ଗ୍ଲୋବାଲ୍‌ ଷ୍ଟେଜ୍‌ରେ ଗୀତା ପଢିଲେ ଆୟୁଷ୍ମାନ

ଅଭିନେତା ଆୟୁଷ୍ମାନ ଖୁରାନା ତାଙ୍କର ନିକଟରେ ମୁକ୍ତିଲାଭ କରିଥିବା ଚଳଚ୍ଚିତ୍ର ‘ଡ୍ରିମ ଗାର୍ଲ ୨’ର ସଫଳତାକୁ ଉପଭୋଗ କରୁଛନ୍ତି। ନିକଟରେ ଫିଲ୍ମ ୧୦୦ କୋଟି ଟଙ୍କାର କ୍ଲବରେ ପ୍ରବେଶ କରିବା ପରେ ସେ ପ୍ରଶଂସକଙ୍କ ସହ ପାର୍ଟି କରୁଥିବା ମଧ୍ୟ ଦେଖିବାକୁ ମିଳିଥିଲା। ଚଳଚ୍ଚିତ୍ରର ସଫଳତା ମଧ୍ୟରେ ଆୟୁଷ୍ମାନ ଖୁରାନା ଆଉ ଏକ ବଡ଼ ସଫଳତା ପାଇଛନ୍ତ। ଆୟୁଷ୍ମାନ ଖୁରାନାଙ୍କୁ ଚଳିତ ବର୍ଷ ଟାଇମ ୧୦୦ ଇମ୍ପାକ୍ଟ ଆୱାର୍ଡରେ ସମ୍ମାନିତ କରାଯାଇଛି। ଆୱାର୍ଡ ଆୟୁଷ୍ମାନ ଭଗବତ୍‌ ଗୀତା ପାଠ କରି ଏହି ମୁହୂର୍ତ୍ତକୁ ଆହୁରି ସ୍ବତନ୍ତ୍ର କରିଥିଲେ।
ଅଭିନୟ ସହିତ ଲୋକଙ୍କ ହୃଦୟରେ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଥିବା ଆୟୁଷ୍ମାନ ଖୁରାନା ଧୀରେ ଧୀରେ ତାଙ୍କ ସଫଳତାର ତାଲିକା ବଢ଼ାଇଛନ୍ତି। କ୍ରମାଗତ ଫ୍ଲପ ଚଳଚ୍ଚିତ୍ର ପରେ ସେ ନିକଟରେ ‘ଡ୍ରିମ ଗାର୍ଲ ୨’ ପରି ଏକ ହିଟ ଫିଲ୍ମ ଦେଇଛନ୍ତି। ସେ ଏକମାତ୍ର ଭାରତୀୟ ଯିଏକି ଚଳିତ ବର୍ଷ ଟାଇମ ୧୦୦ ଇମ୍ପାକ୍ଟ ଆୱାର୍ଡ ଜିତିଛନ୍ତି, ଯାହା ତାଙ୍କ ପାଇଁ ଗର୍ବର ବିଷୟ।
ସିଙ୍ଗାପୁରରେ ପୁରସ୍କାର ଗ୍ରହଣ କରୁଥିବାବେଳେ ଆୟୁଷ୍ମାନ ଭଗବଦ ଗୀତାର ଗୋଟିଏ ଶ୍ଲୋକ ପାଠ କରିଥିଲେ। ତାଙ୍କ ଅଭିଭାଷଣରେ ଅଭିନେତା କହିଥିଲେ, ‘ଆମେ ଆରମ୍ଭ କରିବା ପୂର୍ବରୁ, ମୁଁ ଆମର ଭାରତୀୟ ହିନ୍ଦୁ ଶାସ୍ତ୍ର ଭଗବଦ ଗୀତାର ଏକ ଶ୍ଲୋକ ପାଠ କରିବାକୁ ଚାହୁଁଛି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri