Odisha Elections 2024

୧୨ ଘଣ୍ଟିଆ  ତାଳଚେର ବନ୍ଦ

ତାଳଚେର,୧୦।୧୦(ମନୋଜ ନନ୍ଦ): ତାଳଚେର ମେଡିକାଲ କଲେଜ କାର୍ଯ୍ୟକ୍ଷମ ଦାବିରେ ମଙ୍ଗଳବାର ୧୨ ଘଣ୍ଟିଆ  ତାଳଚେର ବନ୍ଦ ପାଳନ କରାଯାଇଛି। କ୍ରିୟାନୁଷ୍ଠାନ କମିଟି  ପକ୍ଷରୁ ଆହୂତ ଏହି ବନ୍ଦକୁ କଂଗ୍ରେସ,  ଆମ୍‌ ଆଦ୍‌ମୀ ପାର୍ଟି ସମେତ ବିଭିନ୍ନ  ଅନୁଷ୍ଠାନ  ପକ୍ଷରୁ ସମର୍ଥନ  କରାଯାଇଛି।
କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବୁଧବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ଉପଜିଲାପାଳଙ୍କୁ ପ୍ରଦାନ କରାଯାଇଥିଲା। ସରକାର ଦେଇଥିବାନିର୍ଦ୍ଧାରିତ ସମୟ ପରେ ମଧ୍ୟ ମେଡିକାଲ କଲେଜ କାର୍ଯ୍ୟକାରୀ ହୋଇନାହିଁ କିମ୍ବା ସରକାରୀ ଘୋଷଣାନାମା ଜାରି କରାଯାଉ ନାହିଁ। ତେଣୁ ଏହାର ପ୍ରତିବାଦରେ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ସକାଳ ୬ଟା ଠାରୁ ସା ୬ ଘଟିକା ପର୍ଯ୍ୟନ୍ତ ଅର୍ଥନୈତିକ ଅବରୋଧ କରାଯିବ ।

Enter your email to get our daily news in your inbox.

All Right Reserved By Dharitri.Com

ରୋଡ୍‌ ଶୋ’ ଅଧାରୁ ଚାଲିଗଲେ ହେମାମାଳିନୀ

କଟକ ସଦର, ୧୭ା୫(ସୁଶାନ୍ତ କୁମାର ଜେନା)- କଟକ ସଦର ନିର୍ବାଚନମଣ୍ଡଳୀ ଅନ୍ତର୍ଗତ କିଶୋରନଗରଠାରେ ଭାଜପା ପକ୍ଷରୁ ରୋଡ୍‌ ଶୋ’ ସହିତ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା।...

ଶନିବାର ଓଡ଼ିଶା ଆସିବେ ସଚିନ ପାଇଲଟ୍‌

ଭୁବନେଶ୍ୱର, ୧୭।୫(ଅସମାପିକା ସାହୁ): ଅଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି)ର ସାଧାରଣ ସମ୍ପାଦକ ସଚିନ ପାଇଲଟ ନିର୍ବାଚନୀ ପ୍ରଚାର ପାଇଁ ଶନିବାର ଓଡ଼ିଶା ଆସୁଛନ୍ତି। ବାଲେଶ୍ୱରର...

ସାଙ୍ଗ ହୋଇ ବ୍ରାହ୍ମଣୀ ଗାଁ ବାହାରିଥିଲେ, ଦୁର୍ଘଟଣାରେ ଚାଲିଗଲା ଜଣଙ୍କର ଜୀବନ; ଅନ୍ୟ ଜଣେ…

ବ୍ରାହ୍ମଣୀଗାଁ,୧୭।୫( ମନୋରଞ୍ଜନ ରଣା ): ଗଜପତି – କନ୍ଧମାଳ ଜିଲା ସୀମାନ୍ତ ତିଆରି ଗାଁ ନିକଟରେ ଶୁକ୍ରବାର ଏକ ବାଇକ ଦୁର୍ଘଟଣା ଘଟିଛି l ଏହି...

ଖଲ୍ଲିକୋଟ ରାଜନୈତିକ ହିଂସା: ବଡ଼ ବୟାନ ଦେଲେ ମୃତ ଦିଲ୍ଲୀପଙ୍କ ସ୍ତ୍ରୀ

ଖଲ୍ଲିକୋଟ,୧୭।୫: ଖଲ୍ଲିକୋଟ ନିର୍ବାଚନୀ ହିଂସା ମାମଲାରେ ପ୍ରତିକ୍ରିୟା ରଖିଛନ୍ତି ମୃତ ଦିଲ୍ଲୀପଙ୍କ ସ୍ତ୍ରୀ। ସେ କହିଛନ୍ତି, ମୋ ସ୍ବାମୀ ଦଳ ପରିବର୍ତ୍ତନ କରିବାରୁ ତାଙ୍କୁ ହତ୍ୟା...

ଭାଜପାରେ ମିଶିବାର ୧୫ ମିନିଟ୍‌ ନ ହେଉଣୁ ବିଜେଡିକୁ ଫେରିଲେ ନେତା-କର୍ମୀ; କହିଲେ ‘ଭୁଲ୍‌ ବୁଝି ପାରି…’

କେନ୍ଦୁଝର,୧୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଭାଜପା ଜିଲା କାର୍ଯ୍ୟଳୟଠାରେ କେନ୍ଦ୍ର ଖଣି ଓ ଇସ୍ପାତ ମନ୍ତ୍ରୀ ଫଗନ ସିଂ କୁଲସ୍ତେ ଏବଂ ରାଜସ୍ଥାନରୁ ରାଜ୍ୟସଭା ଏମ୍‌ପି...

୩ନଂ ଜୋନରେ ବିଜେଡିର ପ୍ରଚାର

ହାଟଡିହୀ,୧୭l୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ବିଜେଡି ତରଫରୁ ଶୁକ୍ରବାର ୩ନଂ ଜୋନରେ ନିର୍ବାଚନୀ ପ୍ରଚାର ହୋଇଛି। କର୍ମୀ ଏବଂ ସମର୍ଥକ ବେଲବାହାଳି...

ବ୍ରହ୍ମପୁର ରାଜନୀତିରେ ବଡ଼ ହଲଚଲ, ଗିରଫ ହେଲେ କଂଗ୍ରେସ ପ୍ରାର୍ଥୀ

ବ୍ରହ୍ମପୁର,୧୭।୫: ବ୍ରହ୍ମପୁର ରାଜନୀତିରେ ଚହଳ। ଗିରଫ ହେଲେ କଂଗ୍ରେସ ପ୍ରାର୍ଥୀ। ଦିଗପହଣ୍ଡି ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ସୁଜିତ କୁମାରଙ୍କୁ ଗିରଫ କରିଛି ପୋଲିସ। ଜଣେ...

ଖଲ୍ଲିକୋଟ ନିର୍ବାଚନୀ ହିଂସା: କଡ଼ା ନିର୍ଦ୍ଦେଶ ଦେଲେ ଡିଜିପି ଅରୁଣ ଷଡ଼ଙ୍ଗୀ

କଟକ,୧୭।୫(ଅସମାପିକା ସାହୁ): ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (SIT)ଖଲ୍ଲିକୋଟ ହତ୍ୟା ମାମଲାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବ ବୋଲି ଡିଜିପି ଅରୁଣ କୁମାର ଷଡ଼ଙ୍ଗୀ ନିର୍ଦ୍ଦେଶ ଦେଇଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri