Posted inଖେଳ

ଜଗତ ଜ୍ୟୋତି ଚାମ୍ପିୟନ

ଭୁବନେଶ୍ୱର, ୨୫।୯ (ତପନ ସ୍ବାଇଁ): ଖୋର୍ଦ୍ଧାର ବରୁଣେଇସ୍ଥିତ କେଟି ଗ୍ଲୋବାଲ ସ୍କୁଲ ପରିସରରେ ଅନୁଷ୍ଠିତ ସର୍ବଭାରତୀୟ ୧୪ ବର୍ଷରୁ କମ୍‌ ଟ୍ୟାଲେଣ୍ଟ ସିରିଜ ଟେନିସ ଟୁର୍ନାମେଣ୍ଟରେ ଓଡ଼ିଶାର ଜଗତ ଜ୍ୟୋତି ପତି ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ ଜଗତ ଜ୍ୟୋତି ନିଜ ରାଜ୍ୟର ସୁତଭ୍ୟା କର୍ମକାରଙ୍କୁ ୪-୬, ୬-୨, ୬-୨ ସେଟ୍‌ରେ ପରାସ୍ତ କରିଛନ୍ତି। ଏଆଇଟିଏ ଇଭେଣ୍ଟରେ ଜଗତ ଜ୍ୟୋତିଙ୍କର ଏହା ଦ୍ୱିତୀୟ ସିଙ୍ଗଲ୍ସ ଟାଇଟଲ।

 


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ବସିଲା ବଡ଼ ବୈଠକ: ଆସିପାରେ…

ଭୁବନେଶ୍ୱର,୨୯।୧୨: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ସାଙ୍ଗଠନିକ ସ୍ଥିତିକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ଏହି ବୈଠକ ବସିଛି।...

ହାତୀ, ବାର୍‌ହାଙ୍କ ଉତ୍ପାତ: ଉଜାଡିଲେଣି ୬୪ ଏକର

ବେଗୁନିଆ,୨୯।୧୨(ହରପ୍ରସନ୍ନ ପଣ୍ଡା): ଚଳିତ ଖରିଫ ଋତୁରେ ଏବେ କ୍ଷେତରୁ ଧାନ ଫସଲ ଅମଳ ଜାରି ରହିଛି। ଏଥିସହ ଜମିରେ ରବି ଫସଲ ବୁଣାଯାଇଛି। ଅପରପକ୍ଷେ ପନିପରିବା,...

ମାନସିକ ଭାରସାମ୍ୟ ହରାଇ କୀଟନାଶକ ପିଇଦେଲେ ଯୁବକ, ଚାଲିଗଲା ଜୀବନ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ମାନସିକ ଭାରସାମ୍ୟ ହରାଇ ଘରେ ଥିବା କୀଟନାଶକ ପିଇଦେଲେ ଯୁବକ । ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନୂଆମୌଳାଭଞ୍ଜା ଗ୍ରାମରୁ ସାମ୍ନାକୁ...

ବିଜେଡି କର୍ମକର୍ତ୍ତାଙ୍କ ନାଁ ଘୋଷଣାକୁ ନେଇ ବିବାଦ, ଦେବାଶିଷ ଓ ଦେବୀଙ୍କ ସହ ଥିବା ନେତାଙ୍କୁ ତାଲିକାରୁ ବାଦ୍

କଟକ: ବିଜୁ ଜନତା ଦଳର କର୍ମକର୍ତ୍ତାଙ୍କ ମଧ୍ୟରେ ମତଭେଦ ଦେଖାଯାଉଥିବା ବେଳେ ବିଜେଡି କର୍ମକର୍ତ୍ତାଙ୍କ ନାଁ ଘୋଷଣାକୁ ନେଇ ବିବାଦ ଦେଖାଯାଇଛି । BYJD(ବିଜୁ ଯୁବା...

ଉନ୍ନାଓ ଗଣବଳାତ୍କାର ମାମଲା: ଦିଲ୍ଲୀ ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ରୋକ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୯।୧୨: ଦିଲ୍ଲୀ ହାଇକୋର୍ଟ ସମ୍ପ୍ରତି ଉନ୍ନାଓ ବଳାତ୍କାର ମାମଲାରେ ଅଭିଯୁକ୍ତ ପୂର୍ବତନ ବିଧାୟକ କୁଲଦୀପ ସିଂହ ସେଙ୍ଗାରଙ୍କ ଦଣ୍ଡାଦେଶକୁ ସ୍ଥଗିତ ରଖିଛନ୍ତି ସୁପ୍ରିମକୋର୍ଟ। ହାଇକୋର୍ଟ ସେଙ୍ଗାରଙ୍କ...

Children born on Ekadashi: ଏକାଦଶୀରେ ଜନ୍ମ ହୋଇଥିବା ପିଲାମାନେ ବହୁତ ସ୍ୱତନ୍ତ୍ର, ଏହି ଗୁଣ…

ଧାର୍ମିକ ଦୃଷ୍ଟିକୋଣରୁ ୨୦୨୫ ବର୍ଷର ଶେଷ ଅତ୍ୟନ୍ତ ଶୁଭ ହେବାକୁ ଯାଉଛି । ଡିସେମ୍ବର ୩୦ ତାରିଖରେ ବର୍ଷର ଶେଷ ପୁତ୍ରଦା ଏକାଦଶୀ ପାଳନ କରାଯିବ।...

ପିସିଆର ଭ୍ୟାନରେ ନାହିଁ ପ୍ରଦୂଷଣ ସାର୍ଟିଫିକେଟ୍‌, ମନଇଚ୍ଛା କରୁଛି ଯାତାୟାତ, ଲୋକେ କହିଲେ ଆମର ଚାଲାଣ କଟିଲେ…

ଭୁବନେଶ୍ୱର,୨୯।୧୨(ତ୍ରିନାଥ ମହାନ୍ତି): ଆଇନ ସମସ୍ତଙ୍କ ପାଇଁ ସମାନ। ସେ ଅଧିକାରୀ ହୁଅନ୍ତୁ ବା ସାଧାରଣ ଲୋକ। ଏବେ ରାଜ୍ୟରେ ପ୍ରଦୂଷଣ ନିୟନ୍ତ୍ରଣ(ପିୟୁସି) ସାର୍ଟିଫିକେଟ ସବୁ ଗାଡ଼ି...

ଧନୁଯାତ୍ରା ଦେଖିବେ ମୁଖ୍ୟମନ୍ତ୍ରୀ: ରାଜ ଦରବାରରେ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବରେ ମଥୁରାନଗରୀ ଉଠୁଛି ଓ ପଡୁଛି। କଂସ ମହାରାଜଙ୍କ ଅତ୍ୟାଚାରରେ ସମଗ୍ର ମଥୁରା ନଗରୀ ଥରହର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri