ବାଲିଚୋରି ଲାଗି କୂଳଘାଇକୁ ହାଣିଦେଲେ ବାଲିମାଫିଆ

ପୁରୁଷୋତ୍ତମପୁର,୩।୧୦(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଋଷିକୁଲ୍ୟା ନଦୀକୁ ବାଲିମାଫିଆମାନେ କବଜାକରି ବିଭିନ୍ନ ସ୍ଥାନରେ କୂଳଘାଇକୁ ଭାଙ୍ଗି ବାଲିଚୋରି କରି ନେବାରେ ଲାଗିଛନ୍ତି। ଏହି ବାଲିକୁ ଚଢାଦରରେ ବିକି ମୋଟା ଅଙ୍କର ଅର୍ଥ ରୋଜଗାର କରିବାରେ ଲାଗିଛନ୍ତିା ଏପରିକି ପ୍ରତାପୁର ଗ୍ରାମରେ ବନ୍ୟାପାଣି ଦାଉରୁ ଗ୍ରାମକୁ ରକ୍ଷା କରିବାଲାଗି ସରକାରଙ୍କ ଜଳସେଚନ ବିଭାଗ ପକ୍ଷରୁ ଋଷିକୂଲ୍ୟା ନଦୀ ପାର୍ଶ୍ୱରେ ଲକ୍ଷଲକ୍ଷ ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଥିବା କୂଳଘାଇ ହୁଡାକୁ ବାଲି ମାଫିଆମାନେ ଜେସିବି ମେସିନ ସାହାଯ୍ୟରେ ଭାଙ୍ଗି ଦେଇଛନ୍ତି। ଯାହାଦ୍ବାରା ବନ୍ୟାପାଣି ଗାଁରେ ପଶିବା ଆସଙ୍କା ଦେଖାଦେଛିା ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ଦେଖାଦେଇଛି। ଫଳରେ ଏହି ଘଟଣାକୁନେଇ ପ୍ରତାପୁର ପଞ୍ଚାୟତର ସରପଞ୍ଚ ଦାସ ବେହେରା ପୁରୁଷୋତ୍ତମପୁର ପୋଲିସକୁ ଲିଖିତ ଅଭିଯୋଗ କରି ଏଭଳି ବେଆଇନ କାଯର୍‌ୟକରି ସରକାରଙ୍କ ସମ୍ପତିକୁ ନଷ୍ଟ କରିଥିବା ବ୍ୟକ୍ତିମାନଙ୍କ ବିରୋଦ୍ଧରେ କାର୍ଯାନୁଷ୍ଟାନ ଲାଗି ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ସସ୍ତ୍ରୀକ ମତଦାନ ସାବ୍ୟସ୍ତ କଲେ ଜିଲାପାଳ, ଡିଆଇଜି

କୋରାପୁଟ,୧୩ା୫(ଅମିତାଭ ବେହେରା): କୋରାପୁଟ ଜିଲାରେ ସୋମବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। କୋରାପୁଟ ଟାଉନ ହଲ୍‌ଠାରେ କରାଯାଇଥିବା ଆଦର୍ଶ ମତଦାନ କେନ୍ଦ୍ର ନଂ ୧୩୯ରେ...

ମତଦାନ ସାବ୍ୟସ୍ତ କଲେ ମନ୍ତ୍ରୀ ଜଗନ୍ନାଥ ସାରକା

ବିଷମକଟକ,୧୩ା୫(ବିଭୂତି ଭୂଷଣ ନାୟକ): ସୋମବାର ରାୟଗଡ଼ା ଜିଲା ବିଷମକଟକ ନିର୍ବାଚନ ମଣ୍ଡଳୀ ନିର୍ଗୁଣ୍ଡି ମତଦାନ କେନ୍ଦ୍ରରେ ଭୋଟ୍‌ ଦେବାକୁ ଲୋକମାନେ ସକାଳୁ ଧାଡ଼ିରେ ଠିଆ ହୋଇଥିଲେ।...

ନିର୍ବାଚନରେ ନିର୍ଣ୍ଣାୟକ ଭୂମିକା ନେବେ ଚାଷୀ

କେନ୍ଦ୍ରାପଡ଼ା,୧୩ା୫(ଜଗନ୍ନାଥ ଧଳ): ଆସନ୍ତା ଜୁନ୍‌ ୧ରେ ରାଜ୍ୟର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପର୍ଯ୍ୟାୟରେ କେନ୍ଦ୍ରାପଡ଼ା ଲୋକ ସଭା ଆସନରେ ନିର୍ବାଚନ ହେବ। ଆଞ୍ଚଳିକ...

ଅସରାଏ ବର୍ଷାରେ କୃଷକ ବଜାରରେ ଆଣ୍ଠୁଏ ପାଣି

ଜଗତ୍‌ସିଂହପୁର, ୧୩ା୫(ପ୍ରମୋଦ କୁମାର ନାୟକ): ସ୍ବାଧୀନତାର ୭୭ ବର୍ଷ ପରେ ବି ଜଗତ୍‌ସିଂହପୁର ଜିଲା ମୁଖ୍ୟାଳୟରେ ଡ୍ରେନେଜ୍‌ ସମସ୍ୟାର ସ୍ଥାୟୀ ସମାଧାନ ହୋଇପାରିଲା ନାହିଁ। ଯେଉଁ...

ବସତି କଲୋନୀ ପାଲଟିଛି ଅସାମାଜିକଙ୍କ ଆଡ୍ଡାସ୍ଥଳ

ଯାଜପୁର/କାଳିଆପାଣି(ହର୍ଷବର୍ଦ୍ଧନ ବେହେରା/ଅସିତ ମହାନ୍ତ),୧୩ା୫: ଯାଜପୁର ଜିଲା ସୁକିନ୍ଦା ଅଞ୍ଚଳରେ ବସବାସ କରୁଥିବା ମାଙ୍କଡ଼ିଆ ଜନଜାତିଙ୍କ ପାଇଁ ଉଦ୍ଦିଷ୍ଟ ବସତି କଲୋନୀର ଅଧାପନ୍ତରିଆ ଗୃହ ଏବେ ଅସାମାଜିକଙ୍କ...

୩ ମାସ ତଳେ ନିର୍ମାଣ ହୋଇଥିବା କଲଭର୍ଟ ଭୁଶୁଡ଼ିଲା

ଚଣ୍ଡିଖୋଲ,୧୩ା୫(ପ୍ରଦୀପ୍ତ କୁମାର ପୃଷ୍ଟି): ବଡ଼ଚଣା ବ୍ଲକ ଅନ୍ତର୍ଗତ ସମିଆ ପଞ୍ଚାୟତର କୋହ୍ଲା ଗ୍ରାମ ନିକଟରେ ୩ ମାସ ତଳେ ନିର୍ମାଣ ହୋଇଥିବା କଲଭର୍ଟ ଶନିବାର ଭୁଶୁଡ଼ିପଡିଛି।...

ଇଭିଏମ୍‌ରେ ତ୍ରୁଟି, ବିଳମ୍ବରେ ମତଦାନ ଆରମ୍ଭ

ମାଲକାନଗିରି,୧୩ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ପୌର ପରିଷଦ ଅଞ୍ଚଳ କୁମୁଟିଗୁଡ଼ା ପୋଲିଂ କେନ୍ଦ୍ରରେ ଭୋଟ୍‌ ଦେବା ପାଇଁ ସକାଳ ୭ଟାରେ ମହିଳା ପୁରୁଷ ଭୋଟରଙ୍କ ପ୍ରବଳ ଭିଡ଼...

କେସିଙ୍ଗାରେ ଚାଲିଛି ମତଦାନ

କେସିଙ୍ଗା,୧୩ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ସାଧାରଣ ନିର୍ବାଚନ ସୋମବାର ସକାଳ ୭ଟାରୁ ଶାନ୍ତି ଶୃଙ୍ଖଳା ସହ ଆରମ୍ଭ ହୋଇଛି। ଭବାନୀପାଟଣା ନିର୍ବାଚନ ମଣ୍ଡଳୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri