ଭାରତୀୟ ବଂଶୋଦ୍ଭବ ଦମ୍ପତି, ୨ ପିଲାଙ୍କ ସନ୍ଦେହଜନକ ମୃତ୍ୟୁ

ନ୍ୟୁୟର୍କ,୬ା୧୦: ଆମେରିକାର ନ୍ୟୁଜର୍ସିିସ୍ଥିତ ଘରୁ ଭାରତୀୟ ବଂଶୋଦ୍ଭବ ଦମ୍ପତି ଓ ସେମାନଙ୍କ ଦୁଇ ପିଲାଙ୍କ ମୃତଦେହ ମିଳିଛି। ହତ୍ୟା ସନ୍ଦେହ କରି ପୋଲିସ ତଦନ୍ତ ଆରମ୍ଭ କରିଛି। ବୁଧବାର ଅପରାହ୍ନ ୪ଟା ୩୦ରେ ତେଜପ୍ରତାପ ସିଂ (୪୩) ଓ ସୋନାଲ ପରିହାର(୪୨)ଙ୍କ ସମେତ ସେମାନଙ୍କ ୧୦ ବର୍ଷ ଓ ୬ ବର୍ଷର ଦୁଇ ପୁଅଙ୍କ ମୃତଦେହ ସେମାନଙ୍କ ପ୍ଲେନ୍‌ସ୍‌ବୋରୋ ଘରୁ ମିଳିଥିଲା। ପୋଲିସ ସେମାନଙ୍କ ଘରେ ପହଞ୍ଚତ୍ ଅନୁଧ୍ୟାନ କରିବା ସହ ସେମାନଙ୍କର ଅନ୍ୟ କାହା ସହ ବିବାଦ ଥିଲା କି ନାହିଁ ଜାଣିବା ପାଇଁ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

World Richest Indian-Origin: ବିଶ୍ୱର ସବଠାରୁ ଧନୀ ଭାରତୀୟ ମୂଳ ବାସିନ୍ଦା CEO ହେଲେ ଜୟଶ୍ରୀ ଉଲ୍ଲାଲ,ପଛରେ ରହିଗଲେ…

ନୂଆଦିଲ୍ଲୀ,୨୭।୧୨: ବହୁ ବର୍ଷ ଧରି, ଯେତେବେଳେ ବି ବିଶ୍ୱ ଟେକ ଇଣ୍ଡଷ୍ଟ୍ରି ବା ଶିଳ୍ପ ସବୁଠାରୁ ଧନୀ ଭାରତୀୟ ବଂଶୋଦ୍ଭବ ସିଇଓଙ୍କ ବିଷୟରେ ଆଲୋଚନା କରୁଥିଲା,...

ବାଂଲାଦେଶରେ ଏଣ୍ଟ୍ରି କଲେ ମିଷ୍ଟ୍ରି ଗର୍ଲ, ହୋଇପାରନ୍ତି ଭବିଷ୍ୟତର ଶେଖ ହାସିନା-ଖାଲିଦା ଜିଆ

ଢାକା,୨୭।୧୨: ବାଂଲାଦେଶ ବର୍ତ୍ତମାନ ହିଂସାରେ ବୁଡ଼ି ରହିଛି। ହିନ୍ଦୁମାନଙ୍କ ଉପରେ ନିର୍ଯାତନା ବୃଦ୍ଧି ପାଇଛି। ମହମ୍ମଦ ୟୁନୁସଙ୍କ ଶାସନରେ, ମୌଳବାଦୀମାନେ ପ୍ରଭାବ ବିସ୍ତାର କରୁଛନ୍ତି। କେବଳ...

ରୁଷିଆ-ୟୁକ୍ରେନ ଯୁଦ୍ଧରେ ନୂଆ ମୋଡ! ଟ୍ରମ୍ପଙ୍କୁ ଭେଟିବେ ଜେଲନସ୍କି

ଓ୍ବାଶିଂଟନ,୨୭।୧୨: ରୁଷିଆ-ୟୁକ୍ରେନ ଯୁଦ୍ଧ ସମାପ୍ତ କରିବା ପାଇଁ ପ୍ରୟାସ ମଧ୍ୟରେ, ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ରବିବାର (ଡିସେମ୍ବର ୨୮) ଫ୍ଲୋରିଡାରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ...

ଟ୍ରମ୍ପ-ଜିନପିଙ୍ଗ ମୁହାଁମୁହିଁ: ଆମେରିକା ବିରୁଦ୍ଧରେ ପ୍ରତିଶୋଧମୂଳକ କାର୍ଯ୍ୟାନୁଷ୍ଠାନ ନେଲା ଚାଇନା, ବିଶ୍ୱରେ ଚହଳ

ବେଜିଂ,୨୭।୧୨: ଆମେରିକା ଏବଂ ଚାଇନା ମଧ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, “ଡ୍ରାଗନ” ନିକଟରେ ଏକ ପଦକ୍ଷେପ ନେଇଛି। ସି ଜିନପିଙ୍ଗ ଆମେରିକା ବିରୁଦ୍ଧରେ ଏପର୍ଯ୍ୟନ୍ତ ସବୁଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri