Posted inଜାତୀୟ

୨୦୨୪ ନିର୍ବାଚନ ଲଢ଼ିବେ ପ୍ରଶାନ୍ତ

ମୁଜାଫରପୁର,୨୦।୯: ବିଗତ ଏକ ବର୍ଷ ଧରି ବିହାରର ବିଭିନ୍ନ ଜିଲାରେ ଜନ ସୁରାଜ ପଦଯାତ୍ରା କରୁଥିବା ନିର୍ବାଚନ ରଣନୀତିକାର ପ୍ରଶାନ୍ତ କିଶୋର(ପିକେ) ଏବେ ମୁଜାଫରପୁର ଜିଲାର ବିଭିନ୍ନ ଅଞ୍ଚଳରେ ପଦଯାତ୍ରା ଚଳାଇଛନ୍ତି । ତେବେ ୨୦୨୪ ଲୋକସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ବିଷୟରେ ମଙ୍ଗଳବାର ସେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯଦି ନେତା ଏବଂ ଦଳମାନଙ୍କୁ ପରାମର୍ଶ ଦେଇ ପ୍ରଶାନ୍ତ କିଶୋର ଜିତିପାରିବେ, ତେବେ ମୋ ଉପରେ ବିଶ୍ୱାସ ରଖନ୍ତୁ ମୁଁ ବିହାରର ଲୋକମାନଙ୍କୁ ମଧ୍ୟ ଜିତାଇ ପାରିବି। ଏହି ସମଗ୍ର ଅଭିଯାନରେ ମୁଁ କହିଛି ଆମେ ଜନସାଧାରଣଙ୍କ ମଧ୍ୟରେ ଏପରି ଲୋକଙ୍କୁ ଖୋଜି ସେମାନଙ୍କୁ ନିର୍ବାଚନରେ ଛିଡ଼ା କରାଇ ବିଜୟୀ କରାଇବୁ। ଜଣେ ସଚ୍ଚୋଟ ବ୍ୟକ୍ତି ବିଜୟୀ ହେଲେ ରାଜ୍ୟ ତଥା ଦେଶର ସ୍ଥିତି ସୁଧୁରିବ। ଆସନ୍ତା ବର୍ଷ ହେବାକୁ ଥିବା ଲୋକସଭା ନିର୍ବାଚନ ସମ୍ପୂର୍ଣ୍ଣ ଜନସାଧାରଣଙ୍କ ଉପରେ ନିର୍ଭର କରିବ। ଯଦି ଲୋକେ ନିଷ୍ପତ୍ତି ନିଅନ୍ତି ସେମାନେ ୨୦୨୪ ଲୋକସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ, ତେବେ ସେମାନଙ୍କୁ ଆମେ ନିଶ୍ଚିତ ସାହାଯ୍ୟ କରିବୁ ବୋଲି ପିକେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର

କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ଶୁକ୍ରବାର ଜଣେ ଯୁବକଙ୍କର ମୃତଦେହ...

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...

ସୁଟିଂ ସେଟରେ ଆହତ ହେଲେ ଇମ୍ରାନ, ହସ୍ପିଟାଲରୁ ଭାଇରାଲ ହେଉଛି ଫଟୋ

ମୁମ୍ବାଇ,୨୧ା।୧୨:  ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ଇମ୍ରାନ ହାସମୀ । ଆବାରାପନ 2 ଫିଲ୍ମର ଏକ ହାଇ-ଅକ୍ଟେନ୍ ଆକ୍ସନ୍ ସିକ୍ୱେନ୍ସ ସୁଟିଂ ସମୟରେ ତାଙ୍କ ପେଟରେ ଗମ୍ଭୀର...

ମହେନ୍ଦ୍ରଗିରିରେ ୨ ପର୍ଯ୍ୟଟକ ଭରା ଗାଡ଼ି ଦୁର୍ଘଟଣା: ଘାଟିରୁ ଖସି…

ଗଜପତି,୨୧ା୧୨(ଗିରିଧାରୀ ପରିଚ୍ଛା): ଢେଙ୍କାନାଳ ଓ କଟକ ଅଞ୍ଚଳରୁ ଭରା ପର୍ଯ୍ୟଟକ ଥିବା ଦୁଇ ଗାଡ଼ି ଆସି ପବିତ୍ର ମହେନ୍ଦ୍ରଗିରି ଭ୍ରମଣ କରିଥିଲେ। ତେବେ ମହେନ୍ଦ୍ର ଦର୍ଶନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri