Posted inଜାତୀୟ

ନୋବେଲ ବିଜେତା ଅମର୍ତ୍ତ୍ୟ ସେନଙ୍କ ମୃତ୍ୟୁକୁ ନେଇ ଗୁଜବ; ଝିଅ କହିଲେ-ସୁସ୍ଥ ଅଛନ୍ତି ବାପା

ନୂଆଦିଲ୍ଲୀ,୧୦।୧୦: ନୋବେଲ ପୁରସ୍କାର ବିଜେତା ଭାରତୀୟ ଅର୍ଥନୀତିଜ୍ଞ ଅମର୍ତ୍ତ୍ୟ ସେନଙ୍କ ନିଧନକୁ ନେଇ ମଙ୍ଗଳବାର ଗୁଜବ ସୃଷ୍ଟି ହୋଇଥିଲା। ଏନେଇ ଜଣାପଡ଼ିବା ପରେ ଝିଅ ନନ୍ଦନା ଦେବ ସେନ ଟୁଇଟ୍‌ କରି ଖବରକୁ ଖଣ୍ଡନ କରିଛନ୍ତି। ତାଙ୍କ ବାପା ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି। ଏଭଳି ଖବର ସମ୍ପୂର୍ଣ୍ଣ ଭୁଲ ଏବଂ ବିଭ୍ରାନ୍ତିକର ବୋଲି ନନ୍ଦନା କହିଛନ୍ତି।

୧୯୯୮ରେ ଅମର୍ତ୍ତ୍ୟ ସେନଙ୍କୁ ଅର୍ଥନୀତି ଲାଗି ନୋବେଲ ପୁରସ୍କାର ପ୍ରଦାନ କରାଯାଇଥିଲା। ତେବେ ମଙ୍ଗଳବାର ତାଙ୍କର ପରଲୋକ ନେଇ ଖବର ପ୍ରକାଶ ପାଇଥିଲା। ସେସବୁ ଦେଖିବା ପରେ ନନ୍ଦନା ଟୁଇଟ୍‌ କରି କହିଛନ୍ତି, ‘ବାପାଙ୍କ ପାଇଁ ଚିନ୍ତା କରିଥିବାରୁ ଧନ୍ୟବାଦ। ହେଲେ ଏହା ମିଥ୍ୟା ଖବର। ବାପା ସମ୍ପୂର୍ଣ୍ଣ ସୁସ୍ଥ ଅଛନ୍ତି। ଆମେ କେମ୍ବ୍ରିଜରେ ପରିବାର ସହ ଏକ ସୁନ୍ଦର ସପ୍ତାହ ବିତାଇଛୁ। ସେ ହାର୍ଭାର୍ଡରେ ପ୍ରତି ସପ୍ତାହରେ ଦୁଇଟି ବିଷୟରେ ଶିକ୍ଷା ଦେଉଛନ୍ତି। ଏହାଛଡ଼ା ସେ ତାଙ୍କ ପୁସ୍ତକ ଉପରେ ମଧ୍ୟ କାମ କରୁଛନ୍ତି ବୋଲି ଝିଅ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

ଦମ୍‌ଦାର ବିଜୟ: ୨-୧ରେ ସିରିଜ କବଜା କଲା ଟିମ୍‌ ଇଣ୍ଡିଆ

ବିଶାଖାପାଟଣା,୬।୧୨: ବିଶାଖାପାଟଣାରେ ଶନିବାର ଖେଳାଯାଇଥିବା ତୃତୀୟ ଦିନିକିଆ ମ୍ୟଚ୍‌ରେ ଯଶସ୍ବୀ ଜୟସ୍ବାଲଙ୍କ ଦମ୍‌ଦାର ଶତକ ସହ ଭାରତ ୯ ଉଇକେଟରେ ବିଜୟ ହାସଲ କରିଛି। ଏହା...

ଉତ୍ତମ ପ୍ରଦର୍ଶନ ପାଇଁ ସମ୍ବର୍ଦ୍ଧିତ ହେଲେ ୨ ହୋମ୍‌ଗାର୍ଡ

ଭଞ୍ଜନଗର,୬ା୧୨(ବାବୁଲା ପ୍ରଧାନ): କର୍ମକ୍ଷେତ୍ରରେ ଉତ୍ତମ ପ୍ରଦର୍ଶନ ପାଇଁ ଭଞ୍ଜନଗର ଥାନାର ଦୁଇ ହୋମଗାର୍ଡ ସମ୍ବର୍ଦ୍ଧିତ ହୋଇଛନ୍ତି। ସେମାନେ ହେଲେ ଗୃହରକ୍ଷୀ ପ୍ଲାଟୁନ କମାଣ୍ଡର ପି.ହେମନ୍ତ ରାଓ...

ବାରବାଟୀ ମ୍ୟାଚ୍‌ ପାଇଁ ଗଡ଼ିବ ସ୍ବତନ୍ତ୍ର ବସ୍‌, ଭଡ଼ା ରହିଛି…

କଟକ,୬ା୧୨: ଆସନ୍ତା ୯ ତାରିଖରେ ବାରବାଟୀରେ ହେବ ଦମ୍‌ଦାର ଲଢ଼େଇ। ଭାରତ ସହ ଦକ୍ଷିଣ ଆଫ୍ରିକା ମଇଦାନକୁ ଓହ୍ଲାଇବ। ତେବେ ଏହି ମ୍ୟାଚ୍‌ ଦେଖିବା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri