Posted inଜାତୀୟ

ନୂଆ ଭବନକୁ ପ୍ରବେଶ କରିବା ସମୟରେ ମିଳିଥିବା ସମ୍ବିଧାନର କପିରୁ ସମାଜବାଦୀ-ଧର୍ମନିରପେକ୍ଷ ଶବ୍ଦ ଗାଏବ, କଂଗ୍ରେସର ଅଭିଯୋଗ

ନୂଆଦିଲ୍ଲୀ,୨୦।୯: ବୁଧବାର ସଂସଦର ସ୍ବତନ୍ତ୍ର ଅଧିବେଶନର ତୃତୀୟ ଦିନରେ ମହିଳା ସଂରକ୍ଷଣ ବିଲ୍‌ ଅର୍ଥାତ୍‌ ନାରୀଶକ୍ତି ବନ୍ଦନ ଅଧିନିୟମ ଉପରେ ଆଲୋଚନା ହେବ। ଏହି ସମୟରେ ଉତ୍ତେଜନା ଦେଖାଦେଇପାରେ ବୋଲି ଆଶା କରାଯାଉଛି। ଅନ୍ୟପଟେ ଲୋକ ସଭାରେ ବିରୋଧୀ ଦଳର ନେତା ଅଧୀର ରଞ୍ଜନ ଚୌଧୁରୀ ନୂତନ ସଂସଦରେ ମିଳିଥିବା ସମ୍ବିଧାନର କପି ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି , ଏହି ସମ୍ବିଧାନରେ ସମାଜବାଦୀ-ଧର୍ମନିରପେକ୍ଷ ଶବ୍ଦ ନାହିଁ।

ଅଧୀର ରଞ୍ଜନ କହିଛନ୍ତି, ସେପ୍ଟେମ୍ବର ୧୯ରେ ଆମକୁ ଦିଆଯାଇଥିବା ସମ୍ବିଧାନର ନୂତନ କପି ଦିଆଯାଇଥିଲା, ଯାହାକୁ ହାତରେ ଧରି ଆମେ ନୂତନ ସଂସଦ ଗୃହରେ ପ୍ରବେଶ କରିଛୁ, ଏହାର ପ୍ରାରମ୍ଭରେ ‘ସମାଜବାଦୀ ଧର୍ମନିରପେକ୍ଷ’ ଶବ୍ଦ ନାହିଁ। ସେ କହିଛନ୍ତି, ୧୯୭୬ରେ ସଂଶୋଧନ ପରେ ଏହି ଶବ୍ଦଗୁଡ଼ିକ ଯୋଡା ଯାଇଥିଲା, କିନ୍ତୁ ଯଦି ଆଜି କେହି ଆମକୁ ସମ୍ବିଧାନ ଦିଅନ୍ତି ଏବଂ ଏହି ଶବ୍ଦଗୁଡ଼ିକ ସେଠାରେ ନାହିଁ, ତେବେ ଏହା ଅତ୍ୟନ୍ତ ଚିନ୍ତାର ବିଷୟ। ସମାଜବାଦୀ-ଧର୍ମନିରପେକ୍ଷ ଶବ୍ଦ ଚତୁରତାର ସହ ଆମକୁ ଦିଆଯାଇଥିବା ସମ୍ବିଧାନରୁ ହଟାଇ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

ଗୋପାଳଙ୍କ ଉପରେ ଭରସା କଲେ ନବୀନ ଦେଲେ ଗୁରୁଦାୟିତ୍ୱ: ବିଜେଡିର ନିଶ୍ଚୟ ବିଜୟ କହିଲେ…

କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ ନାମ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ  ଘୋଷଣା...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

କ୍ରିକେଟ୍‌ ଟୁର୍ନାମେଣ୍ଟ: ମନମୁଣ୍ଡା ଚାମ୍ପିୟନ

ବାଲିଗୁଡ଼ା,୩୦ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): ବାଲିଗୁଡ଼ା ବ୍ଲକ୍‌ ଲଣ୍ଡାଗାଁରେ ୫ ଦିନ ଧରି ଚାଲିଥିବା ୧୩ ତମ ବିରାଟେଶ୍ୱର କ୍ରିକେଟ୍‌ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି। କର୍ଣ୍ଣିବେଡ଼ା ଓ...

୧୪ ଫାର୍ମାସିଷ୍ଟଙ୍କ ଲେଭେଲ-୨କୁ ପଦୋନ୍ନତି

ନୂଆପଡ଼ା,୩୦ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲାର ବିଭିନ୍ନ ସ୍ବାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ୩୬ ଜଣ ଫାର୍ମାସଷ୍ଟଙ୍କ ମଧ୍ୟରୁ ୧୪ ଜଣ ପଦୋନ୍ନତି ପାଇଛନ୍ତି। ସୂଚନା ମୁତାବକ...

ବାଇକ୍‌ ଚାଳକ ସାବଧାନ, ଏବେ ହେଲମେଟ୍‌ ପିନ୍ଧିଲେ ବି କଟିବ ୨ହଜାର ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୩୦।୧୨: ହେଲମେଟ ପିନ୍ଧିଲେ ମଧ୍ୟ କଟିପାରେ ୨୦୦୦ ଟଙ୍କା ଚାଲାଣ। (ମୋଟରସାଇକିଲ ଓ ସ୍କୁଟର) ଚାଳକମାନଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ହେଲମେଟ ନ ପିନ୍ଧିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri