ଭୁବନେଶ୍ୱର,୧୯।୯: ବିଗତ କିଛି ସପ୍ତାହ ହେଲା ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟ ଦିବସ (ଷ୍ଟକ୍ବଜାର) ର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ସୋମବାର ଷ୍ଟକ ମାର୍କେଟର କାରବାର ଶେଷ ସୁଦ୍ଧା ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ର ସେନ୍ସେକ୍ସ ୨୪୨ (୨୪୧.୭୯) ପଏଣ୍ଟ ହ୍ରାସ ଗଟି ୬୭, ୫୯୭ (୬୭,୫୯୬.୮୪) ଅଙ୍କରେ କାରବାର ବନ୍ଦ କରିଥିଲା। ସେହିଭଳି ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ)ର ନିଫ୍ଟି-୫୦ରେ ମଧ୍ୟ ୫୯ (୫୯.୦୫) ପଏଣ୍ଟ କମି ୨୦,୧୩୩ (୨୦,୧୩୩.୩୦) ଅଙ୍କରେ କାରବାର ବନ୍ଦ ହୋଇଥିଲା। ଉଲ୍ଲେଖଯୋଗ୍ୟ, ଗତ ସପ୍ତାହରେ କ୍ରମାଗତ ୩ୟ ଦିନ ଲାଗି ଶେୟାର ବଜାର କାରବାରରେ ବୃଦ୍ଧି ଘଟିଥିବାବେଳେ ନିବେଶକମାନେ ଉତ୍ସାହର ସହ କାରବାର କରିଥିଲେ।
ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ
ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ...
ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି
ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...
ମୋଦିଙ୍କୁ ପ୍ରଶଂସା କରି ଫସିଲେ ଦିଗବିଜୟ: କଂଗ୍ରେସରେ ହଲଚଲ
ନୂଆଦିଲ୍ଲୀ,୨୯।୧୨: କଂଗ୍ରେସ କାର୍ଯ୍ୟକାରିଣୀ ବୈଠକ ପୂର୍ବରୁ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ ଭାଜପା ଏବଂ ଆରଏସଏସର ସାଂଗଠନିକ ଶକ୍ତିକୁ ପ୍ରଶଂସା କରି ଦଳ ପାଇଁ...
ଅତୀତର ସ୍ମୃତିକୁ ମନେ ପକାଇଲେ ପୁରାତନ ଛାତ୍ରୀଛାତ୍ର
ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟ ଏବଂ ରାଧାଦାମୋଦର ବାଳିକା ଉଚ୍ଚ ବିଦ୍ୟାଳୟ ୧୯୯୧ ମାଟ୍ରିକ...
ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ
ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍ଙ୍କୁ...
ନର୍ସିଂହୋମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୬ ଜଣ ବୃଦ୍ଧାବୃଦ୍ଧ
ନୂଆଦିଲ୍ଲୀ,୨୯।୧୨: ଇଣ୍ଡୋନେସିଆର ଏକ ନର୍ସିଂହୋମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଖବରପାଇ...
ବିମାନବନ୍ଦରରେ ୨ଯୁବକଙ୍କୁ ବାଂଲାଦେଶୀ କହି ମାଡ଼ିବସିଲେ, ପରେ…
ଭୁବନେଶ୍ୱର,୨୯।୧୨: ବାଂଲାଦେଶୀ ଭାଭିଲେ ଆଉ ମାଡ଼ିବସିଲେ। ଆମ ହିନ୍ଦୁ ମାନଙ୍କୁ ବାଂଲାଦେଶରେ ଅମାନୁଷିକ ଭାବେ ହତ୍ୟା କରୁଛ କହି ଦୁଇ ଯୁବକଙ୍କୁ ବାଂଲାଦେଶୀ ସନ୍ଦେହରେ ଭୁବନେଶ୍ୱର...
ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ
ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...
Archives


