ଜେଲେନସ୍କିଙ୍କ କ୍ରିମିୟା ସ୍ଥିତ ଆପାର୍ଟମେଣ୍ଟ ବିକିବ ରୁଷିଆ, ତାଲିକାରେ ୧୦୦ ଅଚଳ ସମ୍ପତ୍ତି…

ମସ୍କୋ/କିଭ,୧୭।୯ : ରୁଷିଆ ଏହାର ଅଧିକୃତ କ୍ରିମିୟା ଦ୍ୱୀପପୁଞ୍ଜରେ ୟୁକ୍ରେନ ନାଗରିକଙ୍କ ସମ୍ପତ୍ତି ବିକ୍ରୟ କରିବ। ଏଗୁଡ଼ିକ ହେଉଛି ଅସ୍ଥାବର ସମ୍ପତ୍ତି, ଯାହାର ମାଲିକମାନେ ୟୁକ୍ରେନରେ ବାସ କରନ୍ତି ଏବଂ ନିବେଶ ଉଦ୍ଦେଶ୍ୟରେ ୨୦୧୪ପୂର୍ବରୁ ଏହି ସମ୍ପତ୍ତି କ୍ରୟ କରିଥିଲେ। ଏଥିସହ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ଏକ ଆପାର୍ଟମେଣ୍ଟ ମଧ୍ୟ ଏଥିରେ ରହିଛି।

ଏହି ସମ୍ପତ୍ତି ବିକ୍ରୟ କ୍ରିମିୟାରେ ରୁଷିଆ ଦ୍ୱାରା ନିଯୁକ୍ତ ପ୍ରଶାସନିକ ମୁଖ୍ୟ ଭ୍ଲାଦିମିର କନଷ୍ଟାଣ୍ଟିନୋଭ ଘୋଷଣା କରିଛନ୍ତି। ୨୦୧୪ରେ କ୍ରିମିୟା ଆନ୍ଦୋଳନ ପରେ ରୁଷିଆ ଏହି ସମ୍ପତ୍ତିଗୁଡ଼ିକୁ ଜାତୀୟ ସମ୍ପତ୍ତି ଭାବରେ ଘୋଷଣା କରିଥିଲା। ବର୍ତ୍ତମାନ ଏହି ୧୦୦ଟି ସମ୍ପତ୍ତି ବିକ୍ରୟ କରି ରାଜସ୍ବ ସଂଗ୍ରହ କରାଯିବ। ବିକ୍ରୟ ହେବାକୁ ଥିବା ସମ୍ପତ୍ତିରେ ଆବାସିକ ଅଟ୍ଟାଳିକା ସହିତ ବାଣିଜ୍ୟିକ ସମ୍ପତ୍ତି ଏବଂ ରିସୋର୍ଟ ଅନ୍ତର୍ଭୁକ୍ତ ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

ଓଡ଼ିଶାରେ ବଢୁଛି ଶୀତର ପ୍ରକୋପ: ୩ ଦିନରେ ଏସବୁ ଜିଲାରେ ହ୍ରାସ ପାଇବ ପାରଦ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତର ଲହରି ଜାରି ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସହରର ତାପମାତ୍ରା ଗତ ୩ ଦିନ ମଧ୍ୟରେ ଗୁରୁତର ଭାବେ...

ଚାଷୀଙ୍କୁ ଶୋଷଣ ଚଳିବ ନାହିଁ, ନଚେତ୍‌ ନିଆଁ ଜଳିବ: ପ୍ରଦୀପ ମାଝୀ

ଝରିଗାଁ, ୨୩।୧୨ (କିଶୋର ଚନ୍ଦ୍ର ମଣ୍ଡଳ):ନବରଙ୍ଗପୁର ଜିଲାର ଝରିଗାଁ, ଉମରକୋଟ ଓ ରାଇଘର, ଚନ୍ଦାହାଣ୍ଡି ବ୍ଲକ ଠାରେ ଚାଷୀ ମହାସଂଘ ପକ୍ଷରୁ ବ୍ଳକ ବନ୍ଦ କରାଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri