Posted inଖେଳ

ପାକିସ୍ତାନୀ ମିଡିଆ, ପ୍ରଶଂସକଙ୍କୁ ଏବେ ଯାଏ ମିଳିନାହିଁ ଭିଜା, ଶୁକ୍ରବାର ଅଛି ମ୍ୟାଚ

ଇସଲାମାବାଦ,୫।୧୦: ପାକିସ୍ତାନ କ୍ରିକେଟ ଦଳ ନେଦରଲ୍ୟାଣ୍ଡ ବିପକ୍ଷରେ ବିଶ୍ୱକପ୍‌ ଅଭିଯାନ ୬ ଅକ୍ଟୋବରରେ ଆରମ୍ଭ କରିବାକୁ ଯାଉଛି। ସେମାନଙ୍କ ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ ଆରମ୍ଭ ହେବାକୁ ୨୪ ଘଣ୍ଟାରୁ କମ୍‌ ସମୟ ବାକି ଅଛି, ତଥାପି ପାକିସ୍ତାନର ପ୍ରଶଂସକ ଏବଂ ମିଡିଆକୁ ଭାରତୀୟ ଭିଜା ମିଳିନାହିଁ।

ପାକିସ୍ତାନ କ୍ରିକେଟ ବୋର୍ଡ, ପାକିସ୍ତାନର ପ୍ରଶଂସକ ଏବଂ ମିଡିଆ କର୍ମୀମାନେ ଯଥାଶୀଘ୍ର ଭାରତରୁ ଭିଜା ପାଇବାକୁ ଚେଷ୍ଟା କରୁଛନ୍ତି, ଯାହାଫଳରେ ସେ ଭାରତ ଆସି ତାଙ୍କ ଦଳର ମ୍ୟାଚକୁ ଲାଇଭ ଦେଖିପାରିବେ। ପିସିବି ଏହାକୁ ନେଇ ଆଇସିସିରେ ଅଭିଯୋଗ କରିଛି ଯେ, ଭାରତ ପାକିସ୍ତାନୀ ପ୍ରଶଂସକ ଏବଂ ମିଡିଆଙ୍କ ପାଇଁ ଭିଜା ପ୍ରକ୍ରିୟା ତ୍ୱରାନ୍ବିତ କରୁନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ...

ନର୍ସିଂ ହୋମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୬ ଜଣ ବୃଦ୍ଧାବୃଦ୍ଧ

ନୂଆଦିଲ୍ଲୀ,୨୯।୧୨: ଇଣ୍ଡୋନେସିଆର ଏକ ନର୍ସିଂ ହୋମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି ।...

ବିମାନବନ୍ଦରରେ ୨ଯୁବକଙ୍କୁ ବାଂଲାଦେଶୀ କହି ମାଡ଼ିବସିଲେ, ପରେ…

ଭୁବନେଶ୍ୱର,୨୯।୧୨: ବାଂଲାଦେଶୀ ଭାଭିଲେ ଆଉ ମାଡ଼ିବସିଲେ। ଆମ ହିନ୍ଦୁ ମାନଙ୍କୁ ବାଂଲାଦେଶରେ ଅମାନୁଷିକ ଭାବେ ହତ୍ୟା କରୁଛ କହି ଦୁଇ ଯୁବକଙ୍କୁ ବାଂଲାଦେଶୀ ସନ୍ଦେହରେ ଭୁବନେଶ୍ୱର...

ଆକ୍ସନ ମୋଡରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ, ବାଲି ବୋଝେଇ ଟ୍ରାକ୍ଟର ଧରି ପୋଲିସକୁ ଜିମା ଦେଲେ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ରାଜ୍ୟ ଖଣି, ଇସ୍ପାତ, ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ...

ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ବସିଲା ବଡ଼ ବୈଠକ: ଆସିପାରେ…

ଭୁବନେଶ୍ୱର,୨୯।୧୨: ଭାଜପା ରାଜ୍ୟ କାର୍ଯ୍ୟାଳୟରେ ସାଙ୍ଗଠନିକ ସ୍ଥିତିକୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ରାଜ୍ୟ ଭାଜପାର ୪ ସାଧାରଣ ସମ୍ପାଦକଙ୍କୁ ନେଇ ଏହି ବୈଠକ ବସିଛି।...

ହାତୀ, ବାର୍‌ହାଙ୍କ ଉତ୍ପାତ: ଉଜାଡିଲେଣି ୬୪ ଏକର

ବେଗୁନିଆ,୨୯।୧୨(ହରପ୍ରସନ୍ନ ପଣ୍ଡା): ଚଳିତ ଖରିଫ ଋତୁରେ ଏବେ କ୍ଷେତରୁ ଧାନ ଫସଲ ଅମଳ ଜାରି ରହିଛି। ଏଥିସହ ଜମିରେ ରବି ଫସଲ ବୁଣାଯାଇଛି। ଅପରପକ୍ଷେ ପନିପରିବା,...

ମାନସିକ ଭାରସାମ୍ୟ ହରାଇ କୀଟନାଶକ ପିଇଦେଲେ ଯୁବକ, ଚାଲିଗଲା ଜୀବନ

ଦିଗପହଣ୍ଡି,୨୯|୧୨(ଅଶେଷ ନାଥ ମିଶ୍ର): ମାନସିକ ଭାରସାମ୍ୟ ହରାଇ ଘରେ ଥିବା କୀଟନାଶକ ପିଇଦେଲେ ଯୁବକ । ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନୂଆମୌଳାଭଞ୍ଜା ଗ୍ରାମରୁ ସାମ୍ନାକୁ...

ବିଜେଡି କର୍ମକର୍ତ୍ତାଙ୍କ ନାଁ ଘୋଷଣାକୁ ନେଇ ବିବାଦ, ଦେବାଶିଷ ଓ ଦେବୀଙ୍କ ସହ ଥିବା ନେତାଙ୍କୁ ତାଲିକାରୁ ବାଦ୍

କଟକ: ବିଜୁ ଜନତା ଦଳର କର୍ମକର୍ତ୍ତାଙ୍କ ମଧ୍ୟରେ ମତଭେଦ ଦେଖାଯାଉଥିବା ବେଳେ ବିଜେଡି କର୍ମକର୍ତ୍ତାଙ୍କ ନାଁ ଘୋଷଣାକୁ ନେଇ ବିବାଦ ଦେଖାଯାଇଛି । BYJD(ବିଜୁ ଯୁବ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri