Posted inଜାତୀୟ

ଡଙ୍ଗା ବୁଡି ଘଟଣା: ୪ ବର୍ଷ ଶିଶୁର ମୃତଦେହ ଉଦ୍ଧାର

ମୁଜାଫରପୁର,୧୫।୯: ବିହାରର ମୁଜାଫରପୁର ଜିଲାରେ ଗୁରୁବାର ଘଟିଥିବା ଡଙ୍ଗା ଦୁର୍ଘଟଣାରେ ଶୁକ୍ରବାର ଏକ ୪ ବର୍ଷର ଶିଶୁର ମୃତଦେହ ମିଳିଥିବା ସୂଚନା ମିଳିଛି। ସ୍ଥାନୀୟ ଲୋକଙ୍କ ଦ୍ୱାରା ମୃତଦେହକୁ ଉଦ୍ଧାର କରାଯାଇଥିବା ବେଳେ ଏ ସମ୍ପର୍କରେ ପୋଲିସକୁ ସୂଚନା ଦିଆଯାଇଛି। ଏହି ଘଟଣାରେ ୧୦ଜଣ ନିଖୋଜ ଥିବା ଖବର ଆସିଥିଲା। ବର୍ତ୍ତମାନ ଅବଶିଷ୍ଟ ନିଖୋଜ ଲୋକଙ୍କ ସନ୍ଧାନ ଜାରି ରହିଛି।

ସୂଚନାଯୋଗ୍ୟ, ଗୁରୁବାର ୩୩ ପିଲାଙ୍କୁ ନେଇ ଯାଉଥିବା ଡଙ୍ଗା ବାଗମତି ନଦୀରେ ବୁଡ଼ି ଯାଇଥିଲା। ସେଥିମଧ୍ୟରୁ ୧୭ ପିଲାଙ୍କୁ ଉଦ୍ଧାର କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆ ଟୁଡେର ବଡ଼ ସର୍ଭେ, ଓଡ଼ିଶାରେ କିଏ ମାରିବ ବାଜି?

ନୂଆଦିଲ୍ଲୀ,୧।୬: ସରିଛି ଶେଷ ପର୍ଯ୍ୟାୟ ନିର୍ବାଚନ। ଲୋକ ସଭା ନିର୍ବାଚନ ସହ ଓଡ଼ିଶା, ଆନ୍ଧ୍ର ପ୍ରଦେଶ, ସିକିମ୍‌ ଓ ଅରୁଣାଚଳ ପ୍ରଦେଶରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ...

ଓଡ଼ିଶାରେ ଇଣ୍ଡିଆ ମେଣ୍ଟର ସିଟ୍‌ ହୋଇଗଲା ଡବଲ, ବିଜେଡିକୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୬: ଲୋକସଭା ନିର୍ବାଚନ ୨୦୨୪ର ଶେଷ ପର୍ଯ୍ୟାୟ ଭୋଟିଂ ସରିଛି। ଭୋଟ ଶେଷ ହେବା ମାତ୍ରେ ଏକଜିଟ ପୋଲ ତଥ୍ୟ ପ୍ରକାଶ ପାଇଛି। ପ୍ରକୃତ ଫଳାଫଳ...

Cvoter Exit Poll: ଦକ୍ଷିଣରେ ଖାତା ଖୋଲିପାରେ ଭାଜପା, ମାତ୍ର ୨ଟି ରାଜ୍ୟରେ ମିଳିଛି ୪୭ ସିଟ୍‌ର ବମ୍ପର ନମ୍ବର

ନୂଆଦିଲ୍ଲୀ,୧।୬: ଲୋକ ସଭା ନିର୍ବାଚନ ୨୦୨୪ର ଶେଷ ଏବଂ ସପ୍ତମ ପର୍ଯ୍ୟାୟ ପାଇଁ ମତଦାନ ଶନିବାର ଶେଷ ହୋଇଛି । ଭୋଟ ଶେଷ ହେବା ପରେ...

ଭୋଟ ବାହୁଡ଼ା ମତ- ସତ ହେବ ମୋଦିଙ୍କ ନାରା ‘ଅବକି ବାର ୪୦୦ ପାର୍‌’ !

ନୂଆଦିଲ୍ଲୀ,୧।୬: ଦେଶରେ ସରଛି ସପ୍ତମ ପର୍ଯ୍ୟାୟ ନିର୍ବାଚନ ପ୍ରକ୍ରିୟା। ଏଭିଏମ୍‌ରେ ସିଲ୍‌ ହୋଇଛି ହଜାର ହଜାର ପ୍ରାର୍ଥୀଙ୍କ ଭାଗ୍ୟ। ଭୋଟ ସରିବା ପରେ ବିଭିନ୍ନ ଏଜେନ୍ସି...

Exit poll: କେନ୍ଦ୍ରରେ ଭାଜପା ସରକାର! ଜାଣନ୍ତୁ ଓଡ଼ିଶାରେ କିଏ ଆଗରେ

ନୂଆଦିଲ୍ଲୀ,୧।୬: ସରିଛି ଶେଷ ପର୍ଯ୍ୟାୟ ନିର୍ବାଚନ । ନିର୍ବାଚନ ସରିବା ପରେ ଶନିବାର ବିଭିନ୍ନ ଏଜେନ୍ସି ଦ୍ୱାରା ଏକଜିଟ ପୋଲ ବା ଘର ବାହୁଡା ମତ...

Exit poll: ପଲଟିଲା ବାଜି, ଏହି ରାଜ୍ୟରେ ଇଣ୍ଡିଆ ମେଣ୍ଟର ବାଜିମାତ

ନୂଆଦିଲ୍ଲୀ,୧।୬: ସରିଛି ୨୦୨୪ ଲୋକ ସଭା ନିର୍ବାଚନ। ଶନିବାର ସପ୍ତମ ପର୍ଯ୍ୟାୟ ମତଦାନ ସରିଛି। ତେବେ ମତଦାନ ସରିବା ପରେ ସଂଧ୍ୟାରେ ବଡ଼ ବଡ଼ ଏଜେନ୍ସି...

ଆସିଲା Exit poll, କେନ୍ଦ୍ରରେ ପୁଣି ମୋଦିଙ୍କୁ ବହୁମତ

ନୂଆଦିଲ୍ଲୀ,୧।୬: ସପ୍ତମ ପର୍ଯ୍ୟାୟ ବ୍ୟାପି ମତଦାନ ଶେଷ ହେବାପରେ ବିଭିନ୍ନ ଏଜେନ୍ସି ଏବଂ ଗଣମାଧ୍ୟମ ସଂସ୍ଥା ପକ୍ଷରୁ ପୁଲ ବାହୁଡ଼ା ମତ ବା Exit poll...

ଇଭିଏମ୍‌ରେ ସିଲ୍ ନେତାଙ୍କ ଭାଗ୍ୟ, ୪ ରେ ଫଳାଫଳ

ନୂଆଦିଲ୍ଲୀ,୧।୬: ଶେଷ ହୋଇଛି ସାତ ପର୍ଯ୍ୟାୟ ବ୍ୟାପି ସାଧାରଣ ନିର୍ବାଚନ ୨୦୨୪। ସପ୍ତମ ପର୍ଯ୍ୟାୟ ମତଦାନ ଶେଷ ହେବାପରେ ଭାରତର ନିର୍ବାଚନ ଆୟୋଗ ସମସ୍ତ ହିତାଧିକାରୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri