ଏନ୍‌ଏମ୍‌ଡିସିର ୬୫ତମ ବାର୍ଷିକ ସାଧାରଣ ବୈଠକ

ଭୁବନେଶ୍ୱର,୧୦।୯: ଦେଶର ପ୍ରମୁଖ ସରକାରୀ ଉଦ୍ୟୋଗ ନ୍ୟାଶ୍‌ନାଲ ମିନେରାଲ ଡେଭେଲପ୍‌ମେଣ୍ଟ କର୍ପୋରେଶନ (ଏନ୍‌ଏମ୍‌ଡିସି)ର ୬୫ତମ ବାର୍ଷିକ ସାଧାରଣ ବୈଠକ (ଏଜିଏମ୍‌) ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ଏନ୍‌ଏମ୍‌ଡିସିର ସମସ୍ତ ଅଂଶଧନକାରୀ (ଶେୟାର ହୋଲ୍‌ଡର୍ସ)ଙ୍କ ସମେତ ଏନ୍‌ଏମ୍‌ଡିସିର ବରିଷ୍ଠ ପଦାଧିକାରୀ ଓ ଅନ୍ୟମାନଙ୍କ ଉପସ୍ଥିତିରେ ଏଜିଏମ୍‌ର ଆଭିମୁଖ୍ୟ ଓ ଏନ୍‌ଏମ୍‌ଡିସିର କାରବାର ଏବଂ ସଫଳତା ଆଦି ସମ୍ପର୍କରେ ବିସ୍ତୃତ ଆଲୋଚନା ଭିସି ଜରିଆରେ କରାଯାଇଥିଲା। ବିଶେଷକରି ମନ୍ତ୍ରଣାଳୟର ନିୟମାବଳୀ ସହ ସେବିର ଗାଇଡ୍‌ଲାଇନ ଅନୁଯାୟୀ ଉକ୍ତ ବୈଠକ ପରିଚାଳିତ ହୋଇଥିଲା। ଉଲ୍ଲେଖଯୋଗ୍ୟ, ଏନ୍‌ଏମ୍‌ଡିସିର ସିଏମ୍‌ଡି (ଅତିରିକ୍ତ ଦାୟିତ୍ୱ) ଅମିତାଭ ମୁଖାର୍ଜୀ ଏବଂ ନିର୍ଦ୍ଦେଶକ ଅର୍ଥଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉକ୍ତ ବୈଠକରେ ଉପସ୍ଥିତ ଅଂଶଧନକାରୀ ଓ ଅନ୍ୟମାନଙ୍କୁ ଏନ୍‌ଏମ୍‌ଡିସିର ଆଗାମୀ ଦିନର କାର୍ଯ୍ୟକଳାପ ଓ ଚଳିତବର୍ଷର ଆଭିମୁଖ୍ୟ ସହ ବିଗତ ଦିନର ସଫଳତା ଆଦି ସମ୍ପର୍କରେ ବିସ୍ତୃତ ତଥ୍ୟ ଉପସ୍ଥାପନ କରିଥିଲେ। ଏହି ଅବସରରେ ଏନ୍‌ଏମ୍‌ଡିସିର ବୋର୍ଡ ମେମ୍ବର ତଥା ନିର୍ଦ୍ଦେଶକ (ଉତ୍ପାଦନ) ଦିଲୀପ କୁମାର ମହାନ୍ତି, ନିର୍ଦ୍ଦେଶକ (କର୍ମସିଆଲ) ଭି. ସୁରେଶ, ନିର୍ଦ୍ଦେଶକ (ଟେକ୍ନିକାଲ) ବିନୟ କୁମାର, (ସିଏସ୍‌) ଏ.ଏସ. ପର୍ଦ୍ଧା ଶରାଧୀ ଏବଂ ସ୍ବାଧୀନ ନିର୍ଦ୍ଦେଶକ ସଞ୍ଜୟ ଟଣ୍ଡନ, ଡ. ଅନିଲ କାମ୍ବଲେ, ବିଶାଲ ବାବେର, ସଞ୍ଜୟ ସିଂହ ପ୍ରମୁଖ ଯୋଗଦେଇଥିଲେ। ସୂଚନାଯୋଗ୍ୟ, ଦେଶର ସର୍ବବୃହତ୍‌ ଲୁହା ପଥର ଉତ୍ପାଦକ ଭାବେ ଏନ୍‌ଏମ୍‌ଡିସି ଲିମିଟେଡ୍‌ ଏକ ଅଗ୍ରଣୀ ସରକାରୀ ଉଦ୍ୟୋଗ ଭାବେ ଅନେକ ସୁନାମ ଅର୍ଜନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାଁକୁ ଫେରିଲା ଦୁଇ ଦାଦନ ଶ୍ରମିକଙ୍କ ମୃତଦେହ

ଗୋପାଳପୁର,୯ା୫(ନବୀନ ରାଜ ଆଚାରୀ): ତେଲଙ୍ଗାନା ରାଜ୍ୟର ହାଇଦ୍ରାବାଦକୁ ଦାଦନ ଖଟିବାକୁ ଯାଇ ଆକ୍ରମଣର ଶିକାର ହୋଇ ୨ ଶ୍ରମିକଙ୍କ ମୃତ୍ୟୁ ଘଟିଛି l ଗୁରୁବାର ଉଭୟଙ୍କ...

ବିଜେଡିର ଇସ୍ତାହାରରେ ମହିଳାଙ୍କୁ ଗୁରୁତ୍ୱ, ଏସଏଚ୍‌ଜି ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୯।୫: ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ବିଜେଡି। ଗୁରୁବାର ଏକ ଭିଡିଓ ବାର୍ତ୍ତା ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇସ୍ତାହାର ଘୋଷଣା କରିଛନ୍ତି। ଘୋଷଣା ପତ୍ରରେ...

ବିଜେଡି ନିର୍ବାଚନୀ ଇସ୍ତାହାର : ଯୁବତୀଯୁବକଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯।୫: ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ବିଜେଡି। ଗୁରୁବାର ଏକ ଭିଡିଓ ବାର୍ତ୍ତା ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇସ୍ତାହାର ଘୋଷଣା କରିଛନ୍ତି। ଘୋଷଣା ପତ୍ରରେ...

ନିର୍ବାଚନୀ ଇସ୍ତାହାର ଜାରି କଲା ବିଜେଡି, ମାଗଣା ବିଜୁଳି ସହ BSKY କାର୍ଡକୁ ନେଇ ହେଲା ବଡ଼ ଘୋଷଣା

ଭୁବନେଶ୍ୱର,୯।୫: ନିର୍ବାଚନୀ ଇସ୍ତାହାର ପ୍ରକାଶ କଲା ବିଜେଡି। ଗୁରୁବାର ଏକ ଭିଡିଓ ବାର୍ତ୍ତା ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଇସ୍ତାହାର ଘୋଷଣା କରିଛନ୍ତି। ଘୋଷଣା ପତ୍ରରେ...

ଚିଲିକାରେ ବ୍ରିଜ୍‌ ନିର୍ମାଣ ହେବ: ଓଡ଼ିଶା ପାଇଁ ଏହି ସବୁ ଘୋଷଣା କଲେ ନୀତିନ ଗଡ଼କରୀ

ପୁରୀ,୯।୫: କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଗୁରୁବାର କୃଷ୍ଣପ୍ରସାଦରେ ନିଜର ଅଭିଭାଷଣ ରଖିଛନ୍ତି। ଏହି ସମୟରେ ଗଡ଼କରୀ ଓଡ଼ିଶା ପାଇଁ ଅନେକ ଘୋଷଣା କରିଛନ୍ତି।...

୨ ଶହ କୋଟି ଟଙ୍କାରେ ନିର୍ମାଣ ହେବ ପାରାଦୀପ ଏୟାରପୋର୍ଟ: ଗଡ଼କାରୀ

ପୁରୀ,୯।୫: କେନ୍ଦ୍ର ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ ଗୁରୁବାର ପୁରୀରେ ପହଞ୍ଚି ଶ୍ରୀ ଜଗନ୍ନାଥଙ୍କୁ ଦର୍ଶନ କରିଛନ୍ତି। ଏହା ପରେ କୃଷ୍ଣପ୍ରସାଦରେ ବିରାଟ ଜନସଭାରେ ଉଦ୍‌ବୋଧନ...

୧୧ରେ ବରଗଡ଼ ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ବରଗଡ଼,୯ା୫(ପ୍ରେମାନନ୍ଦ ଖମାରୀ): ଆସନ୍ତା ୧୧ତାରିଖ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବରଗଡ଼ ଗସ୍ତରେ ଆସିବା କାର୍ଯ୍ୟକ୍ରମ ରହିଛି। ମିଳିଥିବା ସୂଚନାନୁଯାୟୀ, ମୋଦି ସେହିଦିନ ବରଗଡ଼ ସହର...

ଆସନ୍ତାକାଲି ଭୁବନେଶ୍ୱରରେ ମୋଦି କରିବେ ରୋଡ ଶୋ’, ଦିନ ୨ଟାରୁ ଏହି ରାସ୍ତାରେ ଗାଡି ଚଳାଚଳ କରିବନି

ଭୁବନେଶ୍ୱର,୯।୫: ଆସନ୍ତାକାଲି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ଏକ ରୋଡ ଶୋ’ କରିବେ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri