Posted inଜାତୀୟ

କେନ୍ଦ୍ରରେ ସରକାର ଗଠନ କଲେ ଓବିସି ମହିଳାଙ୍କ ଅଂଶଗ୍ରହଣ ସହ ଲାଗୁ କରିବୁ ସଂରକ୍ଷଣ: ଖାର୍ଗେ

ନୂଆଦିଲ୍ଲୀ,୯।୧୦: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ସୋମବାର କେନ୍ଦ୍ର ସରକାର ତଥା ଭାରତୀୟ ଜନତା ପାର୍ଟି(ଭାଜପା) ଉପରେ ଜାତି ଆଧାରିତ ଜନଗଣନା ଉପରେ ନିରବତାକୁ ନେଇ ଅଭିଯୋଗ କରିଛନ୍ତି। ସେ କହିଛନ୍ତି କି କଲ୍ୟାଣକାରୀ ଯୋଜନାରେ ଉଚିତ ସହଭାଗିତା ପାଇଁ ଏହା ଜରୁରୀ କି ପଛୁଆବର୍ଗଙ୍କ ସାମଜିକ ଓ ଆର୍ଥିକ ସ୍ଥିତିର ସଂଖ୍ୟା ଉପଲବ୍ଧ ହେବା।

କଂଗ୍ରେସ କାର୍ଯ୍ୟକାରିଣୀ କମିଟି (ସିଡବ୍ଲ୍ୟୁଡିସି) ର ବୈକରେ ସେ ରାଜସ୍ଥାନ, ଛତିଶଗଡ, ମଧ୍ୟପ୍ରଦେଶ, ତେଲଙ୍ଗାନା ଏବଂ ମିଜୋରାମରେ ବିଧାନସଭା ନିର୍ବାଚନ ପାଇଁ ଏକ ପ୍ରଭାବଶାଳୀ ରଣନୀତି ପ୍ରସ୍ତୁତ କରିବାକୁ ଦଳର ନେତାଙ୍କ ଉପରେ ଗୁରୁତ୍ୱାରୋପ କରିଛନ୍ତି ଏବଂ କହିଛନ୍ତି ଯେ ରାଜନୈତିକ ଦଳ ସହ ସାମ୍ବିଧାନିକ ପଦରେ ବସିଥିବା ଲୋକ ବି ସକ୍ରିୟ ଅଛନ୍ତି, ଏପରି ପରିସ୍ଥିତିରେ ଜଣେ ଚୁପ ରହିପାରିବେ ନାହିଁ।
କଂଗ୍ରେସ ସଭାପତି ସରକାରଙ୍କୁ ଅନ୍ୟ ପଛୁଆ ବର୍ଗ (ଓବିସି) ମହିଳାଙ୍କୁ ପ୍ରତିନିଧିତ୍ୱ ନ କରିବା ସହ ମହିଳା ସଂରକ୍ଷଣ ବିଲ ପ୍ରଚାର ଏବଂ ଭୋଟ ବ୍ୟାଙ୍କ ରାଜନୀତି ପାଇଁ ଆଣିଥିବା ଅଭିଯୋଗ କରିଛନ୍ତି ଏବଂ ଆସନ୍ତା ବର୍ଷ ତାଙ୍କୁ ଭୋଟ ଦେଲେ ତାଙ୍କ ଦଳ ଓବିସି ମହିଳାଙ୍କ ଉପଯୁକ୍ତ ଅଂଶଗ୍ରହଣ ସହ ଲୋକ ସଭା ଏବଂ ବିଧାନସଭାରେ ପ୍ରତିନିଧିତ୍ୱ ସହ ଜଡିତ ମହିଳା ସଂରକ୍ଷଣ ଲାଗୁ କରିବ।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri