ଆମେରିକାର ହ୍ବାଇଟ ସ୍ୟାଣ୍ଡ ନ୍ୟାସନାଲ ପାର୍କରେ ମିଳିଲା ୨୩ହଜାର ପୁରୁଣା ମଣିଷ ପାଦଚିହ୍ନ

ଓ୍ବାଶିଂଟନ୍‌,୭।୧୦: ଆମେରିକାର ନ୍ୟୁ ମେକ୍ସିକୋର ହ୍ବାଇଟ ସ୍ୟାଣ୍ଡ ନ୍ୟାସନାଲ ପାର୍କରେ ୨୩ହଜାର ପୁରୁଣା ମଣିଷ ପାଦ ଚିହ୍ନ ମିଳିଛି। ଏକ ଅଧ୍ୟୟନରେ କୁହାଯାଇଛି ଯେ ଆମେରିକାରେ ଏପର୍ଯ୍ୟନ୍ତ ମିଳିଥିବା ପୁରାତନ ମଣିଷର ଅଂଶବିଶେଷ ମଧ୍ୟରୁ ଏହା ଅନ୍ୟତମ। ଏହି ପାଦଚିହ୍ନଗୁଡିକ ସେହି ସମୟର ଶିକାରୀମାନଙ୍କର। ଜୀବଜନ୍ତୁଙ୍କର ଶିକାର ସମୟରେ ଏହି ପାଦଚିହ୍ନର ଅଂଶ ସେଠାରେ ରହିଯାଇଛି। ଏକ ନୂଆ ଅଧ୍ୟୟନରେ କୁହାଯାଇଛି ଯେ, ପାଦଚିହ୍ନ ଦ୍ୱାରା ବୟସ ନିର୍ଣ୍ଣୟ କରିବା ପାଇଁ ଏକାଧିକ ପଦ୍ଧତି ବ୍ୟବହାର କରାଯାଉଛି।

 


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ, ମୃତଦେହ ଆଣିବା ପାଇଁ ଜିଲାପାଳଙ୍କୁ ଅସହାୟ ପରିବାରର ଗୁହାରି 

ଦିଗପହଣ୍ଡି,୨୩|୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ନୂଆଗାଁର ଦାଦନ ଶ୍ରମିକ ଅରକ୍ଷିତ ନାୟକଙ୍କ(୧୯) ତାମିଲନାଡୁର ତ୍ରିପୁର କାଙ୍ଗିଆମ ଠାରେ ମୃତ୍ୟୁ...

ହସ୍ପିଟାଲରେ ରୋଗୀଙ୍କୁ ଲାତ ମୁଥ ମାରିଲେ ଡାକ୍ତର, ଭିଡିଓ ଭାଇରାଲ ପରେ ମୁଖ୍ୟମନ୍ତ୍ରୀ…..

ନୂଆଦିଲ୍ଲୀ,୨୩।୧୨: ହିମାଚଳ ପ୍ରଦେଶର ସବୁଠାରୁ ବଡ଼ ଡାକ୍ତରଖାନାରେ ଜଣେ ରୋଗୀ ଏବଂ ଜଣେ ଡାକ୍ତରଙ୍କ ମଧ୍ୟରେ ପ୍ରବଳ ଝଗଡ଼ା ହୋଇଥିଲା। ସିମଲାର ଇନ୍ଦିରା ଗାନ୍ଧୀ ମେଡିକାଲ...

ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ, ବାଂଲାଦେଶରେ ଦୀପୁଙ୍କ ବନ୍ଧୁମାନେ ବିଶ୍ୱାସଘାତକତା କରି…

ବାଂଲାଦେଶର ମୈମନସିଂ ଜିଲାର ଏକ କପଡ଼ା କାରଖାନାରେ କାମ କରୁଥିବା ୨୭ ବର୍ଷୀୟ ହିନ୍ଦୁ ଯୁବକ ଦୀପୁ ଚନ୍ଦ୍ର ଦାସଙ୍କୁ ଗୁରୁବାର (ଡିସେମ୍ବର ୧୬) ଦିନ...

ପାକିସ୍ତାନଠାରୁ ହାରିବା ପରେ ଜବାବ ମାଗିଲା BCCI

ନୂଆଦିଲ୍ଲୀ,୨୩।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ପାକିସ୍ତାନଠାରୁ ଭାରତର ୧୯ ବର୍ଷରୁ କମ ଫାଇନାଲ ପରାଜୟରେ ଅସନ୍ତୁଷ୍ଟ ଥିବା ଜଣାପଡ଼ିଛି। ଟୁର୍ଣ୍ଣାମେଣ୍ଟରେ ଉପବିଜେତା ପାଇଁ...

ଶୀତଦିନେ ମୁହଁ ଘୋଡ଼ାଇ ଶୋଉଥିଲେ ସାବଧାନ! ଏହି ବ୍ୟକ୍ତିଙ୍କ ପାଇଁ ହୋଇପାରେ….

ନୂଆଦିଲ୍ଲୀ,୨୩।୧୨: ପ୍ରାୟତଃ, ଶୀତ ମାସରେ, ଆମେ ଶୋଇବା ସମୟରେ ଆମର ସମ୍ପୂର୍ଣ୍ଣ ମୁହଁକୁ କମ୍ବଳରେ ଘୋଡ଼ାଇ ରଖିଥାଉ କାରଣ ଏହା ଆମକୁ ଆରାମଦାୟକ ଏବଂ ଗରମ...

ଟାର୍ଗେଟରେ କ୍ରିକେଟରଙ୍କ ପରିବାର, ପତ୍ନୀ ପିଲାଙ୍କୁ ମିଳିଲା ହତ୍ୟା ଧମକ

ସିଡ଼ନୀ,୨୩।୧୨: ଡିସେମ୍ବର ୧୪ରେ ଅଷ୍ଟ୍ରେଲିଆର ସିଡନୀର ବଣ୍ଡି ବିଚରେ ଘଟିଥିବା ଭୟଙ୍କର ଗଣ ଗୁଳିକାଣ୍ଡ ସମଗ୍ର ଦେଶକୁ ଚକିତ କରିଦେଇଥିଲା। ପ୍ରାୟ ୩୦ ବର୍ଷ ମଧ୍ୟରେ...

ଭେଜାଲ ପାଇଁ ମୃତ୍ୟୁଦଣ୍ଡ

ବିଶ୍ୱରେ ସମ୍ଭବତଃ ଭାରତ ଏକମାତ୍ର ଦେଶ ଯେଉଁଠାରେ ଜୀବନରକ୍ଷାକାରୀ ଔଷଧ ଓ ଖାଦ୍ୟରେ ଅପମିଶ୍ରଣ ବା ଭେଜାଲ ବଢ଼ିଚାଲିଛି। ଏଭଳି ଖବର ଅନ୍ୟ ଦେଶରୁ ଆସୁଥିବା...

ପ୍ରଥମ ପତ୍ନୀଙ୍କ ପରଲୋକର ୭ ବର୍ଷ ପରେ ବିବାହ କଲେ ଏହି କ୍ରିକେଟର, ଦ୍ୱିତୀୟ ପତ୍ନୀଙ୍କ ବୟସ ଜାଣିଲେ…

ଲଣ୍ଡନ,୨୩।୧୨: ଫୁସଫୁସ କର୍କଟ ରୋଗରେ ପ୍ରଥମ ପତ୍ନୀଙ୍କ ମୃତ୍ୟୁର ପ୍ରାୟ ସାତ ବର୍ଷ ପରେ, ପୂର୍ବତନ ଇଂଲଣ୍ଡ ଅଧିନାୟକ ଆଣ୍ଡ୍ରୁ ଷ୍ଟ୍ରସ ପୁନଃବିବାହ କରିଛନ୍ତି। ଷ୍ଟ୍ରସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri