Posted inଜାତୀୟ

ଜେଲ୍‌ ଯିବେ ଅଖିଳେଶ, ଶିବପାଲ: ରାଜଭର

ଲକ୍ଷ୍ନୌ,୧୧।୯: ସୁହେଲଦେବ ଭାରତୀୟ ସମାଜ ପାର୍ଟି ସଭାପତି ଓମ ପ୍ରକାଶ ରାଜଭର ନିଜ ମନ୍ତବ୍ୟ ପାଇଁ ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି। ଘୋସି ଉପନିର୍ବାଚନରେ ଭାଜପାର ପରାଜୟ ପରେ ସମାଜବାଦୀ ପାର୍ଟି(ଏସ୍‌ପି) ସୁପ୍ରିମୋ ଅଖିଳେଶ ଯାଦବକୁ ଟାର୍ଗେଟ୍‌ କରିଛନ୍ତି। ରାଜଭର କହିଛନ୍ତି ଯେ, ଅଖିଳେଶ ଯାଦବ, ରାମ ଗୋପାଳ ଯାଦବ ଏବଂ ଶିବପାଲ ଯାଦବଙ୍କ ବିରୋଧରେ ଆସିଥିବା ଅଭିଯୋଗର ଶୀଘ୍ର ଯାଞ୍ଚ କରାଯିବ ଏବଂ ତଦନ୍ତରେ ଦୋଷୀ ସାବ୍ୟସ୍ତ ହେବା ପରେ ସେମାନେ ଜେଲ ଯିବେ।
ଓମ ପ୍ରକାଶ ରାଜଭର ଦାବି କରିଛନ୍ତି ଯେ, ଗାୟତ୍ରୀ ପ୍ରଜାପତିଙ୍କ ସହ ଅଖିଳେଶ ଯାଦବଙ୍କ ନାମ ମଧ୍ୟ ଖଣି ଦୁର୍ନୀତିରେ ଆସିଛି। କେବଳ ଏତିକି ନୁହେଁ, ଗୋମତି ରିଭର ଫ୍ରଣ୍ଟ ଦୁର୍ନୀତିରେ ଏସପି ନେତା ରାମ ଗୋପାଳ ଯାଦବ, ଶିବପାଲ ଯାଦବ ଏବଂ ଅଖିଳେଶ ଯାଦବଙ୍କ ନାମ ରହିଛି। ଏହି ସମସ୍ତଙ୍କ ବିରୋଧରେ ହୋଇଥିବା ଅଭିଯୋଗର ତଦନ୍ତ କରାଯିବ ଏବଂ ଯଦି ଏହି ଘଟଣାରେ ଦୋଷୀ ସାବ୍ୟସ୍ତ ହେଲେ ତେବେ ସେମାନେ ଜେଲ ଯିବେ।
ରାଜଭର ଅଭିଯୋଗ କରିଛନ୍ତି ଯେ, ଏସପି ଲୋକମାନେ ମିଛ କହିବାରେ ମାହିର୍‌। ସିବିଆଇ ଅନୁସନ୍ଧାନରେ ରାମ ଗୋପାଳ ଯାଦବଙ୍କ ପୁଅର ନାମ ମଧ୍ୟ ଆସିଛି, ତେଣୁ ସେ କିପରି ଜେଲ୍‌ ଯାଇନାହାନ୍ତି ଆମକୁ କୁହନ୍ତୁ, ସେ ନିଜକୁ ବଞ୍ଚାଇବାକୁ ଭାଜପାକୁ ସାହାଯ୍ୟ ମାଗିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri