋଫାଇଲ ପଦବୀ ବିଷୟରେ ଜାଣନ୍ତି –...

ସ୍ମୃତି ମନ୍ଧାନାଙ୍କ ପୋଷ୍ଟ ପରେ ବଡ଼ ଖୁଲାସା କଲେ ପଲାଶ! କହିଲେ ଆକ୍ସନ ନେବି…

ନୂଆଦିଲ୍‌ଲୀ,୭।୧୨: କ୍ରିକେଟର ସ୍ମୃତି ମନ୍ଧାନା ଏବଂ ସଂଗୀତକାର ପଲାଶ ମୁଛଲଙ୍କ ବିବାହ ଚର୍ଚ୍ଚାରେ ଏବେ ଫୁଲଷ୍ଟପ ପଡିଛିି। ସ୍ମୃତି ଏବଂ ପଲାଶଙ୍କ ବିବାହ ବହୁତ ଦିନ...

ବିବାହକୁ ନେଇ ଶେଷରେ ମୁହଁ ଖୋଲିଲେ ସ୍ମୃତି ମନ୍ଧାନା, କହିଲେ ପଲାଶଙ୍କ ସହ…

ନୂଆଦିଲ୍‌ଲୀ,୭।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ସୋସିଆଲ ମିଡିଆରେ ଏକ ଭାବପ୍ରବଣ ପୋଷ୍ଟ ସେୟାର କରି ତାଙ୍କ ବିବାହକୁ ନେଇ ଚାଲିଥିବା...

ବିଲରୁ ଫେରୁଥିବା ବେଳେ ଗୋଡ଼ାଇ ଗୋଡ଼ାଇ କାମୁଡିଲା ବିଲୁଆ

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡିରେ ମାତିଛି ବିଲୁଆ। ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ରୋହି ଗାଁର ସୁକୁନୁ ଜେନା(୫୮), ସୋଲି ସ୍ବାଇଁ(୬୦),ତପସ୍ବିନୀ ଜେନା(୨୫),ଶର୍ମିଲା ଜେନା(୩୫),ଗୁରୁଦେବ ରଣା(୩୮)ବିଲୁଆ...

ହ୍ୟୁମାନ ସାଗରଙ୍କ ଘରେ ପହଞ୍ଚିଲେ ଓଲିଉଡ୍‌ ସୁପରଷ୍ଟାର ଅନୁଭବ, ମା’ଙ୍କୁ ଭେଟି କହିଲେ…

ବଲାଙ୍ଗୀର,୭ା୧୨(ସୁନିଲ କୁମାର ମହାନ୍ତି): ହ୍ୟୁମାନ ସାଗରଙ୍କ ଘରେ ରବିବାର ପହଞ୍ଚିଛନ୍ତି ଓଲିଉଡ୍‌ ସୁପରଷ୍ଟାର ଅନୁଭବ ମହାନ୍ତି। ବଲାଙ୍ଗୀର ଜିଲା ଟିଟିଲାଗଡ଼ସ୍ଥିତ ହ୍ୟୁମାନ ସାଗରଙ୍କ ଘରେ ତାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri