ବିମାନ ଦୁର୍ଘଟଣା ମାମଲାରେ ନୂଆ ଟୁଇଷ୍ଟ: ଦୁର୍ଘଟଣା ଖବରକୁ ଖଣ୍ଡନ କଲେ ରାଜ୍ୟ ସରକାର, କହିଲେ…

ରାୟପୁର,୨୦।୪: ଛତିଶଗଡ଼ର ଜଶପୁର ଜିଲାର ନାରାୟଣପୁର ପାହାଡ଼ ନିକଟରେ ବିମାନ ଦୁର୍ଘଟଣାର ଖବରକୁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଭ୍ରାମକ ବୋଲି କହି ଏହାକୁ ଅସ୍ବୀକାର କରିଛନ୍ତି। କଲେକ୍ଟର ରୋହିତ ବ୍ୟାସ ସ୍ପଷ୍ଟ କରିଛନ୍ତି ଯେ…

ସ୍ବର୍ଗତ ଚାଷୀଙ୍କ ସ୍ତ୍ରୀଙ୍କୁ ସହାୟତାର ହାତ ବଢାଇଲେ ବରିଷ୍ଠ ଆଇନଜୀବୀ, ଦେଲେ ଏତିକି ଲକ୍ଷ ଟଙ୍କା

ଦେବଗଡ,୨୦।୪(ଶଶାଙ୍କ ଶେଖର ଝାଙ୍କର): କୃଷକଙ୍କ ଦୁର୍ଘଟଣା ଜନିତ ମୃତ୍ୟୁରେ ୨ ଲକ୍ଷ ଟଙ୍କା ପ୍ରଦାନ କଲେ ବରିଷ୍ଠ ଆଇନଜୀବୀ। ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଜିଲାର ସମାଜ ସେବୀ ଆଇନଜୀବୀ ପ୍ରଭାସ ଚନ୍ଦ୍ର ମିଶ୍ର…

କୋର୍ଟ ପରିସରରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ଖଣ୍ଡାଧରି ଆତଙ୍କିତ…

ଵ୍ରହ୍ମପୁର,୨୦।୪(ସୁବାସ ଚନ୍ଦ୍ର ପାଢ଼ୀ): କୋର୍ଟ ପରିସରରେ ହାତରେ ଖଣ୍ଡା ଧରି ଜଣେ ଯୁବକଙ୍କ ଉନ୍ମତ୍ତ କାଣ୍ଡ । ଲୋକଙ୍କୁ ଗାଳିଗୁଲଜ ସହ ଭୟଭୀତ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତଙ୍କୁ ବାନ୍ଧିଛି। ଅଭିଯୁକ୍ତ ହେଲେ ବୈଦ୍ୟନାଥପୁର…

ଯୁଦ୍ଧକୁ ଡେଇଁଲା ଚାଇନା, ଇରାନୀ ଜାହାଜ ଜବତ ଉପରେ ଖୋଲାଖୋଲି ଭାବେ କଲା ମୁକାବିଲା

ଓ୍ବାଶିଂଟନ୍‌,୨୦।୪: ଇରାନ-ଆମେରିକା ବିବାଦର ସମାଧାନ ପାଇଁ ଇସଲାମାବାଦରେ ଆଲୋଚନା ଚାଲିଥିବାବେଳେ, ଇରାନ ନିଶ୍ଚିତ କରିଛି ଯେ ଆମେରିକା ଏହାର ଏକ ବାଣିଜ୍ୟ ଜାହାଜ, ଟୋସ୍କାକୁ ଜବତ କରିଛି। ଇରାନ କଠୋର ଜବାବ ଦେବାକୁ ଚେତାବନୀ…

ଆସୁଥିଲେ ଅଜା-ନାତି, ଧକ୍କା ଦେଲା ଅଟୋ: ଆଉ ତା’ପରେ ଘଟିଲା…

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଗାଲେରୀ ଗ୍ରାମ ପୂର୍ବରୁ ଏକ ଅଟୋ ଓ ବାଇକ ମଧ୍ୟରେ ସୋମବାର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଗାଲେରୀର ଚିତ୍ରସେନ ନାଇକ ମୃତ୍ୟୁବରଣ କରିଥିବାବେଳେ…

ଭାରସାମ୍ୟ ହରାଇ ପିଟି ହେଲା ବାଇକ୍, ଗଛରେ ଲାଗିଗଲା ମୁଣ୍ଡର ଖପୁରି

ମୋହନା,୨୦।୪(ମନ୍ମଥ ମିଶ୍ର): ଭାରସାମ୍ୟ ହରାଇ ଗଛକୁ ପିଟି ହେଲା ବାଇକ୍ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଡେକାପଙ୍କା ଗାଁ ନିକଟସ୍ଥ ବୁଲାଣି ରାସ୍ତାରେ ।…

ଗଛରେ ପିଟି ହୋଇ ବିମାନ ଦୁର୍ଘଟଣାଗ୍ରସ୍ତ

ରାୟପୁର,୨୦।୪: ଛତିଶଗଡ଼ର ଜଶପୁର ଜିଲାର ନାରାୟଣପୁରର ରତନପହଲି ଜଙ୍ଗଲରେ ଏକ ଗଛରେ ପିଟି ହୋଇ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଉଦ୍ଧାର କାର୍ଯ୍ୟ ସମୟରେ ଖୁରାସଗଡ଼ା ଗାଁ ନିକଟସ୍ଥ ଜଙ୍ଗଲରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏକ ଉଦ୍ଧାରକାରୀ ଦଳ ପଠାଯାଇଛି। ରିପୋର୍ଟ…

ମୋଦି ଯିବା ପୂର୍ବରୁ ସବୁ ଜଳିପୋଡ଼ି ହୋଇଗଲା ପାଉଁଶ: ଗୋଟିଏ ଦିନ ପରେ କରିଥାନ୍ତେ…

ଜୟପୁର,୨୦।୪: ରାଜସ୍ଥାନର ବାଡ଼ମେରର ବାଲୋତ୍ରା ରିଫାଇନାରୀରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। CDU ୟୁନିଟରେ ଅଗ୍ନିକାଣ୍ଡ ଘଟିଥିଲା। ନିଆଁ ଲିଭାଇବା ପାଇଁ ବହୁ ସଂଖ୍ୟକ ଦମକଳ ଗାଡ଼ି ନିୟୋଜିତ ଅଛନ୍ତି। କାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରିଫାଇନାରୀ ଉଦଘାଟନ କରିବାର କାର୍ଯ୍ୟକ୍ରମ…

ଏହି ଯୁବତୀଙ୍କ ଆଗରେ ମୁଣ୍ଡ ନୁଆଁଇଲେ ଭ୍ଲାଦିମିର ପୁଟିନ: ବିଶ୍ୱରେ ପଡ଼ିଗଲା ଚହଳ

ମସ୍କୋ,୨୦।୪:ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରୁଷିଆରେ ତାଙ୍କ ବିରୋଧୀ ଏବଂ ସମାଲୋଚକମାନଙ୍କୁ ଆଗକୁ ବଢିବାକୁ ହେବାକୁ ଦିଅନ୍ତି ନାହିଁ। ପୁଟିନଙ୍କ ବିରୋଧରେ କହୁଥିବା ରାଜନେତା ଏବଂ ସାଧାରଣ ନାଗରିକମାନଙ୍କୁ ହତ୍ୟା କରାଯାଏ କିମ୍ବା ଅଦୃଶ୍ୟ କରିଦିଆଯାଏ। ତାଲିକାରେ ଆଲେକ୍ସି ନାଭାଲନି, ବୋରିସ ନେମତ୍ସୋଭ…

ହର୍ମୁଜରେ ଜାହାଜ ଉପରେ ଗୁଳିମାଡ଼ ଘଟଣା, ଆଡଭାଇଜରୀ ଜାରି କଲା ଭାରତ

ନୂଆଦିଲ୍ଲୀ,୨୦।୪: ୧୮ ଏପ୍ରିଲରେ ହର୍ମୁଜ୍ ପ୍ରଣାଳୀରେ ଦୁଇଟି ଭାରତୀୟ ଜାହାଜ ଉପରେ ଗୁଳିଚାଳନା ଘଟଣା ପରେ, ଭାରତୀୟ ନୌସେନା ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରିଛି । ଭାରତୀୟ ନୌସେନା ପାରସ୍ୟ ଉପସାଗରରେ କାର୍ଯ୍ୟରତ ଭାରତୀୟ ପତାକାଧାରୀ ଜାହାଜମାନଙ୍କ ପାଇଁ ଏକ ନୂତନ…

ବନ୍ଧୁ ନୁହେଁ

ଇରାନ୍‌ର ହର୍ମୁଜ ଜଳପଥ ଖୋଲାଯିବାର ଦିନକ ପରେ ପୁଣି ଏହାକୁ ବନ୍ଦ କରିଦିଆଗଲା। ଏପରିକି ଭାରତର ଦୁଇଟି ଜାହାଜ ଉପରେ ଇରାନ୍‌ ନୌସେନାର ଗୁଳିବର୍ଷଣ ଭାରତ ସରକାରଙ୍କୁ ଏକ ଝଟକା ଭାବେ ଲାଗିବା କଥା। ଦେଶ ଭିତରେ ଗଣମାଧ୍ୟମ ଦ୍ୱାରା ଅସତ୍ୟ…

ଆୟାତୋଲ୍ଲା ଖାମେନେଇଙ୍କୁ ଏଯାଏ କବର ଦିଆଯାଇନାହିଁ

ତେହରାନ,୨୦ା୪: ଗତ ଫେବୃଆରୀ ୨୮ରେ ଆମେରିକା ଏବଂ ଇସ୍ରାଏଲୀ ସେନାର ମିଳିତ ଆକ୍ରମଣରେ ଇରାନର ତତ୍କାଳୀନ ସୁପ୍ରିମ ଲିଡର ୮୬ ବର୍ଷୀୟ ଆୟାତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ ଘଟିଥିଲା। ଇତିମଧ୍ୟରେ ଦେଢ଼ ମାସରୁ ଊର୍ଦ୍ଧ୍ୱ ସମୟ ବିତିଥିଲେ ମଧ୍ୟ ମୃତ ସୁପ୍ରିମ…

ହର୍ମୁଜ୍‌ରେ ଅଚଳାବସ୍ଥା, ପାକ୍‌ରେ ଶାନ୍ତି ପ୍ରସ୍ତୁତି

ଦୁବାଇ/ଓ୍ବାଶିଂଟନ୍‌/ଇସ୍‌ଲାମାବାଦ,୨୦ା୪(ଏ.ପି./ରଏଟର୍ସ): ଆମେରିକା-ଇରାନ୍‌ ଅସ୍ତ୍ରବିରତି ଅବଧି ଶେଷ ହେବାକୁ ବସିଲାଣି। ତେଣୁ ଇସ୍‌ଲାମାବାଦରେ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା ପାଇଁ ପାକିସ୍ତାନ ପକ୍ଷରୁ ପ୍ରସ୍ତୁତି ଚାଲିଛି। ଆଲୋଚନା କେବେ ହେବ ସେନେଇ କୌଣସି ଆନୁଷ୍ଠାନିକ ଘୋଷଣା କରାଯାଇ ନ ଥିଲେ ମଧ୍ୟ ଦୁଇପକ୍ଷ…

ଡିଲ୍‌ ନ କଲେ ପାଓ୍ବାର ପ୍ଲାଣ୍ଟ ଉଡ଼ାଇଦେବୁ: ଟ୍ରମ୍ପ୍‌

ଓ୍ବାଶିଂଟନ୍‌/ ଇସ୍‌ଲାମାବାଦ,୨୦ା୪ (ଏ.ପି./ରଏଟର୍ସ): ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ପ୍ରତିନିଧିମାନେ ଇରାନ୍‌ ସହ ଶାନ୍ତି ଆଲୋଚନାରେ ଯୋଗଦେବା ପାଇଁ ସୋମବାର ଇସ୍‌ଲାମାବାଦ ଯିବେ। ସେମାନେ ସନ୍ଧ୍ୟା ସୁଦ୍ଧା ପହଞ୍ଚିବେ ବୋଲି ଟ୍ରମ୍ପ୍‌ ଟ୍ରୁଥ୍‌ ସୋସିଆଲରେ ସୂଚନା ଦେଇଛନ୍ତି। ତେବେ ଏଥର ଯେପରି…

ଆମେରିକାର ଲୁଇସିଆନାରେ ହୃଦୟ ବିଦାରକ ଘଟଣା, ୮ ଛୁଆଙ୍କୁ ହତ୍ୟା

ଓ୍ବାଶିଂଟନ,୧୯ା୪: ଆମେରିକାର ଲୁଇସିଆନାରେ ଘରୋଇ ହିଂସା ସହିତ ଜଡିତ ଏକ ଭୟଙ୍କର ଗୁଳିକାଣ୍ଡ ଘଟଣାରେ ଅତି କମରେ ଆଠ ଜଣ ପିଲାଙ୍କ ମୃତ୍ୟୁ ହୋଇଛି । ସ୍ଥାନୀୟ ଅଧିକାରୀଙ୍କ ଅନୁଯାୟୀ, ଘଟଣାଟି ତିନୋଟି ପୃଥକ ସ୍ଥାନରେ ଘଟିଛି । ପୋଲିସ କହିଛି…

ପୁଣି ପାକିସ୍ତାନରେ ପହଞ୍ଚିଲା ଆମେରିକାର ବିମାନ, ଇସଲାମାବାଦରେ ହଲଚଲ୍

ଆମେରିକା ଏବଂ ଇରାନ ମଧ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା ପାଇଁ ପ୍ରସ୍ତୁତି ଜୋରଦାର ହୋଇଛି। ଏହାରି ଭିତରେ ଆମେରିକୀୟ ସାମରିକ ବିମାନ ପାକିସ୍ତାନରେ ପହଞ୍ଚିଛି। ଏହି ବିମାନଗୁଡ଼ିକ ରାୱଲପିଣ୍ଡିର ନୁର ଖାନ ଏୟାରବେସରେ ଅବତରଣ କରିଛି; ଏମାନଙ୍କ ସଂଖ୍ୟା ଚାରି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୧୯ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୮ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୭ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୬ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୫ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୪ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୨ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୧ ଏପ୍ରିଲ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୦ ଏପ୍ରିଲ, ୨୦୨୬ )

View
Odisha: Today’s pics April 9, 2026

View

ରାଜ୍ୟ

ଜାତୀୟ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri