Posted inଖେଳ

ମ୍ୟାଚ୍‌ ପରେ ସମସ୍ତଙ୍କ ହୃଦୟ ଜିତିଲେ ସିରାଜ୍‌

ନୂଆଦିଲ୍ଲୀ,୧୮।୯: ଏସିଆ କପ ଫାଇନାଲରେ ଭାରତ ଶ୍ରୀଲଙ୍କା ବିପକ୍ଷରେ ୧୦ ଉଇକେଟ ନେଇ ଜିତିଛି। ଏହି ମ୍ୟାଚରେ ଟିମ ଇଣ୍ଡିଆର ମହମ୍ମଦ ସିରାଜ ଚମତ୍କାର ବୋଲିଂ କରିଥିଲେ। ୭ ଓଭରରେ ୨୧ ରନ ଦେଇ ସିରାଜ ୬ଟି ଉଇକେଟ ନେଇଥିଲେ। ଜବରଦସ୍ତ ବୋଲିଂ ପାଇଁ ତାଙ୍କୁ ପ୍ଲେୟାର ଅଫ ଦି ମ୍ୟାଚ ପୁରସ୍କାର ମିଳିଥିଲା। କିନ୍ତୁ ସେ ପୁରସ୍କାର ରାଶି ନିଜେ ନ ନେଇ ଗ୍ରାଉଣ୍ଡ୍ସମ୍ୟାନମାନଙ୍କୁ ଦେଇ ପ୍ରଶଂସକଙ୍କ ହୃଦୟ ଜିତିଥିଲେ। ପୁରସ୍କାର ରାଶିରେ ସିରାଜ ୫୦୦୦ ଡଲାର (ପ୍ରାୟ ୪.୧୫ ଲକ୍ଷ ଟଙ୍କା) ପାଇଥିଲେ।
ଏସିଆ କପ ୨୦୨୩ରେ ଶ୍ରୀଲଙ୍କାର ଗ୍ରାଉଣ୍ଡ୍ସମ୍ୟାନ୍‌ମାନେ ଚର୍ଚ୍ଚାରେ ଅଛନ୍ତି। କ୍ରମାଗତ ମ୍ୟାଚ ଏବଂ ମ୍ୟାଚ ସମୟରେ ବର୍ଷା ମଧ୍ୟରେ ଗ୍ରାଉଣ୍ଡ୍ସମ୍ୟାନ୍‌ମାନେ ବହୁତ ପରିଶ୍ରମ କରିଥିଲେ। ଏହାର କାରଣ ହେଲା ବର୍ଷା ସତ୍ତ୍ୱେ ମ୍ୟାଚ ଜାରି ରହିଲା ଏବଂ ପ୍ରଶଂସକମାନେ କ୍ରିକେଟର ରୋମାଞ୍ଚକୁ ଭରପୂର ଉପଭୋଗ କରିଥିଲେ। ବର୍ତ୍ତମାନ ଏସିସି ଏହି ଗ୍ରାଉଣ୍ଡ୍ସମ୍ୟାନ୍‌ମାନଙ୍କୁ ଉପହାର ଦେବାକୁ ନିଷ୍ପତ୍ତି ନେଇଛି। ଏସୀୟ କ୍ରିକେଟ ପରିଷଦ ଶ୍ରୀଲଙ୍କାର ଗ୍ରାଉଣ୍ଡମ୍ୟାନ ତଥା ପିଚ କ୍ୟୁରେଟରମାନଙ୍କୁ ୫୦ ହଜାର ଡଲାର (୪୧.୫୪ ଲକ୍ଷ ଟଙ୍କା) ଦେବାକୁ ଘୋଷଣା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମହାମୁକାବିଲା ପୂର୍ବରୁ ଭାରତକୁ ଚେତାବନୀ ଦେଲେ ପାକିସ୍ତାନ ଅଧିନାୟକ

ନ୍ୟୁୟର୍କ,୨।୬: ଭାରତ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ ଜୁନ ୯ରେ ନ୍ୟୁୟର୍କର ନାସାଉ କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ଭାରତ-ପାକ ମ୍ୟାଚ ବିଷୟରେ ଅନେକ ଆଲୋଚନା ଚାଲିଛି।...

ଛାଡପତ୍ର ଚର୍ଚ୍ଚା ଭିତରେ ମୁଁହ ଖୋଲିଲେ ହାର୍ଦ୍ଦିକ ପାଣ୍ଡ୍ୟା: କହିଲେ, ବେଳେବେଳେ ଜୀବନ…

ନ୍ୟୁୟର୍କ,୨।୬: ଆଜିକାଲି ହାର୍ଦ୍ଦିକ ପାଣ୍ଡ୍ୟା ଅନେକ ଚର୍ଚ୍ଚାରେ ଅଛନ୍ତି। ଗୋଟିଏ ପଟେ ଆଇପିଏଲରେ ତାଙ୍କର ପ୍ରଦର୍ଶନ ଖରାପ ଥିଲା, ଅନ୍ୟ ପଟେ ତାଙ୍କ ସ୍ତ୍ରୀ ନତାଶା...

ଏମିତି ସର୍ଟ ମାରିଲେ ହାର୍ଦ୍ଦିକ ପାଣ୍ଡ୍ୟା, ବୋଲରଙ୍କ ହାତରେ ପଡ଼ିଲା ୬ ଷ୍ଟିଚ୍‌

ନୂଆଦିଲ୍ଲୀ,୨।୬: ଟି-୨୦ ବିଶ୍ୱକପ ଆରମ୍ଭ କରିବା ପୂର୍ବରୁ ବାଂଲାଦେଶ ଏକ ବଡ ଝଟ୍‌କା ଲାଗିଛି। ଦଳର ଦ୍ରୁତ ବୋଲର ଶୋରିଫୁଲ ଇସଲାମ ଭାରତ ବିପକ୍ଷ ୱାର୍ମ...

ଟି-୨୦ ବିଶ୍ୱକପ୍‌ର ପ୍ରଥମ ମ୍ୟାଚ୍‌ରେ ରେକର୍ଡ ବର୍ଷା

ନ୍ୟୁୟର୍କ,୨।୬: ଟି-୨୦ ବିଶ୍ୱକପ ୨୦୨୪ ଏକ ଧମାକାଦାରରୁ ଆରମ୍ଭ ହୋଇଥିଲା। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ କାନାଡା ଏବଂ ଆୟୋଜକ ଆମେରିକା ମଧ୍ୟରେ ଖେଳାଯାଇଥିଲା। ଡାଲାସର ଗ୍ରାଣ୍ଡ...

ଟି-୨୦ ବିଶ୍ୱକପ୍‌ରେ ଇତିହାସ ରଚିଲେ ଆମେରିକୀୟ ବ୍ୟାଟ୍ସମ୍ୟାନ୍‌

ନ୍ୟୁୟର୍କ,୨।୬: ଆମେରିକୀୟ ବ୍ୟାଟ୍ସମ୍ୟାନ ଆରୋନ ଜୋନ୍ସ ଟି-୨୦ ବିଶ୍ୱକପ ୨୦୨୪ର ପ୍ରଥମ ମ୍ୟାଚରେ ନିଜର ବିସ୍ଫୋରକ ବ୍ୟାଟିଂ ସହିତ ସମସ୍ତଙ୍କ ହୃଦୟ ଜିଣିଥିଲେ। କାନାଡା ବିପକ୍ଷରେ...

ଟି ୨୦ ବିଶ୍ବକପ: ଉଦଘାଟନୀ ମ୍ୟାଚରେ ଆମେରିକାର ଐତିହାସିକ ବିଜୟୀ

ଟେକ୍ସସ,୨।୬: ଟି ୨୦ ବିଶ୍ବକପ ୨୦୨୪ଉଦଘାଟନୀ ମୁକାବିଲାରେ ଐତିହାସିକ ବିଜୟ ହାସଲ କରିଛି ସହ-ଆୟୋଜକ ଯୁକ୍ତରାଷ୍ଟ୍ର ଆମେରିକା। ପ୍ରଥମ ମ୍ୟାଚରେ ଆମେରିକା କାନାଡାକୁ ୭ ୱିକେଟରେ...

ଆଜିଠୁୁ ଟି୨୦ ବିଶ୍ୱକପ୍‌

ଜର୍ଜଟାଉନ୍‌,୨ା୬(ପି.ଟି)ଆମେରିକା ଓ ଓ୍ବେଷ୍ଟଇଣ୍ଡିଜର ମିଳିତ ଆୟୋଜନରେ ଟି୨୦ କ୍ରିକେଟ ବିଶ୍ୱକପ୍‌ ଟୁର୍ନାମେଣ୍ଟ ରବିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଚଳିତ ବର୍ଷ ୨୦ ଦଳ ଏହି ଟୁର୍ନାମେଣ୍ଟରେ...

କ୍ରିକେଟରୁ ଅବସର ନେଲେ ଦୀନେଶ କାର୍ତ୍ତିକ

ଚେନ୍ନାଇ,୧।୬: ଟିମ୍ ଇଣ୍ଡିଆର ଭେଟେରାନ୍ ୱିକେଟ୍ କିପର ବ୍ୟାଟର ଦୀନେଶ କାର୍ତ୍ତିକ ଅନ୍ତର୍ଜାତୀୟ କ୍ରିକେଟ୍ ରୁ ଅବସର ଘୋଷଣା କରିଛନ୍ତି। ଶନିବାର କାର୍ତ୍ତିକ ସୋସିଆଲ ମିଡିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri