Posted inଜାତୀୟ

ବାୟୁସେନାର ୯୧ ତମ ସ୍ଥାପନା ଦିବସରେ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୮।୧୦: ଭାରତୀୟ ବାୟୁସେନା ରବିବାର ଅର୍ଥାତ୍‌ ଅକ୍ଟୋବର ୮ରେ ତା’ର ୯୧ ତମ ଫାଉଣ୍ଡେସନ ଡେ ବା ସ୍ଥାପନା ଦିବସ ପାଳନ କରୁଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାୟୁସେନା ଦିବସ ଅବସରରେ ବାୟୁସେନାକୁ ଶୁଭେଚ୍ଛା ଜଣାଇ କହିଛନ୍ତି ଯେ ସେମାନଙ୍କର ମହାନ ସେବା ଏବଂ ବଳିଦାନ ଆମ ଆକାଶର ସୁରକ୍ଷାକୁ ସୁନିଶ୍ଚିତ କରେ। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଭାରତୀୟ ବାୟୁସେନାର ସାହସିକତା, ପ୍ରତିବଦ୍ଧତା ଏବଂ ଉତ୍ସର୍ଗୀକୃତତା ପାଇଁ ଭାରତ ଗର୍ବିତ।

ପ୍ରଧାନମନ୍ତ୍ରୀ ମଧ୍ୟ ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଭାରତୀୟ ବାୟୁସେନାର ସାହସକୁ ଅଭିବାଦନ ଜଣାଇ ଏକ ଭିଡିଓ ସେୟାର କରିଛନ୍ତି। ପ୍ରଧାନମନ୍ତ୍ରୀ ଲେଖିଛନ୍ତି- ବାୟୁସେନା ଦିବସରେ ସମସ୍ତ ବିମାନ କର୍ମଚାରୀ ଏବଂ ସେମାନଙ୍କ ପରିବାରକୁ ଅଭିନନ୍ଦନ। ଭାରତୀୟ ବାୟୁସେନାର ସାହସିକତା, ପ୍ରତିବଦ୍ଧତା ଏବଂ ଉତ୍ସର୍ଗ ପାଇଁ ଭାରତ ଗର୍ବିତ। ସେମାନଙ୍କର ମହାନ ସେବା ଏବଂ ବଳିଦାନ ଆମ ଆକାଶର ସୁରକ୍ଷାକୁ ସୁନିଶ୍ଚିତ କରେ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri