ନୂଆଦିଲ୍ଲୀ,୧୬।୯: ଗତ କିଛି ସପ୍ତାହ ହେଲା ଘରୋଇ ଶେୟାର ବଜାର କାରବାରରେ ବୃଦ୍ଧି ଘଟିଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସ (ଷ୍ଟକ୍ବଜାର) ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବୃଦ୍ଧି କରିଛନ୍ତି। ଫଳରେ ଶେୟାର ବଜାରର ନିବେଶକଙ୍କ ମନରେ ଉତ୍ସାହ ପରିଲିକ୍ଷିତ ହୋଇଛି। ଶୁକ୍ରବାର ଷ୍ଟକ ମାର୍କେଟର କାରବାର ଶେଷ ସୁଦ୍ଧା ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୩୧୯.୬୩ ପଏଣ୍ଟ ବଢି ୬୭,୮୩୮.୬୩ ଅଙ୍କରେ କାରବାର ବନ୍ଦ କରିଥିଲା ବେଳେ ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ)ର ନିଫ୍ଟି-୫୦ରେ ମଧ୍ୟ ୮୯.୨୫ ପଏଣ୍ଟ ବୃଦ୍ଧି ଘଟି ୨୦,୧୯୨.୩୫ଅଙ୍କରେ କାରବାର ବନ୍ଦ ହୋଇଥିଲା।
ଟସ୍ ଜିତିଲା ଭାରତ: ସୂର୍ଯ୍ୟକୁମାରଙ୍କୁ ମିଳିଲା ବଡ଼…
ଚଣ୍ଡିଗଡ,୧୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ...
ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ, ଦୁର୍ଘଟଣା ହୋଇ ରାସ୍ତାରେ ପଡିଥିବା ବାପା-ପୁଅଙ୍କୁ…
ଛତ୍ରପୁର,୧୧।୧୨ (ଦିଲ୍ଲୀପ ସାମଲ ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ। ଦୁର୍ଘଟଣାରେ ଆହତ ହୋଇଥିବା ବିଧାୟକ ବାପା ପୁଅଙ୍କୁ ମେଡିକାଲ ପଠାଇଛନ୍ତି। ଏଭଳି ଏକ ଦୃଶ୍ୟ...
ବାଜିଲା ବାଂଲାଦେଶ ନିର୍ବାଚନ ବିଗୁଲ, ଲଢ଼ିପାରିବନି ଶେଖ ହସିନାଙ୍କ ପାର୍ଟି
ନୂଆଦିଲ୍ଲୀ,୧୧ା୧୨: ବାଂଲାଦେଶର ତ୍ରୟୋଦଶ ସଂସଦୀୟ ନିର୍ବାଚନ ଆସନ୍ତା ଫେବୃଆରୀ 12 ତାରିଖରେ ଅନୁଷ୍ଠିତ ହେବ । ବାଂଲାଦେଶର ମୁଖ୍ୟ ନିର୍ବାଚନ କମିଶନର ଏଏମଏମ ନାସିର ଉଦ୍ଦିନ...
ସଙ୍କୁଚିତ ହେଉଛି ଉପଜିଲାପାଳ-ଆରଡିସିଙ୍କ କ୍ଷମତା, ଗଞ୍ଜାମ ଜଲାକୁ ୪ ଜିଲା ପାଇଁ ଉଠିଲା ଦାବି
ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାକୁ ଭାଗଭାଗ କରି ୪ଟି ଜିଲା ଘୋଷଣା କରାଯାଉ। ଉପଜିଲାପାଳ ଏବଂ ଆରଡିସିଙ୍କ କ୍ଷମତା ଦିନକୁ ଦିନ ସରକାର ସଙ୍କୁଚିତ କରୁଛନ୍ତି।...
ଗୋଆ ନାଇଟ କ୍ଲବ ମାଲିକ ଲୁଥ୍ରା ବ୍ରଦର୍ସଙ୍କୁ ବଡ଼ ଝଟକା, ଆଗୁଆ ଜାମିନ ଖାରଜ କଲେ କୋର୍ଟ
ନୂଆଦିଲ୍ଲୀ,୧୧।୧୨: ଗୋଆର ପ୍ରସିଦ୍ଧ ବିର୍ଚ ବାଇ ରୋମିଓ ନାଇଟ କ୍ଲବରେ ଅଗ୍ନିକାଣ୍ଡ ଘଟଣାରେ ଦିଲ୍ଲୀର ରୋହିଣୀ କୋର୍ଟ ରେଷ୍ଟୁରାଣ୍ଟ ମାଲିକ ଗୌରବ ଲୁଥ୍ରା ଏବଂ ସୌରଭ...
‘ଧୁରନ୍ଧର’ ଷ୍ଟାଇଲରେ ମୋଦି, ପୁଟିନଙ୍କ ସହ ଜବରଦସ୍ତ କେମେଷ୍ଟ୍ରି, ସୋସିଆଲ ମିଡ଼ିଆରେ ଟ୍ରେଣ୍ଡ କଲା…
ନୂଆଦିଲ୍ଲୀ,୧୧।୧୨: ମଧ୍ୟପ୍ରଦେଶ ସରକାର ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ‘ଧୁରନ୍ଧର ଷ୍ଟାଇଲ’ରେ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓଟି ସହିତ ଏକ କ୍ୟାପସନ ଅଛି ଯାହା...
କାହିଁକି ଆପଲକୁ ନୋଟିସ ପଠାଇଲେ ସରକାର? ୟୁଜର୍ସଙ୍କୁ ଏଭଳି ଆଲର୍ଟ ପଠାଇଥିଲା କମ୍ପାନୀ
ନୂଆଦିଲ୍ଲୀ,୧୧ା୧୨: ଗତ କିଛିଦିନ ତଳେ ଆପଲ୍ ଏବଂ ଗୁଗୁଲ ନିଜ ୟୁଜର୍ସଙ୍କୁ ଆଲର୍ଟ ପଠାଇଥିଲେ । ସ୍ପାଇବେୟାରରେ ଦ୍ବାରା ୟୁଜର୍ସଙ୍କୁ ନିଶାନା କରାଯାଇପାରେ ବୋଲି ମେସେଜ...
କୋହଲିଙ୍କ ସହ ରିଲ୍ସ କରି ରାତାରାତି ସୋସିଆଲ ମିଡିଆ ଷ୍ଟାର ପାଲଟିଗଲେ ଅର୍ଶଦୀପ, ଜାଣନ୍ତୁ କାହିଁକି ଆରମ୍ଭ କରିଥିଲେ YouTube
ନୂଆଦିଲ୍ଲୀ,୧୧।୧୨: ଟିମ ଇଣ୍ଡିଆର ଯୁବ ଦ୍ରୁତ ବୋଲର ଅର୍ଶଦୀପ ସିଂହ କେବଳ ପଡ଼ିଆରେ ନୁହେଁ ବରଂ ସୋସିଆଲ ମିଡିଆରେ ମଧ୍ୟ ଲୋକପ୍ରିୟତା ହାସଲ କରିଛନ୍ତି। ତାଙ୍କର...
Archives


