Posted inଜାତୀୟ

ଶାହାଙ୍କୁ ଭେଟିବା ପରେ ବସୁନ୍ଧରା କହିଲେ ଭଗବାନଙ୍କ ଘର ଦୂର ସତ କିନ୍ତୁ ଅନ୍ଧାର ନୁହେଁ

ଜୟପୁର,୩୦।୯: ରାଜସ୍ଥାନର ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ସିନ୍ଧିଆ ଶୁକ୍ରବାର ଦାବି କରିଛନ୍ତି ଯେ ଆଗାମୀ ବିଧାନସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି(ଭାଜପା) ପୁଣି ଥରେ ରାଜ୍ୟରେ ସରକାର ଗଠନ କରିବ। ଅଲୱର ଜିଲାର ବାରୱା ଡୁଙ୍ଗ୍ରି ଗାଁର ନାରାୟଣ ମାତା ମନ୍ଦିରରେ ସେନ ସମାଜଙ୍କ ଦ୍ୱାରା ଆୟୋଜିତ ପଦଯାତ୍ରା ସମାପନ ସମାରୋହରେ ରାଜେ ଏହା କହିଛନ୍ତି। ସୂଚନାଯୋଗ୍ୟ ଯେ ନିକଟରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିବା ପରେ ଏହା କହିଛନ୍ତି।

ଏଠାରେ ଜାରି ବୟାନ ଅନୁଯାୟୀ ରାଜେ କହିଛନ୍ତି ଯେ ରାଜ୍ୟରେ ଭାଜପା ସରକାର ପୁଣି ଆସିବ ଏବଂ ପୁନର୍ବାର ବିକାଶ ହେବ। ସ୍ଥଗିତ ବିକାଶ କାର୍ଯ୍ୟ ମଧ୍ୟ ଗତିଶୀଳ ହେବ। ଚଳିତ ବର୍ଷ ଶେଷରେ ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ରାଜେ କହିଛନ୍ତି ଯେ ସଙ୍କଟ ସମୟରେ ଭଗବାନ ଭକ୍ତମାନଙ୍କୁ ପ୍ରତ୍ୟେକ ସ୍ତରରେ ସାହାଯ୍ୟ କରନ୍ତି, ଯେପରି ଭଗବାନ ଶ୍ରୀକୃଷ୍ଣ ସେନ ମହାରାଜଙ୍କ ରୂପ ନେଇ ସେମାନଙ୍କୁ ସାହାଯ୍ୟ କରିଥିଲେ। ସେ କହିଥିଲେ ଯେ ଈଶ୍ବରଙ୍କ ପ୍ରତି ଭକ୍ତି କଦାପି ନଷ୍ଟ ହୁଏ ନାହିଁ; ଈଶ୍ବରଙ୍କ ଘର ବିଳମ୍ବ ହୋଇପାରେ କିନ୍ତୁ ଅନ୍ଧକାର ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

ସୃଷ୍ଟି ହେବ ଗଜକେଶରୀ ଯୋଗ, ଏହି ୨ ରାଶିର ବ୍ୟକ୍ତିଙ୍କର କ୍ୟାରିଅରରେ ହେବ ଉନ୍ନତି

ଗ୍ରହ ଏବଂ ନକ୍ଷତ୍ର ମଣ୍ଡଳର ଗତିକୁ ଆଧାର କରି ୨୦୨୬ ମସିହାର ପ୍ରଥମ କିଛି ଦିନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ । ଏହି...

ଜିଲା ବିଜେଡି ପାଇଁ ୫୧ କର୍ମକର୍ତ୍ତାଙ୍କ ନାଁ ଘୋଷଣା: ୧୪ ବରିଷ୍ଠ ନେତା ହେଲେ ଉପସଭାପତି

କେନ୍ଦୁଝର,୨୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜୁ ଜନତା ଦଳର ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷିତ ହୋଇଛି। ଜିଲା ସଭାପତି ଆଶିଷ ଚକ୍ରବର୍ତ୍ତୀଙ୍କ ଅନୁମୋଦନ କ୍ରମେ...

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri