ମଦ, ଫଳ, ଡ୍ରାଏ ଫ୍ରୁଟ୍ସ, ସୋୟାବିନ ତେଲ ଏସବୁ ହୋଇଯିବ ଖୁବ ଶସ୍ତା, ଆମେରିକା ସହିତ ବାଣିଜ୍ୟ ଚୁକ୍ତି ପରେ ଆଉ କ’ଣ ଶସ୍ତା ହେବ?ଜାଣନ୍ତୁ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୭।୨: ଟ୍ରମ୍ପ ପ୍ରଶାସନ ଭାରତ ଉପରେ ଲଗାଯାଇଥିବା ଅତିରିକ୍ତ ୨୫ ପ୍ରତିଶତ ଶୁଳ୍କ ଉଠାଇ ଦେଇଛି ଏବଂ ଏକ ସ୍ପଷ୍ଟ ଧମକ ବଜାୟ ରଖିଛି ଯେ ଯଦି ଭାରତ ରୁଷିଆରୁ ପ୍ରତ୍ୟକ୍ଷ କିମ୍ବା ପରୋକ୍ଷ…

ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତାରୋକ

ଖୋର୍ଦ୍ଧା,୭।୨(ପ୍ରଭାତ ପାଣିଗ୍ରାହୀ): ଦନ୍ତା ହାତୀ ନେଲା ଜଣେ ଯୁବକଙ୍କ ଜୀବନ। ଦନ୍ତାହାତୀ ଆକ୍ରମଣରେ ମୃତ୍ୟୁ ହୋଇଥିବା ଯୁବକ ହେଲେ ଖଡିପଦର ଗ୍ରାମର ଶଙ୍କର ରାଉତରାୟ ବୋଲି ଜଣାପଡିଥିବା। ଖୋର୍ଦ୍ଧା ବନଖଣ୍ଡ ଟାଗିଂ ରେଜ ଜଂକିଆ…

ବେଆଇନ ଗୋ ଚାଲାଣ ହେଉଥିବାବେଳେ ଚଢାଉ କଲା ପୋଲିସ, ବାପପୁଅଙ୍କୁ…

ଆନନ୍ଦପୁର, ୭।୨(ସୁଶାନ୍ତ କୁମାର ସାହୁ): ପୋଲିସର ବ୍ୟାପକ ଚଢାଉ ପରେ ବି କେନ୍ଦୁଝର ଜିଲାରେ ବେଆଇନ ଗୋ ଚାଲାଣ କମିବାର ନା ଧରୁନି। ଶୁକ୍ରବାର ବିଳମ୍ବିତ ରାତିରେ ନନ୍ଦିପଦା ଥାନା ଜଳକଳଙ୍ଗ ଗ୍ରାମରେ କେନ୍ଦୁଝର…

Jasprit Bumrah: ଟିମ୍ ଇଣ୍ଡିଆକୁ ଆଉ ଏକ ଝଟକା, ପ୍ରଥମ ମ୍ୟାଚରୁ ଜସପ୍ରିତ ବୁମରା ବାଦ!

ନୂଆଦିଲ୍ଲୀ,୭।୨: ୨୦୨୬ ଟି-୨୦ ବିଶ୍ୱକପ୍ ଆରମ୍ଭ ନହେଉଣୁ ଟିମ୍ ଇଣ୍ଡିଆକୁ ଝଟକା ଲାଗିଛି । ବିଶ୍ୱକପ୍ ଆରମ୍ଭ ହେବାର ଗୋଟିଏ ଦିନ ପୂର୍ବରୁ ଯୁବ ଦ୍ରୁତ ବୋଲର ହର୍ଷିତ ରାଣା ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟରୁ ବାଦ…

କାମରୁ ଫେରୁଥିବାବେଳେ ହାତୀ ହାବୁଡ଼ରେ ପଡିଗଲେ ବ୍ୟକ୍ତି, ମୁଣ୍ଡ-ଗଣ୍ଡି ସମ୍ପୂର୍ଣ୍ଣ ଅଲଗା

ନିରାକାରପୁର, ୭।୨(ମାନସ ଚନ୍ଦ୍ର ପଟ୍ଟନାୟକ): ପୁଣି ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି । ସେ ହେଲେ ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ବନାଞ୍ଚଳ ସିକୋ ଖଡ଼ିପଦର ଗ୍ରାମର ଶଙ୍କର ରାଉତରାୟ(୪୫)। ସୂଚନାଅନୁସାରେ, ସେ…

BCCI ସେଣ୍ଟ୍ରାଲ୍‌ କଣ୍ଟ୍ରାକ୍ଟରେ ସର୍ବାଧିକ ଦରମା ପାଇବେ ଏହି ୩ ଖେଳାଳି: ତଳକୁ ଖସିବେ ରୋହିତ-କୋହଲି

ନୂଆଦିଲ୍ଲୀ,୭।୨: ଭାରତୀୟ କ୍ରିକେଟ ଦଳର ତାରକାମାନେ ଏହି ବର୍ଷ କେତେ ଟଙ୍କା ପାଇବେ ତାହା ସ୍ଥିର ହୋଇସାରିଛି। ସବୁଦିନ ପରି ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ନୂତନ ସିଜିନ ପାଇଁ କେନ୍ଦ୍ରୀୟ ଚୁକ୍ତିନାମା…

ଟି-୨୦ ବିଶ୍ୱକପ ଆରମ୍ଭର କିଛି ଘଣ୍ଟା ପୂର୍ବରୁ ଟିମ ଇଣ୍ଡିଆକୁ ଲାଗିଲା ବଡ଼ ଝଟକା: ବଦଳିଲା ଟିମ୍‌

ନୂଆଦିଲ୍ଲୀ,୭।୨:  ଟି-୨୦ ବିଶ୍ୱକପ ୨୦୨୬ ପୂର୍ବରୁ ଟିମ ଇଣ୍ଡିଆକୁ ଏକ ବଡ଼ ଝଟକା ଲାଗିଛି। ଦ୍ରୁତ ବୋଲର ହର୍ଷିତ ରାଣା ଆଣ୍ଠୁରେ ଆଘାତ ଯୋଗୁ ସମଗ୍ର ଟୁର୍ନାମେଣ୍ଟରୁ ବାଦ ଦିଆଯାଇଛି। ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (ବିସିସିଆଇ) ଶୁକ୍ରବାର ଏହା ନିଶ୍ଚିତ…

ଚନ୍ଦ୍ରକୁ ଯିବ iPhone: ନାସା କଲା ବଡ଼ ଘୋଷଣା

ନୂଆଦିଲ୍ଲୀ,୭।୨: ଚନ୍ଦ୍ରକୁ ଯାତ୍ରା କରୁଥିବା ମହାକାଶଚାରୀମାନେ ଏବେ ନିଜ ସହିତ iPhone ନେଇପାରିବେ। ଆମେରିକାର ମହାକାଶ ସଂସ୍ଥା ନାସା ଏବେ ମହାକାଶଚାରୀମାନଙ୍କୁ iPhone ଏବଂ ଅନ୍ୟାନ୍ୟ ଆଧୁନିକ ସ୍ମାର୍ଟଫୋନ ବହନ କରିବାକୁ ଅନୁମତି ଦେଇଛି। ନାସା ପ୍ରଶାସକ ଜେର ଆଇଜାକମ୍ୟାନ କହିଛନ୍ତି,…

ଆଜିଠୁ ଟି୨୦ ବିଶ୍ୱକପ୍‌: ସାମ୍ନାସାମ୍ନି ହେବେ…

ମୁମ୍ବାଇ, ୭।୨: ଆଇସିସି ପୁରୁଷ ଟି୨୦ କ୍ରିକେଟ ବିଶ୍ୱକପ୍‌ର ୧୦ମ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହି ମେଗା ପ୍ରତିଯୋଗିତାରେ ଗତଥରର ଚାମ୍ପିୟନ ଭାରତ ନିଜର ପ୍ରଥମ ମ୍ୟାଚରେ ଆମେରିକାକୁ ଭେଟିବ। ଟାଇଟଲ ବଜାୟ ରଖିବା ଲକ୍ଷ୍ୟରେ ଥିବା ଭାରତ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି। ଶୁକ୍ରବାର ଅନୁଷ୍ଠିତ ଫାଇନାଲରେ ଭାରତ ୧୦୦ ରନରେ ଇଂଲଣ୍ଡକୁ ପରାସ୍ତ କରିଛି। ପୂର୍ବରୁ…

ଟାଇଟଲ୍‌ ଲକ୍ଷ୍ୟରେ ଭାରତ: ଇଂଲଣ୍ଡ ଆଗରେ ୪୧୨ ରନ୍‌ର ବିଶାଳ ଟାର୍ଗେଟ୍‌

ହରାରେ,୬।୨: ହରାରେ ସ୍ପୋଟର୍‌ସ କ୍ଲବଠାରେ ଶୁକ୍ରବାର ୧୯ ବର୍ଷରୁ କମ୍‌ ପୁରୁଷ ବିଶ୍ବକପ୍‌ ଫାଇନାଲ ମ୍ୟାଚ୍‌ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ଭାରତ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାର ନିଷ୍ପତ୍ତି ନେଇଥିଲା। ଯୁବ କ୍ରିକେଟର ବୈଭବ…

ଟି-୨୦ ବିଶ୍ୱକପ୍‌ରୁ ବାଦ୍ ପଡ଼ିଲେ ହର୍ଷିତ ରାଣା: ଭାରତକୁ ବଡ଼ ଝଟ୍‌କା

ମୁମ୍ବାଇ,୬।୨: ଟି-୨୦ ବିଶ୍ୱକପ୍ ୨୦୨୬ ଆରମ୍ଭ ହେବା ପୂର୍ବରୁ ଭାରତୀୟ କ୍ରିକେଟ ଦଳ ପାଇଁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି। ଦ୍ରୁତ ବୋଲର ହର୍ଷିତ ରାଣା ଆହତ କାରଣରୁ ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟରୁ ବାଦ୍ ପଡ଼ିଛନ୍ତି। ଶନିବାର ଆମେରିକା ବିରୋଧରେ ଭାରତ…

ଯାତ୍ରା ମାଲିକ ନାଣ୍ଡୁଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ସାଇଙ୍କ ମା’, କହିଲେ ମୋ ପୁଅକୁ…

ଭୁବନେଶ୍ୱର,୬।୨: ଅନନ୍ତ ନାରାୟଣ ଧଳ ଓରଫ ନାଣ୍ଡୁ ବାବୁଙ୍କ ପିଛା ଛାଡ଼ୁନାହିଁ ବିବାଦ। ପୁଣି ଥରେ ବିବାଦର ଅଡ଼ୁଆ ସୂତାରେ ଛନ୍ଦି ହୋଇଛନ୍ତି ତୁଳସୀ ଗଣନାଟ୍ୟର ମାଲିକ । କଳାକାରଙ୍କୁ ନିର୍ଯାତନା ଦେଉଥିବା ନେଇ ତାଙ୍କ ନାଁରେ ଅଭିଯୋଗ ହୋଇଛି ।…

“ମହିଳାଙ୍କୁ ବାଧ୍ୟ କରାଯାଇପାରିବ ନାହିଁ”: ନାବାଳିକାଙ୍କୁ ୩୦ ସପ୍ତାହର ଗର୍ଭପାତ ପାଇଁ ଅନୁମତି ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୨: ମହିଳାଙ୍କ ପ୍ରଜନନ ସ୍ଵାଧୀନତାକୁ ଗୁରୁତ୍ୱ ଦେଇ ମାନ୍ୟବର ସୁପ୍ରିମକୋର୍ଟ ଶୁକ୍ରବାର ଏକ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ଜଣେ ଯୁବତୀଙ୍କୁ ତାଙ୍କ ଇଚ୍ଛା ବିରୁଦ୍ଧରେ ମାତୃତ୍ୱ ଗ୍ରହଣ କରିବା ପାଇଁ କୋର୍ଟ ବାଧ୍ୟ କରିପାରିବେ ନାହିଁ ବୋଲି ସ୍ପଷ୍ଟ କରିଛନ୍ତି ଶୀର୍ଷ…

ପ୍ରାକ ବଜେଟ ବୈଠକରେ ହେଲା ଜରୁରୀ ଆଲୋଚନା: ମଧ୍ୟବିତ୍ତଙ୍କ ପାଇଁ ଏଥର ଫୋକସ୍‌ରେ ରହିବ…

ଭୁବନେଶ୍ୱର,୬।୨: ଆସନ୍ତା ୨୦ ଫେବୃୟାରୀରେ ବିଧାନସଭାରେ ରାଜ୍ୟ ବଜେଟ ଉପସ୍ଥାପନ ହେବ। ଏହା ପୂର୍ବରୁ ଓଡ଼ିଶାବାସୀଙ୍କ ଠାରୁ ମଧ୍ୟ ରାୟ ଲୋଡିଛନ୍ତି ରାଜ୍ୟ ସରକାର। ମୁଖ୍ରମନ୍ତ୍ରୀ କହିଛନ୍ତି, ଆମ ସରକାର ହେଉଛି ଲୋକଙ୍କ ସରକାର । ଆମ ପାଇଁ ଲୋକଙ୍କ ସ୍ବର…

ଓଡ଼ିଶାର ବିଭିନ୍ନ କୋର୍ଟକୁ ବୋମା ଧମକ: ସୁରକ୍ଷା କଡ଼ାକଡ଼ି, ତଲାସୀ ଜାରି

ଭୁବନେଶ୍ୱର,୬।୨: ଓଡ଼ିଶାର ବିଭିନ୍ନ ଜିଲା କୋର୍ଟକୁ ବୋମାରେ ଉଡ଼ାଇ ଦେବା ପାଇଁ ଧମକ ମିଳିଛି। ଧମକପୂର୍ଣ୍ଣ ଇମେଲ୍ ମିଳିବା ପରେ ସାରା ରାଜ୍ୟରେ ହଇଚଇ ସୃଷ୍ଟି ହୋଇଛି। କଟକ, ପୁରୀ, ସମ୍ବଲପୁର ଏବଂ ଫୁଲବାଣୀ କୋର୍ଟ ପରିସରରେ ଏବେ ହାଇ-ଆଲର୍ଟ ଜାରି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨ ଫେବୃଆରୀ , ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri