ଭାଗ୍ୟ ବଦଳାଇବ ଫୁଲ

ଅପରାଜିତା, ଯିଏ କେବେ ବି ହାରେ ନାହିଁ ବା ଯାହାର କେବେ ବି ପରାଜୟ ନାହିଁ। ସେଥିପାଇଁ ଅପରାଜିତା ଫୁଲ ପ୍ରତି ଲୋକଙ୍କର ଥାଏ ଖୁବ୍‌ ଆଦର। କୁହାଯାଏ, ଅପରାଜିତା ଫୁଲର ଅନ୍ୟନାମ ହେଉଛି ନୀଳକଣ୍ଠ। ମହାପ୍ରଭୁ ଶିବଙ୍କର ମଧ୍ୟ ଆଉ ଏକ ନାମ ହେଲା ନୀଳକଣ୍ଠ। ସେହିପରି ମା’ଦୁର୍ଗାଙ୍କର ମଧ୍ୟ ଅନ୍ୟ ଏକ ନାମ ହେଉଛି ଅପରାଜିତା। ତେଣୁ ଉଭୟ ଶିବ ଓ ଶକ୍ତିଙ୍କର ଖୁବ୍‌ ପ୍ରିୟ ହୋଇଥାଏ ଏହି ଅପରାଜିତା ଫୁଲ। ତା’ଛଡ଼ା ଏହି ଫୁଲ ଅତ୍ୟନ୍ତ ଗୁଣକାରୀ ଓ ଚମତ୍କାରୀ ମଧ୍ୟ ହୋଇଥାଏ। ଏହା ଘର ପ୍ରତି ଥିବା ନଜର ଦୋଷ ତଥା ତନ୍ତ୍ରମନ୍ତ୍ର ଦୋଷକୁ ଦୂର କରିବା ସହ ଘରର ଦୁଃଖଦୁର୍ଦ୍ଦଶା ଦୂର କରିବାରେ ବିଶେଷ ଭୂମିକା ଗ୍ରହଣ କରିଥାଏ। ବିଶେଷ କରି ଏହି ଫୁଲର ମାଳାକୁ ଆଣି ମୁଖ୍ୟଦ୍ୱାରରେ ଟାଙ୍ଗି ଦେଲେ ଘରକୁ କୌଣସି ନକରାତ୍ମକ ଶକ୍ତି ପ୍ରବେଶ କରିପାରେ ନାହିଁ ବୋଲି ବିଶ୍ୱାସ ରହିଛି। ସେହିପରି କୁହାଯାଏ, ଯଦି ପ୍ରତିଦିନ ମାତ୍ର ୧୧ଟି ଅପରାଜିତା ଫୁଲକୁ ମାତା ପାର୍ବତୀ କିମ୍ବା ମାତା ଦୁର୍ଗାଙ୍କୁ ଅର୍ପଣ କରାଯାଏ ତା’ହେଲେ ମା’ଙ୍କର କରୁଣା ଲାଭ ହେବା ସହ ଘରେ ଧନଧାନ୍ୟ ଭରିଯାଏ। ଅନ୍ୟପକ୍ଷେ ପ୍ରଭୁ ଶିବଙ୍କର ବି ଏହି ଫୁଲ ଖୁବ୍‌ ପ୍ରିୟ। ତାଙ୍କ କୃପା ଲଭିବାକୁ ହେଲେ ଶୁଦ୍ଧପୁତ ଭାବେ ନିୟମିତ ଏହି ଫୁଲ ତାଙ୍କୁ ଅର୍ପଣ କଲେ ଶୁଭଫଳ ପ୍ରାପ୍ତି ହୋଇଥାଏ ବୋଲି ବିଶ୍ୱାସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କରୁଣ ନାୟାରଙ୍କୁ ଅଣଦେଖା କଲା BCCI!

ନୂଆଦିଲ୍ଲୀ,୬।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ହେଉଛି ଭାରତର ସର୍ବୋଚ୍ଚ ପ୍ରଶାସକ ସଂସ୍ଥା। କୁହାଯାଏ ଯେ ଏହି ଦେଶର ପ୍ରତ୍ୟେକ କ୍ରିକେଟର୍‌ BCCI ସହ...

ଭାରତର ୫ ମହଙ୍ଗା ମହିଳା ପ୍ରବଚକ, ଯିଏ କଥା କହି ନେଇଯାଆନ୍ତି ଏତେ ଫି

ନୂଆଦିଲ୍ଲୀ,୬।୧୨: ବୃନ୍ଦାବନର ପ୍ରସିଦ୍ଧ କାହାଣୀକାର ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ୱତନ ଡିଏସପିଙ୍କ ଝିଅ ଶିପ୍ରା ଶର୍ମା ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଶୁକ୍ରବାର, ଡିସେମ୍ୱର 5...

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...

ମୁନିରଙ୍କ ହାତରେ ନ୍ୟୁକ୍ଲିଅର ବଟନ୍‌

ଇସ୍‌ଲାମାବାଦ,୬ା୧୨: ପାକିସ୍ତାନ ରାଷ୍ଟ୍ରପତି ଆସିଫ୍‌ ଅଲୀ ଜର୍ଦ୍ଦାରୀଙ୍କ ଅଫିସିଆଲ୍‌ ‘X’ ହ୍ୟାଣ୍ଡେଲରୁ ଶୁକ୍ରବାର ଏକ ପୋଷ୍ଟ କରାଯାଇଛି। ବର୍ତ୍ତମାନ ସିଓଏଏସ୍‌ ଥିବା ଫିଲ୍ଡ ମାର୍ଶଲ ଆସିମ୍‌...

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...

ଫିକା ପଡ଼ିଲା ଖ୍ରୀଷ୍ଟମାସ ସେଲିବ୍ରେଶନ, ୧୦ ମୃତ ୧୯ ଆହତ

ପ୍ୟାରିସ,୬।୧୨: ଫ୍ରାନ୍ସର ଗୁଆଡେଲୁପର ସେଣ୍ଟ-ଆନରେ ଏକ ଖ୍ରୀଷ୍ଟମାସ କାର୍ଯ୍ୟକ୍ରମରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏକ ଗାଡ଼ି କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତ ହେଉଥିବା ଲୋକଙ୍କୁ ଚାପି...

ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…

ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...

ଇଣ୍ଡିଗୋ ବିମାନ ରଦ୍ଦ ପରେ ବି କେମିତି ଧଡାଧଡ ବିକ୍ରି ହେଉଛି ଟିକେଟ! ୩ ଗୁଣା ଅଧିକ ଦାମରେ ବି କିଣୁଛନ୍ତି ଲୋକେ

ନୂଆଦିଲ୍ଲୀ,୬।୧୨: ଇଣ୍ଡିଗୋ ଏୟାରଲାଇନ୍ସ ଅନେକ ଦିନ ଧରି ସଂଘର୍ଷ କରୁଛି। ଡିସେମ୍ବର ୨ରୁ ବିମାନ ବାତିଲ ଚାଲିଛି। ଇଣ୍ଡିଗୋ ପ୍ରତିଦିନ ୫୦୦ରୁ ଅଧିକ ବିମାନ ବାତିଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri