ହାଲ୍‌ କାରଖାନାରେ କମ୍ପ୍ରେସର ଫାଟି କର୍ମଚାରୀ ମୃତ

କୋରାପୁଟ,୮।୮(ସ୍ବ.ପ୍ର.): କୋରାପୁଟ ଜିଲା ସୁନାବେଡ଼ା ହାଲ୍‌ ସୁଖୋଇ ଫ୍ୟାକ୍ଟ୍ରିରେ ଗୁରୁବାର ଅପରାହ୍ନ ୩ଟାରେ ଅଘଟଣ ଘଟିଛି। କମ୍ପ୍ରେସର ବିସ୍ପୋରଣ ହେବାରୁ କାର୍ଯ୍ୟରତ ଜଣେ କର୍ମଚାରୀଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ସେ ହେଲେ ସୁଦାମ ମହାନ୍ତି। ବିସ୍ପୋରଣରେ ସୁଦାମଙ୍କ ଶରୀରର ୮୦ ପ୍ରତିଶତ ପୋଡ଼ି ଯାଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍କୁଚିତ ହେଉଛି ଉପଜିଲାପାଳ-ଆରଡିସିଙ୍କ କ୍ଷମତା, ଗଞ୍ଜାମ ଜଲାକୁ ୪ ଜିଲା ପାଇଁ ଉଠିଲା ଦାବି

ଭଞ୍ଜନଗର,୧୧ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାକୁ ଭାଗଭାଗ କରି ୪ଟି ଜିଲା ଘୋଷଣା କରାଯାଉ। ଉପଜିଲାପାଳ ଏବଂ ଆରଡିସିଙ୍କ କ୍ଷମତା ଦିନକୁ ଦିନ ସରକାର ସଙ୍କୁଚିତ କରୁଛନ୍ତି।...

‘ଧୁରନ୍ଧର’ ଷ୍ଟାଇଲରେ ମୋଦି, ପୁଟିନଙ୍କ ସହ ଜବରଦସ୍ତ କେମେଷ୍ଟ୍ରି, ସୋସିଆଲ ମିଡ଼ିଆରେ ଟ୍ରେଣ୍ଡ କଲା…

ନୂଆଦିଲ୍ଲୀ,୧୧।୧୨: ମଧ୍ୟପ୍ରଦେଶ ସରକାର ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ‘ଧୁରନ୍ଧର ଷ୍ଟାଇଲ’ରେ ଏକ ଭିଡିଓ ଶେୟାର କରିଛନ୍ତି। ଭିଡିଓଟି ସହିତ ଏକ କ୍ୟାପସନ ଅଛି ଯାହା...

କାହିଁକି ଆପଲକୁ ନୋଟିସ ପଠାଇଲେ ସରକାର? ୟୁଜର୍ସଙ୍କୁ ଏଭଳି ଆଲର୍ଟ ପଠାଇଥିଲା କମ୍ପାନୀ

ନୂଆଦିଲ୍ଲୀ,୧୧ା୧୨: ଗତ କିଛିଦିନ ତଳେ ଆପଲ୍ ଏବଂ ଗୁଗୁଲ ନିଜ ୟୁଜର୍ସଙ୍କୁ ଆଲର୍ଟ ପଠାଇଥିଲେ । ସ୍ପାଇବେୟାରରେ ଦ୍ବାରା ୟୁଜର୍ସଙ୍କୁ ନିଶାନା କରାଯାଇପାରେ ବୋଲି ମେସେଜ...

କୋହଲିଙ୍କ ସହ ରିଲ୍ସ କରି ରାତାରାତି ସୋସିଆଲ ମିଡିଆ ଷ୍ଟାର ପାଲଟିଗଲେ ଅର୍ଶଦୀପ, ଜାଣନ୍ତୁ କାହିଁକି ଆରମ୍ଭ କରିଥିଲେ YouTube

ନୂଆଦିଲ୍ଲୀ,୧୧।୧୨: ଟିମ ଇଣ୍ଡିଆର ଯୁବ ଦ୍ରୁତ ବୋଲର ଅର୍ଶଦୀପ ସିଂହ କେବଳ ପଡ଼ିଆରେ ନୁହେଁ ବରଂ ସୋସିଆଲ ମିଡିଆରେ ମଧ୍ୟ ଲୋକପ୍ରିୟତା ହାସଲ କରିଛନ୍ତି। ତାଙ୍କର...

ECI: ନିର୍ବାଚନ କମିଶନଙ୍କ ବଡ଼ ନିଷ୍ପତ୍ତି, ଏସବୁ ରାଜ୍ୟ ପାଇଁ ବଢିଲା SIR ଅବଧି

ନୂଆଦିଲ୍ଲୀ,୧୧।୧୨: ନିର୍ବାଚନ କମିଶନ ଗୁରୁବାର ସ୍ପେଶାଲ ସଘନ ସଂଶୋଧନ (SIR) ପ୍ରକ୍ରିୟା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ରିପୋର୍ଟ ଅନୁଯାୟୀ, ନିର୍ବାଚନ କମିଶନ ପାଞ୍ଚଟି...

ପୁଣି ଭାରତ-ପାକିସ୍ତାନ ମହାମୁକାବିଲା: ଜାଣନ୍ତୁ କେବେ, କେଉଁଠି ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ କ୍ରିକେଟ ଏସିଆ କପ ୨୦୨୫ ଡିସେମ୍ବର ୧୨ରୁ ଆରମ୍ଭ ହେବାକୁ ଯାଉଛି। ପ୍ରଥମ ଦିନରେ ଦୁଇଟି ମ୍ୟାଚ ଖେଳାଯିବ। ଆୟୁଷ...

“ବିଏସ୍ଏଫ୍ ପୋଷ୍ଟ୍ ନିକଟକୁ ଯାଆନ୍ତୁ ନାହିଁ”: ମମତା ବାନାର୍ଜୀଙ୍କ ଚେତାବନୀ ଶୁଣି ଚିନ୍ତାରେ ଲୋକେ

କୋଲକାତା,୧୧।୧୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ଭୋଟର ସଂଶୋଧନ (SIR)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ତୃଣମୂଳ କଂଗ୍ରେସ ନେତ୍ରୀ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ...

ପାକିସ୍ତାନ ସହ ପ୍ରତିରକ୍ଷା ଚୁକ୍ତି ଭିତରେ ଭାରତକୁ କଡ଼ା ବାର୍ତ୍ତା ଦେଲେ ଟ୍ରମ୍ପ? F-16ର ଶକ୍ତି ବଢାଇବ ଆମେରିକା

ଓ୍ବାଶିଂଟନ,୧୧।୧୨: ଆମେରିକା ପାକିସ୍ତାନକୁ ଏହାର F-16 ଲଢ଼ୁଆ ବିମାନକୁ ଅପଗ୍ରେଡ କରିବା ପାଇଁ ୬୮୬ ଡଲାର ନିୟୁତ (ପ୍ରାୟ ୫,୮୦୦କୋଟି) ମୂଲ୍ୟର ଉନ୍ନତ ପ୍ରଯୁକ୍ତିବିଦ୍ୟା ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri