ମୁରୁକେଶାନଙ୍କ ପେସା ମାଛ ଧରିବା। ହେଲେ ସେହି କାର୍ଯ୍ୟ ମଧ୍ୟରେ ସେ ୧ ଲକ୍ଷ ଗଛ ଲଗାଇପାରିଛନ୍ତି। ଏଥିପାଇଁ ତାଙ୍କୁ ଲୋକେ ‘ମ୍ୟାନ୍ଗ୍ରୋଭ ମ୍ୟାନ୍’ ବୋଲି ସମ୍ବୋଧନ କରୁଛନ୍ତି। ମୁରୁକେଶାନ ରହନ୍ତି କୋଚିରେ, ପଢିଛନ୍ତି ୮ମ ଯାଏ। ସେ ଲଗାତର ବାତ୍ୟାରେ ମ୍ୟାନ୍ଗ୍ରୋଭ ହ୍ରାସ ପାଉଥିବା ଲକ୍ଷ୍ୟ କରି ୧୦ ବର୍ଷ ପୂର୍ବେ ଅର୍ଥାତ୍ ୨୦୨୩ରେ ଗଛ ଲଗା ଅଭିଯାନ ଆରମ୍ଭ କରିଥିଲେ। ଏବେ ସୁଦ୍ଧା ସେ ଏହି କାର୍ଯ୍ୟରେ ନିଜକୁ ସମର୍ପିତ କରି ଦେଇଛନ୍ତି। ମୁରୁକେଶାନ ୨୦ ବର୍ଷ ବୟସରେ ମାଛଧରାରେ ଜଡ଼ିତ ରହିବା ସମୟରୁ ମ୍ୟାନ୍ଗ୍ରୋଭ ଓ ଉପକୂଳର ସୁରକ୍ଷା ବିଷୟ ଚିନ୍ତା କରିଥିଲେ। ସମୟ ଆଗକୁ ବଢିବାବେଳେ ସେ ଯୋଜନା ପ୍ରସ୍ତୁତ କରି ମ୍ୟାନ୍ଗ୍ରୋଭର ସୁରକ୍ଷା ପ୍ରତି ସମୟ ଦେଇଥିଲେ। ଏବେ ମୁରୁକେଶାନଙ୍କ କାର୍ଯ୍ୟରେ ସ୍ବାମୀନାଥନ ଫାଉଣ୍ଡେଶନ ଆଣ୍ଡ ଗ୍ରାସ୍ରୁଟ ସହଯୋଗ କରୁଛି। ସେ ଜୀବନ ସାରା ଏହି କାର୍ଯ୍ୟରେ ବିତାଇବେ ବୋଲି କହିଛନ୍ତି। କେବଳ ଏତିକି ନୁହେଁ, ସେ ଏହି ଗଛ ଲଗାଇବା ଲାଗି ଅନ୍ୟମାନଙ୍କୁ ପ୍ରେରିତ କରୁଛନ୍ତି ଓ ପ୍ରତିବର୍ଷ ୧୦ଟି ମ୍ୟାନ୍ଗ୍ରୋଭ ଚାରା ରୋପଣ କରିବାକୁ ପରାମର୍ଶ ଦେଉଛନ୍ତି।
ଏଇ ଭାରତରେ
ପ୍ରାୟ ଏକ ଦଶନ୍ଧି ପୂର୍ୱରୁ ମହାରାଷ୍ଟ୍ର ପଶ୍ଚିମଘାଟ ପର୍ୱତମାଳା ଆଖପାଖ ଗାଁଗୁଡ଼ିକରେ ଜଳସଙ୍କଟ ଯୋଗୁ କୃଷିରେ ବାଧା ଉପୁଜୁଥିଲା। ସେଠାକାର ବୋର୍ଓ୍ୱେଲ କାମ କରୁ ନ...
ଖଜୁରି ଗଛର କି ଗୁଣ ଗାଇବି
ଦେଶର ସମ୍ୱିଧାନ କହେ ଆଇନ ଦୃଷ୍ଟିରେ ସମସ୍ତେ ସମାନ। ହେଲେ ବାସ୍ତବ କ୍ଷେତ୍ରରେ ତାହାର କାର୍ଯ୍ୟାନ୍ୱୟନ ବା ଅନୁପାଳନ ବେଳେ ହୁଏ କିନ୍ତୁ ଠିକ୍ ତା’ର...
ବିଲୁପ୍ତି ପଥେ ନୀଳରକ୍ତ କଙ୍କଡ଼ା
ମାନବ ଜାତି ପାଇଁ ପରମ ଉପକାରୀ ବନ୍ଧୁ ହେଉଛି ବିରଳ ନୀଳରକ୍ତ କଙ୍କଡ଼ା। ତା’ର ନୀଳରକ୍ତର କଣିକାରେ ଭରି ରହିଛି ଅମୂଲ୍ୟ ଔଷଧୀୟ ଗୁଣ। ବାଲେଶ୍ୱର...
ସମୟ ଧାରାରେ ଚକ୍ରବୃଦ୍ଧି ସୁଧ
ଚକ୍ରବୃଦ୍ଧି ସୁଧ (କମ୍ପାଉଣ୍ଡ ଇଣ୍ଟରେଷ୍ଟ)ର ଧାରଣା ମାନବ ଇତିହାସରେ ସବୁଠୁ ଶକ୍ତିଶାଳୀ ତଥା ବିପଜ୍ଜନକ ଆବିଷ୍କାର। ଏହି ଶବ୍ଦ ସଂସ୍କୃତ ଶବ୍ଦକୋଷ ଓ ବୈଧ-ଅର୍ଥନୈତିକ ସାହିତ୍ୟରେ...
ଦରମା ଦେଇପାରୁନି ଆମେରିକା
ଶ୍ବର ବିକଶିତ ଦେଶ ଆମେରିକାରେ ଅଚଳାବସ୍ଥା। ୧୪ ଲକ୍ଷରୁ ଅଧିକ ଫେଡେରାଲ କର୍ମଚାରୀଙ୍କୁ ବେତନ ନ ମିଳବା , ୪୧ ଲକ୍ଷ ନିମ୍ନ ଆୟକାରୀ ଆମେରିକୀୟଙ୍କ...
ମାନବାଧିକାର, ଆମର ଦୈନନ୍ଦିନ ଆବଶ୍ୟକତା
ଆଜି ସାରା ବିଶ୍ୱରେ ଅନ୍ତର୍ଜାତୀୟ ମାନବାଧିକାର ଦିବସ ପାଳନ ହେଉଛି । ଚଳିତ ବର୍ଷ ଜାତିସଂଘ ତରଫରୁ ଏହି ଦିବସ ପାଇଁ ସ୍ଲୋଗାନ ରହିଛି ”ମାନବାଧିକାର,...
ଗାନ୍ଧୀ ବିଭାଜନକାରୀ
ଭାରତ ୨୦୪୭ ସୁଦ୍ଧା ବିକଶିତ ହେବ ବୋଲି କେନ୍ଦ୍ର ସରକାର ବାରମ୍ବାର ଦୋହରାଉଛନ୍ତି। ବିକଶିତ ଦେଶ ଗଢ଼ିବାର ସ୍ବପ୍ନ ଦେଖାଯିବା ନିଶ୍ଚିତ ଭାବେ ସ୍ବାଗତଯୋଗ୍ୟ। କିନ୍ତୁ...
ଏଇ ଭାରତରେ
ଉତ୍ତରପ୍ରଦେଶର ଧୀରଜ ବର୍ମା ଟିଭି ଶୋ’ ଦେଖି ଷ୍ଟ୍ରବେରି ଚାଷ ଆରମ୍ଭକରି ଜଣେ ସଫଳ ଚାଷୀ ହୋଇପାରିଛନ୍ତି। ସେ ବିନା ମାଟି ଅର୍ଥାତ୍ କେବଳ ପାଣି...
Archives


