ବ୍ରେଡ୍ ବା ପାଉଁରୁଟି ଗରିବରୁ ଧନୀ ଯାଏ ସମସ୍ତେ ଖାଆନ୍ତି। ତେବେ ଜାଣି ଆଶ୍ଚର୍ଯ୍ୟ ହେବେ ଏମିତି ବି ଏକ ବ୍ରେଡ ଅଛି, ଯାହାକୁ ଖାଇବା ସାଧାରଣ ମଣିଷ ଲାଗି ସାତ ସପନ। କାରଣ ଏହା ହେଉଛି ପୃଥିବୀର ସବୁଠାରୁ ଦାମୀ ବ୍ରେଡ; ଯାହାର ନାଁ ଗୋଲ୍ଡ ଲିଫ୍ ବ୍ରେଡ। ଏହାର ମୂଲ୍ୟ ୧୨୦.୭୩ ଡଲାର ବା ୧୦ ହଜାର ଟଙ୍କା । ସ୍ପେନ, ଆଣ୍ଡାଲୁସିଆର ବେକର୍ ମୋରେନୋ ଏହାକୁ ତିଆରି କରିଛନ୍ତି। ୭୦ ବର୍ଷର ତାଙ୍କର ଏହି ଫ୍ୟାମିଲି ବେକେରୀରେ ସେମାନେ ୫୦ ଭିନ୍ନ ଭିନ୍ନ ପ୍ରକାରର ବ୍ରେଡ ତିଆରି କରନ୍ତି। ତେବେ ଏହି ଗୋଲ୍ଡ ଲିଫ୍ ବ୍ରେଡ୍ରେ ମୋରେନୋ ୨୫୦ ମି.ଗ୍ରା.ର ଗୋଲ୍ଡ ଡଷ୍ଟ ବ୍ୟବହାର କରିଥାନ୍ତି; ଯାହାକି ଏହି ବ୍ରେଡକୁ ସ୍ବତନ୍ତ୍ର କରେ। ଆଉ ଏହାର ମୂଲ୍ୟ ଆକାଶ ଛୁଆଁ କରାଏ।
ସ୍ବାମୀଙ୍କ ୫୦୦ରୁ ଅଧିକ ମହିଳାଙ୍କ ସହ ଥିଲା ସମ୍ପର୍କ: ସ୍ତ୍ରୀ ଜାଣିବା ପରେ ଘଟିଲା…
ନୂଆଦିଲ୍ଲୀ,୨୩।୧୨: ବିଶ୍ୱରେ ଏପରି ଅନେକ ଲୋକ ଅଛନ୍ତି, ଯେଉଁମାନଙ୍କର ବିବାହ ସାଥୀଙ୍କୁ ପ୍ରତାରଣା ଯୋଗୁ ଭାଙ୍ଗିଯାଏ। ବିବାହିତ ହେବା ସତ୍ତ୍ୱେ, ସେମାନଙ୍କର ଅନ୍ୟ ପୁରୁଷ କିମ୍ବା...
ଏମିତି ଗାଁ, ଯେଉଁଠି ୧୨ ବର୍ଷ ପରେ ଝିଅ ହୋଇଯାନ୍ତି ପୁଅ, ବୈଜ୍ଞାନିକ ବି ଖୋଜି ପାଉନାହାନ୍ତି କାରଣ
ଝିଅ କିମ୍ବା ପୁଅ ଭାବରେ ଜନ୍ମ ହେବା ପ୍ରକୃତିର ଏକ ଉପହାର। ଜନ୍ମ ପୂର୍ବରୁ ମା’ ପେଟରେ ଲିଙ୍ଗ ନିର୍ଣ୍ଣୟ ହୋଇସାରିଥାଏ। ତଥାପି ମଣିଷ ଏତେ...
ଏମିତି ସହର, ଯେଉଁଠି ସବୁକିଛି ଧଳା, କୋଠାରୁ ଆରମ୍ଭ କରି…
ସମସ୍ତେ ରଙ୍ଗକୁ ଭଲ ପାଆନ୍ତି। ରଙ୍ଗୀନ ଘର, ରଙ୍ଗଜୀନ କୋଠା ସମସ୍ତଙ୍କୁ ଆକର୍ଷିତ କରେ। ଆପଣ ଜାଣନ୍ତି କି, ବିଶ୍ୱରେ ଏପରି ଏକ ସହର ଅଛି...
ଆଜି ଜାତୀୟ ଗଣିତ ଦିବସ: ଅଧିକ ଗବେଷଣା ପ୍ରତି ଆଗ୍ରହ ଆବଶ୍ୟକ
ଗଣିତର ବିକାଶ ବିନା କୌଣସି ସଭ୍ୟତାର ବିକାଶ ସମ୍ଭବ ନୁହେଁ। ଆଜକୁ ୪୦୦୦ ବର୍ଷ ପୂର୍ବେ ଭାରତର ଉତ୍ତର-ପଶ୍ଚିମାଞ୍ଚଳରେ ଗଢ଼ିଉଠିଥିବା ସିନ୍ଧୁ ସଭ୍ୟତାର ଭଗ୍ନାବଶେଷରୁ ସେମାନଙ୍କର...
ଭାରତରେ କାହା ପାଖରେ ଅଛି ପରମାଣୁ ବୋମାର ରିମୋଟ କଣ୍ଟ୍ରୋଲ, ଆକ୍ରମଣ ପାଇଁ କିଏ ନିର୍ଦ୍ଦେଶ ଦେଇପାରିବ ଜାଣନ୍ତୁ
ନୂଆଦିଲ୍ଲୀ,୨୨।୧୨: ସାଧାରଣ ଜନତା ପ୍ରାୟତଃ ପରମାଣୁ ଅସ୍ତ୍ର ବିଷୟରେ ଅନେକ ପ୍ରଶ୍ନ କରନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ହେଉଛି ଭାରତରେ ଏହି ଅସ୍ତ୍ରଗୁଡ଼ିକ ଉପରେ ପ୍ରକୃତ...
ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର
କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ, ବୁଲିବା ପାଇଁ ବେଷ୍ଟ ଯାଗା
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ...
Top 5 Beaches of Odisha: ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ସମୁଦ୍ର କୂଳ, ପିକନିକ୍ ପ୍ଲାନିଂ କରୁଥିଲେ ଜାଣି ନିଅନ୍ତୁ
ପୁରୀ ଓଡ଼ିଶାର ପୂର୍ବ ଉପକୂଳରେ ଅବସ୍ଥିତ ପୁରୀ ବେଳାଭୂମି। ଜଗନ୍ନାଥ ଧାମ ନିକଟରେ ଥିବା ଏହି ବେଳାଭୂମିର ସୌନ୍ଦର୍ଯ୍ୟ ଅବଲୋକନ କରିବାକୁ ଦୈନିକ ଲକ୍ଷଲକ୍ଷ ପର୍ଯ୍ୟଟକଙ୍କ...
Archives


