ନୂଆଦିଲ୍ଲୀ,୧୭ା୫: କାରବିୟାନ ପ୍ରିମିୟର ଲିଗ୍ (ସିପିଏଲ) ଖେଳାଳିଙ୍କ ନିଲାମ ପ୍ରକ୍ରିୟାରେ ସ୍ଥାନ ପାଇଛନ୍ତି ଭାରତୀୟ ଅଲରାଉଣ୍ଡର ଇର୍ଫାନ ପଠାନ। ସିପିଏଲର ଆଗାମୀ ସଂସ୍କରଣ ଲାଗି ଚଳିତ ମାସ ୨୨ ତାରିଖରେ ଲଣ୍ଡନଠାରେ ଖେଳାଳିଙ୍କ ନିଲାମ ପ୍ରକ୍ରିୟା ଅନୁଷ୍ଠିତ ହେବ। ତାଙ୍କୁ କୌଣସି ଫ୍ରାଞ୍ଚାଇଜ ଦଳରେ ନେଲେ ସେ ପ୍ରଥମ ପୁରୁଷ ଭାରତୀୟ ଖେଳାଳି ଭାବେ ବିଦେଶ ଲିଗ୍ରେ ଖେଳିବେ। ତେବେ ତାଙ୍କୁ ବିସିସିଆଇଠାରୁ ଏନ୍ଓସି ଦରକାର ପଡ଼ିବ। ବିଦେଶ ଲିଗ୍ରେ ଭାରତୀୟ ଖେଳାଳିଙ୍କ ଅଂଶଗ୍ରହଣକୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ ସର୍ବଦା ମନା କରିଆସିଛି। ଏଣୁ ପଠାନଙ୍କୁ ଏନ୍ସିଓ ମିଳିବାର ଖୁବ କମ୍ ସମ୍ଭାବନା ରହିଛି। ୩୪ ବର୍ଷୀୟ ଅଲରାଉଣ୍ଡର ଗତ ଦୁଇ ବର୍ଷ ହେଲା ଆଇପିଏଲ ଖେଳୁ ନାହାନ୍ତି। ସେ ଅନ୍ତିମ ଥର ୨୦୧୭ରେ ଗୁଜରାଟ ଲାୟନ୍ସ ପାଇଁ ଖେଳିଥିଲେ। ଏହି ଭେଟେରାନ ଖେଳାଳି ସୟଦ ମୁସ୍ତାକ ଅଲି ଟୁର୍ନାମେଣ୍ଟରେ ଜମ୍ମୁ କଶ୍ମୀର ପାଇଁ ପ୍ରତିନିଧିତ୍ୱ କରିଥିଲେ। ସେ ପ୍ରଥମ ଭାରତୀୟ ଭାବେ ବିଦେଶୀ ଖେଳାଳିଙ୍କ ଡ୍ରାଫ୍ଟରେ ସ୍ଥାନ ପାଇଛନ୍ତି। ଏଥିରେ ୨୦ ଦେଶର ୫୩୬ ଖେଳାଳି ସିପିଏଲ ଖେଳିବା ପାଇଁ ଉପଲବ୍ଧ ରହିବେ। ଆଗାମୀ ସିପିଏଲ ସେପ୍ଟେମ୍ବର ୪ରୁ ଅକ୍ଟୋବର ୧୨ ତାରିଖ ପର୍ଯ୍ୟନ୍ତ ଖେଳାଯିବା ନେଇ କାର୍ଯ୍ୟସୂଚୀ ରହିଛି।
ବାରବାଟୀରେ ଭାରତର ବଡ଼ ବିଜୟ! ଦକ୍ଷିଣ ଆଫ୍ରିକାକୁ ୧୦୧ ରନରେ ହରାଇଲା ‘ସୂର୍ଯ୍ୟ’ ଟିମ୍
କଟକ,୯।୧୨: ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚରେ ଭାରତୀୟ କ୍ରିକେଟ୍ ଟିମ୍ ଦକ୍ଷିଣ ଆଫ୍ରିକାକୁ ୧୦୧ ରନର...
IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…
କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...
ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ
କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...
ପ୍ରେମିକାଙ୍କ ‘ବ୍ୟକ୍ତିଗତ ମୁହୂର୍ତ୍ତ’ ଭାଇରାଲ୍, ଓଡ଼ିଶାରେ ଥାଇ ମିଡିଆ ଉପରେ ବର୍ଷିଲେ ହାର୍ଦ୍ଦିକ ପାଣ୍ଡ୍ୟା
ଭୁବନେଶ୍ୱର,୯ା୧୨: ଭାରତୀୟ କ୍ରିକେଟ୍ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନିଜ ପ୍ରେମିକା ମହିକା ଶର୍ମାଙ୍କ ଭିଡିଓ ଏବଂ ଫଟୋ ଅନୁଚିତ ଆଙ୍ଗେଲ୍ରେ ଉଠାଇଥିବା ପାପାରାଜିଙ୍କ ଉପରେ...
ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍ ଇଣ୍ଡିଆର ଟିମ୍ ଘୋଷଣା, ଦଳରେ ଅଛନ୍ତି…
ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...
India vs South Africa: ବାରବାଟୀରେ କେତେଥର ଜିତିଛି ଭାରତ? ଶୁଣିଲେ ତାଜୁବ ହେବେ
କଟକ,୯ା୧୨: ବାରବାଟୀ ବ୍ୟାଟଲ୍ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...
ବାରବାଟୀ ବ୍ୟାଟଲ୍: ଟସ୍ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…
କଟକ,୯ା୧୨: ବାରବାଟୀ ବ୍ୟାଟଲ୍ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...
ବଡ଼ ବୟାନ ଦେଲେ ଗାଙ୍ଗୁଲି, କହିଲେ ସୂର୍ଯ୍ୟକୁମାର ଯାଦବ ନୁହେଁ ଏହି ଖେଳାଳିଙ୍କୁ ଦିଆଯାଉ ଟିମ ଇଣ୍ଡିଆର ଟି-୨୦ କ୍ୟାପଟେନଶିପ
ନୂଆଦିଲ୍ଲୀ,୯।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଆଜି, ଡିସେମ୍ବର ୯,୨୦୨୫ରେ ଆରମ୍ଭ ହେବାକୁ ଯାଉଛି। ସିରିଜର ପ୍ରଥମ...
Archives


