ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଘସିପୁରା,୨ l୧୦(ନିରଞ୍ଜନ ସାହୁ): କେନ୍ଦୁଝର ଜିଲା ଘସିପୁରା ଥାନା ବସନ୍ତପୁର ସ୍ଥିତ ବଳଦେବଜୀଉ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି l ବିଦ୍ୟାଳୟ ମଧ୍ୟାହ୍ନ ଭୋଜନ ପିଣ୍ଡିରେ ମହିଳାଙ୍କ ଝୁଲନ୍ତା ମୃତଦେହ ଦେଖି ସ୍ଥାନୀୟ ଲୋକେ ପୋଲିସକୁ ସୂଚନା ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଥିବାବେଳେ ମୃତ ମହିଳା ନିକଟ ତୋରାଣିଆପାଳ ଗ୍ରାମର ବାସନ୍ତୀ ଜେନା ବୋଲି ସୂଚନା ମିଳିଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର-ପ୍ରଦୀପ ପାଣିଗ୍ରାହୀ ହାତାହାତି

ବ୍ରହ୍ମପୁର,୧୩।୫: ଭାଜପା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀ ଏବଂ ସ୍ବାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସ ହାତାହାତି ହୋଇଛନ୍ତି। ଗୋଷାଣୀ ନୂଆଗାଁ ଉତ୍କଳମଣି ୟୁପି ସ୍କୁଲ ବୁଥ...

ଭୋଟ ଦେଇ ଫେରୁଥିଲେ କୋଟିଆ ଭୋଟର: ବାଟରେ ଘଟିଲା ଦୁର୍ଘଟଣା

ପଟ୍ଟାଙ୍ଗି,୧୩।୫(ଶରତ ଧଳ): ରାଜ୍ୟରେ ଲୋକସଭା ଏବଂ ବିଧାନସଭାର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ ମତଦାନ କରି ଘରକୁ ଫେରୁଥିବା ବେଳେ ଏକ...

ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ଚାଲିଗଲା ୨ ନାବାଳକଙ୍କ ଜୀବନ

ମାଲକାନଗିରି,୧୩ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ ବିଜାପୁର ଜିଲାରେ କ୍ଷେତରେ ଖଞ୍ଜା ଯାଇଥିବା ୟୁଜିବି ଲ୍ୟାଣ୍ଡମାଇନ୍‌ ସଂସ୍ପର୍ଶରେ ଆସି ସୋମବାର ୨ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ...

ବୋଲେରୋରୁ ମିଳିଲା ୨ଲକ୍ଷ ୬୪ ହଜାରରୁ ଅଧିକ ଟଙ୍କା

ବାରିପଦା,୧୨।୫(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ବିଧାନସଭା ନିର୍ବାଚନ ମଣ୍ଡଳୀ ଶାମାଖୁଣ୍ଟା ବ୍ଳକ ରଙ୍ଗମାଟିଆ ଛକରୁ ଏକ ବୋଲେରୋ ଗାଡିରୁ ବିପୁଳ ପରିମାଣର ଟଙ୍କା...

କୋଟିଆରେ ୭୬.୫୩ ପ୍ରତିଶତ ମତଦାନ: ଭୋଟରଙ୍କ ପାଇଁ ତତ୍ପରତା ଦେଖାଇଲା ଓଡ଼ିଶା, ଆନ୍ଧ୍ର

ପଟ୍ଟାଙ୍ଗି,୧୩ା୫(ଶରତ ଧଳ): ପ୍ରଥମ ପର୍ଯ୍ୟାୟ ଲୋକ ସଭା ଏବଂ ବିଧାନସଭା ନିର୍ବାଚନରେ ସୋମବାର ଭୋଟର ନିଜ ନିଜ ମତ ସାବ୍ୟସ୍ତ କରିଛନ୍ତି। ସୀମାନ୍ତ ଭୋଟରଙ୍କ ପାଇଁ...

ବୁଥ ନ ହେବାରୁ ଭୋଟ ଦେଲେନି ଗ୍ରାମବାସୀ

କୋକସରା,୧୩।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ସୋମବାର ପ୍ରଥମ ପର୍ଯ୍ୟାୟ ଲୋକସଭା ଓ ବିଧାନସଭା ପାଇଁ ମତଦାନ ପ୍ରକିୟା ଶେଷ ହୋଇଛି। ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲାରେ ମତଦାନ...

ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍‌: ୨୦ ଆହତ

କେନ୍ଦୁଝର,୧୩।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରୁ ତେଲକୋଇ ଦେଇ ରାଉରକେଲା ଯାଉଥିବା ମା’ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍‌ ସୋମବାର ଅପରାହ୍ନରେ ଦୁର୍ଘଟଣା ଗ୍ରସ୍ତ ହୋଇଛି।...

ଚେକିଂ ବେଳେ କାର୍‌ରୁ ବିପୁଳ ପରିମାଣର ଟଙ୍କା ଜବତ

ବୌଦ୍ଧ,୧୩।୫ (ଅଜିତ କୁମାର ବାରିକ): ବୌଦ୍ଧ ନିର୍ବାଚନ ମଣ୍ଡଳୀ ୫୭ନଂ ଜାତୀୟ ରାଜପଥର ପୁରୁଣାକଟକ ଥାନା କରଡାକୋଠା ନିକଟରେ ଗାଡି ଯାଞ୍ଚ ବେଳେ ଏକ କାର୍‌ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri