Posted inଜାତୀୟ

ବିଶ୍ୱରେ ଭାରତର ସଫଳତା ଦେଖିବାକୁ ମିଳିଛି: ମନ କି ବାତରେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୨୪।୯ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ମନ କି ବାତ କାର୍ଯ୍ୟକ୍ରମର ୧୦୫ ତମ ସଂସ୍କରଣରେ ଜି -୨୦ଏବଂ ଚନ୍ଦ୍ରୟାନ -୩ ବିଷୟରେ ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି ବିଶ୍ୱରେ ଭାରତର ସଫଳତା ଦେଖିବାକୁ ମିଳିଛି।

ପ୍ରଧାନମନ୍ତ୍ରୀ କହିଛନ୍ତି ଯେତେବେଳେ ଚନ୍ଦ୍ରୟାନ -୩ ର ଲ୍ୟାଣ୍ଡର ଚନ୍ଦ୍ରରେ ଅବତରଣ କରିବାକୁ ଯାଉଥିଲେ, ବିଭିନ୍ନ ମାଧ୍ୟମରେ ପ୍ରତି ମୁହୂର୍ତ୍ତରେ କୋଟି କୋଟି ଲୋକ ଏହି ଘଟଣାର ସାକ୍ଷୀ ରହିଥିଲେ। ଇସ୍ରୋର ୟୁଟ୍ୟୁବ ଲାଇଭ ଚ୍ୟାନେଲରେ ଏହାକୁ ୮୦ ଲକ୍ଷରୁ ଅଧିକ ଲୋକ ଦେଖିଥିଲେ, ଯାହା ଏକ ରେକର୍ଡ। ଏହା ଦର୍ଶାଇଛି ଚନ୍ଦ୍ରୟାନ-୩ ସହିତ କୋଟି କୋଟି ଭାରତୀୟ ଯୋଡ଼ି ହେବା କେତେ ଗୁରୁତ୍ୱପୂର୍ଣ୍ଣ।

ଚନ୍ଦ୍ରଯାନ ସଫଳତା ଉପରେ ଚାଲିଥିବା କୁଇଜ ପ୍ରତିଯୋଗିତା ଚନ୍ଦ୍ରୟାନ -୩ ମହାକୁଇଜ ବିଷୟରେ ମଧ୍ୟ ଉଲ୍ଲେଖ କରିଛନ୍ତି। ପୋର୍ଟାଲର କୁଇଜ ପ୍ରତିଯୋଗିତାରେ ଭାଗ ନେବାକୁ ପ୍ରଧାନମନ୍ତ୍ରୀ ମଧ୍ୟ ଲୋକଙ୍କୁ ନିବେଦନ କରିଛନ୍ତି।

ସେହିପରି ଜି -୧୦ ର ଗ୍ରାଣ୍ଡ ଇଭେଣ୍ଟ ପ୍ରତ୍ୟେକ ଭାରତୀୟଙ୍କ ଖୁସିକୁ ଦ୍ୱିଗୁଣିତ କରିଛି। ଭରତ ମଣ୍ଡପମ ନିଜେ ସେଲିବ୍ରିଟି ପରି ହୋଇଯାଇଛି। ଲୋକମାନେ ଏହା ସହ ସେଲଫି ନେଇଛନ୍ତି ଏବଂ ଗର୍ବର ସହିତ ପୋଷ୍ଟ କରିଛନ୍ତି।
ଆଫ୍ରିକୀୟ ୟୁନିଅନକୁ ଜି -୨୦ର ସମ୍ପୂର୍ଣ୍ଣ ସଦସ୍ୟ କରି ଭାରତ ଜି -୨୦ସମ୍ମିଳନୀରେ ନିଜର ନେତୃତ୍ୱକୁ ପ୍ରମାଣିତ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

କେମିତି, କାହିଁକି ହୋଇଥିଲା ମାତା ଗାନ୍ଧାରୀଙ୍କର ଶହେ ପୁତ୍ର, ଜାଣନ୍ତୁ କୌରବଙ୍କ ରହସ୍ୟମୟ କାହାଣୀ…

ଦ୍ୱାପର ଯୁଗରେ, ପାଣ୍ଡବ ଏବଂ କୌରବମାନଙ୍କ ମଧ୍ୟରେ ଏକ ଯୁଦ୍ଧ ହୋଇଥିଲା। ଏହି ଧର୍ମୀୟ ଯୁଦ୍ଧରେ ପାଣ୍ଡବମାନେ ବିଜୟୀ ହୋଇଥିଲେ। ମହାଭାରତରେ ମଧ୍ୟ ଅନେକ କାହାଣୀ...

ଅଜବ ସହର,ଯେଉଁଠି ଚପଲ ପିନ୍ଧି ଗାଡ଼ି ଚଲାଇବା ମନା

ନୂଆଦିଲ୍ଲୀ,୨୭।୧୨: ବିଦେଶ ଭ୍ରମଣର ସ୍ବପ୍ନ ଦେଖିବା ସମୟରେ ଲୋକମାନେ ପ୍ରାୟତଃ ସୁନ୍ଦର ବେଳାଭୂମି, ଐତିହାସିକ ରାସ୍ତା ଏବଂ ଖୋଲା ସ୍ବାଧୀନତା କଥା ଭାବନ୍ତି। କିନ୍ତୁ ଯଦି...

ମହିଳାଙ୍କୁ ICMRର ଚେତାବନୀ, ସ୍ତନ କର୍କଟ ପାଇଁ କେବଳ…

ନୂଆଦିଲ୍ଲୀ,୨୭।୧୨: ଭାରତରେ ସ୍ତନ କର୍କଟ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଛି। ICMR ର ଏକ ଅଧ୍ୟୟନ ଅନୁଯାୟୀ, ନିରାମିଷ ଖାଦ୍ୟ, ଖରାପ ନିଦ୍ରା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ବାଇକ୍‌ରେ ଦାରିଙ୍ଗବାଡ଼ି ଫେରିବାବେଳେ ଦୁର୍ଘଟଣା: ୨ ଯୁବକ ଗୁରୁତର

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଡବେରୀ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ବାଇକ୍‌ ଦୁର୍ଘଟଣା ଘଟି ୨ ଯୁବକ ଗୁରୁତର ହୋଇଥିବାବେଳେ ଜଣେ...

Ashes 2025-26: ୧୪ ବର୍ଷ ପ୍ରତୀକ୍ଷାର ଅନ୍ତ ଘଟାଇଲା ଇଂଲଣ୍ଡ, ଅଷ୍ଟ୍ରେଲିଆକୁ କଲା ପରାସ୍ତ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ଏବଂ ଇଂଲଣ୍ଡ ମଧ୍ୟରେ ୨୦୨୫-୨୬ ଆଶେସ୍ ସିରିଜର ଚତୁର୍ଥ ମ୍ୟାଚ୍ ମେଲବୋର୍ଣ୍ଣ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିଲା। ଏହି ମ୍ୟାଚ୍ ବୋଲରଙ୍କ ପ୍ରିୟ ଥିଲା,...

ବାଂଲାଦେଶରେ ଏଣ୍ଟ୍ରି କଲେ ମିଷ୍ଟ୍ରି ଗର୍ଲ, ହୋଇପାରନ୍ତି ଭବିଷ୍ୟତର ଶେଖ ହାସିନା-ଖାଲିଦା ଜିଆ

ଢାକା,୨୭।୧୨: ବାଂଲାଦେଶ ବର୍ତ୍ତମାନ ହିଂସାରେ ବୁଡ଼ି ରହିଛି। ହିନ୍ଦୁମାନଙ୍କ ଉପରେ ନିର୍ଯାତନା ବୃଦ୍ଧି ପାଇଛି। ମହମ୍ମଦ ୟୁନୁସଙ୍କ ଶାସନରେ, ମୌଳବାଦୀମାନେ ପ୍ରଭାବ ବିସ୍ତାର କରୁଛନ୍ତି। କେବଳ...

ବିହାର ନିର୍ବାଚନ ହାରିବା ପରେ CWCର ପ୍ରଥମ ବୈଠକ, ଦିଲ୍ଲୀରେ ମନ୍ଥନ

ନୂଆଦିଲ୍ଲୀ,୨୭।୧୨: ଶନିବାର (ଡିସେମ୍ବର ୨୭) ଦିଲ୍ଲୀରେ କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) ବୈଠକ କରୁଛି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ, କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri