T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ ପରାସ୍ତ କରି ସୁପର-୮ ପର୍ଯ୍ୟାୟରେ ନିଜର…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର ସ୍ଥିତ ବାସଭବନରେ ରାତି ୮ଟା ୫୦…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା ପୋଲିସ ରବିବାର ୱେବ୍‌ ଖବରଦାତା ରଞ୍ଜୁ…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି। ବଟେଶ୍ୱର ବାଲିଯାତ୍ରା ପରିଚାଳନା କମିଟି ସଭାପତି…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ। ଏହା ଦ୍ୱାରା ଦକ୍ଷିଣ ଓଡ଼ିଶାର ଏହି…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି। ସୋମବାର ଅପରାହ୍ନରେ ପାର୍ୱତୀ ତାଙ୍କ ଜମି…

ଅରୁଣାଚଳ ସୀମାରେ ଚାଇନାର ପରମାଣୁ ଷଡ଼ଯନ୍ତ୍ର; ଗୋପନରେ କରୁଛି ଏପରି

ନୂଆଦିଲ୍ଲୀ,୧୬।୨: ଭାରତର ଅରୁଣାଚଳ ପ୍ରଦେଶ ସୀମା ନିକଟରେ ଚାଇନାର ବଡ଼ ଷଡ଼ଯନ୍ତ୍ର। ଗୋପନରେ ପରମାଣୁ ଅସ୍ତ୍ରଶସ୍ତ୍ର ଭଣ୍ଡାର ବଢ଼ାଉଛି ବେଜିଂ। ସାଟେଲାଇଟ୍ ଚିତ୍ରରୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ। ଅରୁଣାଚଳ ସୀମାରୁ ମାତ୍ର ୮୦୦ କିଲୋମିଟର ଦୂର ସିଚୁଆନ୍ ପାର୍ବତ୍ୟ ଅଞ୍ଚଳରେ ଚାଲିଛି…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ ୮ଟା ୫୦ ମିନିଟ୍‌ରେ ରାସେଶ୍ୱରୀଙ୍କ ପରଲୋକ ଘଟିଥିବା ନେଇ ପରିବାର ଲୋକଙ୍କ ପକ୍ଷରୁ…

ପାଠ ଗଲା ଚୁଲିକୁ, କ୍ରିକେଟରୁ ମିଳୁଛି ଟଙ୍କା

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟ ଜଗତରେ ଏବେ ଟଙ୍କାର ବର୍ଷା ହେଉଛି। ବହୁତ କମ୍ ବୟସରୁ ଉଦୟମାନ କ୍ରିକେଟର ମାନଙ୍କୁ କୋଟି କୋଟି ଟଙ୍କାରେ IPL ଟିମ୍ ସବୁ କିଣୁଛନ୍ତି। ଏହାର ପ୍ରଭାବ କ୍ରିକେଟ ପାଇଁ ପାଗଳ ପ୍ରତ୍ୟେକ ଭାରତୀୟଙ୍କ ଉପରେ ପଡୁଛି।…

‘ବିବାହ ପୂର୍ବରୁ କାହାକୁ ବି ବିଶ୍ୱାସ କରନ୍ତୁ ନାହିଁ’: ଶାରୀରିକ ସମ୍ପର୍କକୁ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ଚେତାବନୀ

ନୂଆଦିଲ୍ଲୀ,୧୬।୨: ଭାରତରେ ବିବାହ ପୂର୍ବରୁ ଶାରୀରିକ ସମ୍ପର୍କ ରଖିବା ଏବଂ ପରେ ବିବାହ ପ୍ରତିଶ୍ରୁତି ଭାଙ୍ଗିବା ଅଭିଯୋଗ ସାଧାରଣ ହୋଇଗଲାଣି। ଏହି ପ୍ରସଙ୍ଗରେ ସୋମବାର ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ମୌଖିକ ଟିପ୍ପଣୀ ଦେଇଛନ୍ତି। ଏକ ବଳାତ୍କାର ମାମଲାର ଜାମିନ ଆବେଦନ ଶୁଣାଣି…

ଜାନୁଆରୀରେ ବଢ଼ିଲା ହୋଲସେଲ୍ ଦରଦାମ୍: ୧୦ ମାସର ସର୍ବୋଚ୍ଚ ସ୍ତରରେ…

ନୂଆଦିଲ୍ଲୀ,୧୬।୨: ଦେଶରେ ପୁଣି ଥରେ ମହଙ୍ଗା ମାଡ଼ର ଆଭାସ ମିଳିଛି। ଜାନୁଆରୀ ମାସରେ ଭାରତର ହୋଲସେଲ୍ ଦରଦାମ୍ (WPI) ୧୦ ମାସର ସର୍ବୋଚ୍ଚ ସ୍ତର ୧.୮୧% କୁ ବୃଦ୍ଧି ପାଇଛି। ଗତ ଡିସେମ୍ବର ମାସରେ ଏହା ୦.୮୩% ରହିଥିବା ବେଳେ ଜାନୁଆରୀରେ…

ପରବର୍ତ୍ତୀ ରାଜନୀତିକୁ ନେଇ ମୁହଁ ଖୋଲିଲେ ଅରବିନ୍ଦ ମହାପାତ୍ର, ବିଧାନସଭାରେ ଯଦି…

ଭୁବନେଶ୍ବର,୧୬।୨: ବିଜେଡିରୁ ନିଲମ୍ବନ ପରଠାରୁ ଚର୍ଚ୍ଚାରେ ରହିଛନ୍ତି ଅରବିନ୍ଦ ମହାପାତ୍ର । ନିଲମ୍ବନ ଓ ପରବର୍ତ୍ତୀ ରାଜନୀତିକୁ ନେଇ ଆଜି ସେ ମୁହଁ ଖୋଲିଛନ୍ତି । ନବୀନ ପଟ୍ଟନାୟକଙ୍କୁ ମୋର କିଛି ପଚାରିବାକୁ ଇଚ୍ଛା ନାହିଁ କି ଆଶା ନାହିଁ ବୋଲି…

ଜାତୀୟ ରାଜପଥରେ ବଢ଼ିପାରେ ଟୋଲ୍ ଟ୍ୟାକ୍ସ: ବଡ଼ ଯୋଜନା କରୁଛନ୍ତି କେନ୍ଦ୍ର ସରକାର

ନୂଆଦିଲ୍ଲୀ,୧୬।୨: ଭାରତରେ ଆଗକୁ ବଢିପାରେ ଟୋଲ୍ ଟ୍ୟାକ୍ସ। ଦେଶରେ ଏକ୍ସପ୍ରେସ-ୱେ ଏବଂ ହାଇ-ସ୍ପିଡ୍ ରୋଡ୍ ନିର୍ମାଣ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି। ଗତ ଏକ ଦଶନ୍ଧି ଧରି ରାଜପଥ ନିର୍ମାଣ କ୍ଷେତ୍ରରୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର

ସମ୍ବଲପୁର,୧୬।୨(ପ୍ରମୋଦ ବହିଦାର): ସମ୍ବଲପୁରର ବିଧାୟିକା ତଥା ସମାଜସେବୀ ଓ ବିଶିଷ୍ଟ ଚିକିତ୍ସକ ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ଅବସ୍ଥା ଗୁରୁତର । ସୋମବାର ସକାଳେ ତାଙ୍କୁ ଠିକ୍ ଭାବେ ନିଶ୍ବାସ ପ୍ରଶ୍ବାସ ନେବାରେ ଅସୁବିଧା ହେବାରୁ ବର୍ତ୍ତମାନ ଅମ୍ଳଜାନ ଦିଆଯାଉଛି । ଫୁସଫୁସ…

କାଲି CBSE ଦଶମ-ଦ୍ବାଦଶ ପରୀକ୍ଷା, ସକାଳ ୧୦ ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବାକୁ CBSEର ନିର୍ଦ୍ଦେଶ

ଭୁବନେଶ୍ବର,୧୬ା୨: ମଙ୍ଗଳବାର ଠାରୁ ଆରମ୍ଭ ହେବାକୁ ଯାଉଛି CBSE ଦଶମ, ଦ୍ବାଦଶ ପରୀକ୍ଷା । ୪୬ ଲକ୍ଷରୁ ଊର୍ଦ୍ଧ୍ବ ପରୀକ୍ଷାର୍ଥୀ ଏଥର ଦେବେ ଦଶମ ଓ ଦ୍ବାଦଶ ପରୀକ୍ଷା । ତେବେ ଏହା ପୂର୍ବରୁ ନିୟମକୁ କଡ଼ାକଡ଼ି କଲା ସିବିଏସସି ।…

ପାଖ ବିଦେଶ

ବାଂଲାଦେଶ ଜାତୀୟ ନିର୍ବାଚନରେ ଭୋଟ ହୋଇଥିବା ୨୯୯ ଆସନ ମଧ୍ୟରୁ ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି(ବିଏନ୍‌ପି) ଏକାକୀ ୨୦୯ ଆସନ ପାଇଥିବା ବେଳେ ସହଯୋଗୀଙ୍କୁ ମିଶାଇଲେ ସଂଖ୍ୟା ୨୧୨ ହୋଇଛି। ଜମାତ-ଇ-ଇସ୍‌ଲାମୀ ଏକାକୀ ୬୮ ସିଟ୍‌ ଜିତିଥିବା ବେଳେ ତା’ ସହଯୋଗୀ ମିଶିଲେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୬ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୩ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୨ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୫ ଫେବୃଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୪ ଫେବୃଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri