ଗୁଣକାରୀ ହଳଦୀ

ଖାଦ୍ୟର ରଙ୍ଗ ଓ ସ୍ବାଦ ବଢାଇବାରେ ହଳଦୀର ଭୂମିକା ଯଥେଷ୍ଟ ରହିଥାଏ। ତ୍ୱଚା ଜନିତ ଅନେକ ସମସ୍ୟାରୁ ବି ଏହା ମୁକ୍ତି ଦେଇଥାଏ। କେବଳ ସେତିକି ନୁହେଁ ବାସ୍ତୁଶାସ୍ତ୍ର ଅନୁଯାୟୀ ହଳଦୀର ଆହୁରି ଅନେକ ଉପକାରିତା ମଧ୍ୟ ରହିଛି। ଯେମିତିକି: ଘରର ବାହାର କାନ୍ଥରେ ହଳଦୀରେ ରେଖା ଟାଣିଲେ ଘର ମଧ୍ୟକୁ କୌଣସି ନକରାତ୍ମକ ଶକ୍ତି ପ୍ରବେଶ କରିପାରେ ନାହିଁ ବୋଲି ବାସ୍ତୁଶାସ୍ତ୍ରରେ କୁହାଯାଇଛି। କେବଳ ସେତିକି ନୁହେଁ, ପାଞ୍ଚଟି ହଳଦୀ ଖଣ୍ଡ ଓ ଗୋଟିଏ କଏନ୍‌କୁ ଏକାଠି କରି ହଳଦିଆ କପଡ଼ାରେ ବାନ୍ଧି ଘରର ପୂଜାସ୍ଥଳୀରେ ରଖିଲେ ଆର୍ଥତ୍କ ସମସ୍ୟା ଦୂର ହୋଇଥାଏ ବୋଲି ବିଶ୍ୱାସ ରହିଛି। ସେହିପରି ବୁଧବାର ଦିନ ମଥାରେ ହଳଦୀର ତିଳକ ଲଗାଇବା ମଧ୍ୟ ଶୁଭ ହୋଇଥାଏ। ଏହା ମନ ଓ ମସ୍ତିଷ୍କକୁ ଶାନ୍ତ ରଖିବାରେ ସାହାଯ୍ୟ କରିଥାଏ। ଅନ୍ୟପକ୍ଷେ ଘରେ ହଳଦୀର ଗଛ ଲଗାଇବା ମଧ୍ୟ ଅତ୍ୟନ୍ତ ଶୁଭ ହୋଇଥାଏ। ଏହାଦ୍ୱାରା ସୁଖଶାନ୍ତି ବୃଦ୍ଧି ହେବା ସହିତ ଆର୍ଥତ୍କ ସ୍ଥିତି ସୁଦୃଢ ହୁଏ ବୋଲି ବିଶ୍ୱାସ ରହିଛି। ତା’ଛଡ଼ା ଗୁରୁବାର ଦିନ କଦଳୀ ଗଛ ମୂଳରେ ହଳଦୀ ପାଣି ଛିଞ୍ଚତ୍ଲେ କୁଆଡ଼େ ବିଗିଡ଼ି ଯାଇଥିବା କାମ ପୁଣି ସୁଧୁରି ଯାଇଥାଏ ବୋଲି ଲୋକବିଶ୍ୱାସ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri