ନଅ ଦିନର ଉତ୍ସବ ସହ ନ୍ୟୁ ଜର୍ସିରେ ହେବ ଅକ୍ଷରଧାମ ମନ୍ଦିରର ଉଦଘାଟନ. ମୋଦି-ସୁନକ ଜଣାଇଲେ ଅଭିନନ୍ଦନ

ଓ୍ବାଶିଂଟନ,୩।୧୦: ନ୍ୟୁ ଜର୍ସିର ରୋବିନ୍ସଭିଲେ ସହରରେ ଖୁବ ଶୀଘ୍ର ଅକ୍ଷରଧାମ ମନ୍ଦିର ଖୋଲିବାକୁ ଯାଉଛି। ଏହାର ନିର୍ମାଣ ଶେଷ ହୋଇଛି। ଅକ୍ଟୋବର ୮ରେ ଏହି ମନ୍ଦିର ଉଦଘାଟନ ହେବାକୁ ଯାଉଛି। ଏଭଳି ପରିସ୍ଥିତିରେ ସମସ୍ତେ ଉତ୍ସାହିତ ଅଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକ ଏହାକୁ ନେଇ ସଭିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନ୍ୟୁ ଜର୍ସିରେ ଅକ୍ଷରଧାମ ମନ୍ଦିରର ଉଦଘାଟନୀ ସମାରୋହରେ ଖୁସି ବ୍ୟକ୍ତ କରିଛନ୍ତି। ସେ ରବିନ୍ସଭିଲ୍ଲାର ବିଏପିଏସ ସ୍ବାମୀନାରାୟଣ ଅକ୍ଷରଧାମକୁୁ ଲେଖିଥିବା ଏକ ପତ୍ରରେ କହିଛନ୍ତି, ‘ଅକ୍ଷରଧାମ ମହାମନ୍ଦିର ଉଦଘାଟନୀ ସମାରୋହ ବିଷୟରେ ଜାଣି ମୁଁ ଖୁସି। ଏହା ସମଗ୍ର ବିଶ୍ୱରେ ବହୁ ସଂଖ୍ୟାରେ ଭକ୍ତଙ୍କ ପାଇଁ ଗଭୀର ଆଧ୍ୟାତ୍ମିକ ମହତ୍ତ୍ୱ ରଖେ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହୁରି ମଧ୍ୟ ଚିଠିରେ କହିଛନ୍ତି ଯେ ମନ୍ଦିର ଶତାବ୍ଦୀ ଧରି ସେବା ତଥା ସାମାଜିକ-ସାଂସ୍କୃତିକ କାର୍ଯ୍ୟକଳାପର କେନ୍ଦ୍ର ହୋଇଆସୁଛି। ଏହା କେବଳ ଭକ୍ତିର କେନ୍ଦ୍ର ନୁହଁନ୍ତି ବରଂ କଳା, ସ୍ଥାପତ୍ୟ ଉତ୍କର୍ଷ, ସାହିତ୍ୟ ଏବଂ ଜ୍ଞାନର ଅଭିବ୍ୟକ୍ତି ପାଇଁ ପ୍ଲାଟଫର୍ମ ଭାବରେ କାର୍ଯ୍ୟ କରନ୍ତି। ଏହିପରି ଗଭୀର ସାଂସ୍କୃତିକ ନୀତି ମାନବିକତାକୁ ଆଗାମୀ ପିଢି ପାଇଁ ମାର୍ଗଦର୍ଶନ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri