ଡୁରିଆନ୍‌ର ଗ୍ରାଣ୍ଡ୍‌ ଫେଷ୍ଟିଭ ଅଫର

ଭୁବନେଶ୍ୱର,୮। ୧୦:  ଦେଶର ପ୍ରମୁଖ ଫର୍ନିଚର ବ୍ରାଣ୍ଡ୍‌ ଡୁରିଆନ୍‌ର ବହୁ ପ୍ରତୀକ୍ଷିତ ‘ ଗ୍ରାଣ୍ଡ୍‌ ଫେଷ୍ଟିଭ ଅଫର’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି କେତେକ ସ୍ବତନ୍ତ୍ର ସାମଗ୍ରୀ ଉପରେ ଫ୍ଲାଟ୍‌ ୫୦%ର ରିହାତି ଅଫର ଦିଆଯାଉଛି। ଏହା ସବୁ ବର୍ଗର ଗ୍ରାହକଙ୍କୁ ବେଶ୍‌ ଆକୃଷ୍ଟ କରିବ ବୋଲି ବ୍ରାଣ୍ଡ୍‌ (କମ୍ପାନୀ) ପକ୍ଷରୁ କୁହାଯାଇଛି। ଏପରିକି ଚଳିତ ବର୍ଷର ପାର୍ବଣ ପୂର୍ବରୁ ବ୍ରାଣ୍ଡ୍‌ର ମେଗା ସେଲ୍‌ ଉଭୟ ବ୍ରାଣ୍ଡ୍‌ ଓ ବ୍ୟବସାୟ ପାଇଁ ବେଶ୍‌ ଉତ୍ସାହଜନକ ରହିଥିଲା। ଏହି ପରିପ୍ରେକ୍ଷୀରେ ଗ୍ରାହକମାନେ ଡୁରିଆନ୍‌ର ସମସ୍ତ ଉତ୍ପାଦ ଉପରେ ଆକର୍ଷଣୀୟ ଅଫର ସହ ରିହାତି ସୁବିଧା ଓ ୫ବର୍ଷର ଓ୍ବାରେଣ୍ଟି ଭଳି ସୁବିଧା ପାଉଛନ୍ତି। ସେହିଭଳି ଡୁରିଆନ୍‌ର ସମସ୍ତ ଉତ୍ପାଦ ମେଡ୍‌ ଇନ୍‌ ଇଣ୍ଡିଆ ହୋଇଥିବାବେଳେ ଗ୍ରାହକଙ୍କୁ ଗୁଣାତ୍ମକ ମାନର ପ୍ରିମିୟମ ପ୍ରଡକ୍ଟ ଯୋଗାଇ ଦିଆଯାଇଥାଏ। ଉଲ୍ଲେଖଯୋଗ୍ୟ, ଡରୁଆନ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଭୁବନେଶ୍ୱରର ପଟିଆ ( ନନ୍ଦନକାନ ରୋଡ୍‌ ହରିୟାଣ ହ୍ୟାଣ୍ଡଲୁମ୍‌ ସମ୍ମୁଖ) ଏବଂ ସାମନ୍ତରାୟପୁର ଠାରେ ରହିଛି। ସୂଚନାଯୋଗ୍ୟ, ଏଠାରେ ଡୁରିଆନ୍‌ର ସୋଫା,ବେଡ୍‌, ଚେୟାର, ଟେବୁଲ ସହ ଲିଭିଂ ରୁମ୍‌, ବେଡ୍‌ ରୁମ୍‌ ଏବଂ ଅଫିସ ପାଇଁ ଆବଶ୍ୟକ ସମସ୍ତ ପ୍ରକାର ଫର୍ନିଚର ଉପଲବ୍ଧ।


Enter your email to get our daily news in your inbox.

All Right Reserved By Dharitri.Com

୨୦୦୦, ୩୦୦୦ ଓ ୫୦୦୦ ନିବେଶ କଲେ କେତେ ମିଳିବ ରିଟର୍ଣ୍ଣ? ଜାଣନ୍ତୁ ଏହି ଖାସ୍ ଯୋଜନାର ଲାଭ…

ପୋଷ୍ଟ ଅଫିସ୍ ଆରଡି ଯୋଜନା ଏକ ସୁରକ୍ଷିତ ଏବଂ ଆକର୍ଷଣୀୟ ନିବେଶ ବିକଳ୍ପ ଯେଉଁଥିରେ ଆପଣ ୬.୭% ସୁଧ ହାରରେ ଅଳ୍ପ ପରିମାଣରେ ନିବେଶ କରି...

Gold-Silver Price: କାହିଁକି ବଢୁଛି ସୁନା-ରୂପା ଦର? ସାମ୍ନାକୁ ଆସିଲା ପ୍ରକୃତ କାରଣ

ନୂଆଦିଲ୍ଲୀ ୧୧|୧୨: ସୁନା-ରୂପା ଦର ତଳମୁହାଁ ହେବାର ନାଁ ଧରୁନାହିଁ । ଗୋଟିଏ ପଟେ ସୁନାର ମୂଲ୍ୟ 1 ଲକ୍ଷ 20 ହଜାର ଟଙ୍କା ଉପରେ...

ମୋବାଇଲ ୟୁଜର୍ସଙ୍କୁ ଝଟ୍‌କା, ୨୦୨୬ରେ ଆହୁରି ବଢିଯିବ ରିଚାର୍ଜ ପ୍ଲାନ, ଜିଓ-ଏୟାରଟେଲ ୟୁଜରଙ୍କୁ ଦେବାକୁ ପଡିବ…

ନୂଆଦିଲ୍‌ଲୀ,୧୧।୧୨: ମୋବାଇଲ ଉପଭୋକ୍ତାମାନେ ପୁଣି ଥରେ ମୁଦ୍ରାସ୍ଫୀତିର ଶିକାର ହେଉଛନ୍ତି। ସମ୍ପ୍ରତି, ଜିଓ ବ୍ୟତୀତ ସମସ୍ତ କମ୍ପାନୀ ସେମାନଙ୍କର ଯୋଜନା ବୃଦ୍ଧି କରିଛନ୍ତି, ଏବଂ ଏବେ...

୨୦୨୬ରେ ଏହି କମ୍ପାନୀ କରିବ ମାଲାମାଲ୍‌, ବର୍ଷ ସରିବା ଆଗରୁ ଜାଣି ନିଅନ୍ତୁ

ନୂଆଦିଲ୍ଲୀ,୧୦।୧୨: ସ୍ଥିର ଏବଂ ନିୟମିତ ଆୟ ଚାହୁଁଥିବା ନିବେଶକଙ୍କ ପାଇଁ ଲାଭାଂଶ ପ୍ରଦାନକାରୀ ଷ୍ଟକ ସର୍ୱଦା ଏକ ଶ୍ରେଷ୍ଠ ପସନ୍ଦ ହୋଇଆସିଛି। ଏପରି କମ୍ପାନୀଗୁଡ଼ିକର ସାଧାରଣତଃ...

Youtubeରେ ଗୋଲ୍ଟ ବଟନ୍ ମିଳିଲେ ମାସକୁ ମିଳେ କେତେ ଟଙ୍କା ?

ନୂଆଦିଲ୍‌ଲୀ,୧୦।୧୨: ତିଦିନ ଲକ୍ଷ ଲକ୍ଷ ଭିଡିଓ ଅପଲୋଡ଼ ହେଉଛି ଆଉ କେତେକ କ୍ରିଏଟର ଏହା ଦ୍ୱାରା କୋଟି କୋଟି ଟଙ୍କା ମଧ୍ୟ ରୋଜଗାର କରୁଛନ୍ତି। YouTube...

ସରକାରୀ କର୍ମଚାରୀଙ୍କୁ ବଡ଼ ଝଟ୍‌କା! ନୂଆବର୍ଷରେ କମ୍‌ ବଢିବ ଦରମା

ନୂଆଦିଲ୍‌ଲୀ,୧୦।୧୨: ନୂଆ ବର୍ଷରେ ସରକାରୀ କର୍ମଚାରୀଙ୍କୁ ଶକ୍ତ ଝଟ୍‌କା। ୧ କୋଟି ୨୦ ଲକ୍ଷ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କୁ ସାମାନ୍ୟ ଦରମା ବୃଦ୍ଧି...

ଆଦାନୀ ଗ୍ରୁପ କଲା ବଡ଼ ଡିଲ୍‌, ଭାରତରେ ପାଇଲଟ ଟ୍ରେନିଂ ଓ ପ୍ରତିରକ୍ଷା ସିମୁଲେସନରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୯।୧୨: ଆଡାନୀ ଗ୍ରୁପର ପ୍ରତିରକ୍ଷା ଓ ଏରୋସ୍ପେସ ଆର୍ମ ADSTL (ଆଡାନୀ ଡିଫେନ୍ସ ସିଷ୍ଟମ୍ସ ଏଣ୍ଡ ଟେକ୍ନୋଲୋଜିଜ ଲିମିଟେଡ) ଏବଂ ପ୍ରାଇମ ଏରୋ ସର୍ଭିସେସ LLP...

୮ମ ବେତନ କମିଶନ ଉପରେ ଆସିଲା ବଡ଼ ଅପଡେଟ୍: ଉପକୃତ ହେବେ ଏତିକି କର୍ମଚାରୀ ଓ ପେନସନଭୋଗୀ

ନୂଆଦିଲ୍ଲୀ,୮।୧୨: କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri