Posted inଖେଳ

ପାକିସ୍ତାନ ବିପକ୍ଷ ମ୍ୟାଚ ଖେଳିପାରନ୍ତି ଗିଲ୍‌

ନୂଆଦିଲ୍ଲୀ,୧୧।୧୦: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଏକ ଖୁସି ଖବର ଆସୁଛି। ଭାରତର ତାରକା ଓପନର୍‌ ଶୁଭମନ ଗିଲ୍‌ ଆଜି ଚେନ୍ନାଇରୁ ଅହମ୍ମଦାବାଦ ଯିବେ। ବିସିସିଆଇ ମେଡିକାଲ ଟିମ୍‌ର ତତ୍ତ୍ୱାବଧାନରେ ତାଙ୍କର ପୁନରୁଦ୍ଧାର ଜାରି ରହିବ ଏବଂ ସେ ପାକିସ୍ତାନ ବିପକ୍ଷ ମ୍ୟାଚ ଖେଳିପାରନ୍ତି। ଗିଲ୍‌ ଡେଙ୍ଗୁରେ ପୀଡିତ ଥିଲେ ଏବଂ ଅଷ୍ଟ୍ରେଲିଆ ବିପକ୍ଷ ମ୍ୟାଚରେ ଖେଳିନଥିଲେ। ଏହା ପରେ ସେ ଚିକିତ୍ସା ପାଇଁ ଚେନ୍ନାଇରେ ରହିଥିଲେ ଏବଂ ବାକି ଦଳ ଆଫଗାନିସ୍ତାନ ବିପକ୍ଷ ମ୍ୟାଚ ପାଇଁ ଦିଲ୍ଲୀ ଯାଇଥିଲେ। ବର୍ତ୍ତମାନ ଗିଲ୍‌ ଅହମ୍ମଦାବାଦରେ ଭାରତୀୟ ଦଳରେ ଯୋଗଦେବେ। ଏଠାରେ ଭାରତକୁ ୧୪ ଅକ୍ଟୋବରରେ ପାକିସ୍ତାନ ବିପକ୍ଷରେ ଖେଳିବାକୁ ପଡିବ।

ଗିଲ୍‌ଙ୍କ ସ୍ବାସ୍ଥ୍ୟ ସମ୍ବନ୍ଧରେ ବିସିସିଆଇ ଦ୍ୱାରା କୌଣସି ଅପ୍‌ଡେଟ ଦିଆଯାଇନାହିଁ। ତେବେ ଗଣମାଧ୍ୟମ ରିପୋର୍ଟରେ କୁହାଯାଇଛି ଯେ, ଗିଲ୍‌ ଆଜି ଅହମ୍ମଦାବାଦରେ ପହଞ୍ଚିବେ ଏବଂ ବିସିସିଆଇ ମେଡିକାଲ ଟିମ୍‌ର ତତ୍ତ୍ୱାବଧାନରେ ତାଙ୍କର ପୁନରୁଦ୍ଧାର କାର୍ଯ୍ୟ ଜାରି ରହିବ। ଏଭଳି ପରିସ୍ଥିତିରେ ପାକିସ୍ତାନ ବିପକ୍ଷ ମ୍ୟାଚରେ ଖେଳିବାର ସମ୍ଭାବନା ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ନଦୀକୂଳରେ ପଡ଼ିଛି ଶିଶୁପୁତ୍ରର ମୃତଦେହ, ଲାଗିଛି ଅନ୍ତନାଡ଼ୀ; କିଏ ଫିଙ୍ଗିଛି…

କେନ୍ଦ୍ରାପଡା, ୧୧।୧ (ଜଗନ୍ନାଥ ଧଳ)- କେନ୍ଦ୍ରାପଡ଼ା ଜିଲା ସଦର ଥାନା କେନ୍ଦ୍ରାପଡା ବ୍ଲକ ଗୁଲନଗର ପଞ୍ଚାୟତ ଭ୍ରମରଦିଆ ପାଟଣା ନିକଟ ଗୋବରୀ ନଦୀକୂଳରୁ ଶିଶୁପୁତ୍ରର ମୃତଦେହ...

ଅଶ୍ଳୀଳ ଫଟୋକୁ ନେଇ ବିବାଦ ପରେ, ଭୁଲ ସ୍ବୀକାର କଲେ X, ୩,୫୦୦ ପୋଷ୍ଟ ସମେତ ୬୦୦ ଆକାଉଣ୍ଟ ଡିଲିଟ

ଓ୍ବାଶିଂଟନ,୧୧।୧: କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ପରେ, X ଅନେକ ଉପଭୋକ୍ତାଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ସୋସିଆଲ ମିଡିଆ ପ୍ଲାଟଫର୍ମ ୬୦୦ ଆକାଉଣ୍ଟ ଡିଲିଟ କରିଛି...

Pakistan Terrorism: ପାକିସ୍ତାନର ପୋଲ୍‌ ଖୋଲିଲେ ଲସ୍କର ଆତଙ୍କବାଦୀ, କହିଲେ ପାକିସ୍ତାନ ସେନା ମୋତେ ଦେଉଥିଲା…

ଇସଲାମାବାଦ,୧୧।୧: ପାକିସ୍ତାନ ଏବଂ ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଇବା (LeT) ମଧ୍ୟରେ ସମ୍ପର୍କର ଦୀର୍ଘ ଦିନର ଅଭିଯୋଗ ପୁଣିଥରେ ପ୍ରମାଣିତ ହୋଇଛି। ଲସ୍କର-ଏ-ତୋଇବାର ଉପମୁଖ୍ୟ ଏବଂ ପହଲଗାମ...

ହସଖୁସିରେ ଘରୁ ବୁଲି ବାହାରିଥିଲେ: ତପ୍ତପାଣି ଘାଟିରେ ଠିଆ ହୋଇଥିବା ଟ୍ରକ୍‌କୁ ପିଟିଲା ଟାଭେଲର୍ସ, ୨୫ ଯାତ୍ରୀ…

ଦିଗପହଣ୍ଡି,୧୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି ଘାଟି ପାଳୁଖଳା ଗ୍ରାମ ନିକଟ ମୁଖ୍ୟରାସ୍ତାରେ ରବିବାର ଭୋରରେ ଏକ ଲୁହାଛଡ଼...

Colombia Plane Crash: କଲମ୍ବିଆ ବିମାନ ଦୁର୍ଘଟଣାରେ ପ୍ରସିଦ୍ଧ ଗାୟକଙ୍କ ସମେତ ୬ ମୃତ

ବୋଗୋଟା,୧୧।୧: କଲମ୍ବିଆରେ ଏକ ମର୍ମନ୍ତୁଦ ବିମାନ ଦୁର୍ଘଟଣାରେ ପ୍ରସିଦ୍ଧ ଗାୟକ ୟେସନ ଜିମେନେଜଙ୍କ ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ମୋଟ ଛଅ ଜଣ ପ୍ରାଣ ହରାଇଛନ୍ତି।...

ଘରୁ ବାହାରି ଆସିଥିଲେ ପୁଅ ରାସ୍ତାରେ ଜଗି ବସିଥିଲା ମୃତ୍ୟୁ: ବାହୁନି ବାହୁନି କାନ୍ଦୁଛି ମା’

ଦିଗପହଣ୍ଡି,୧୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ଶ୍ରୀ ଶନିଶ୍ଚର ମନ୍ଦିର ନିକଟ ମୁଖ୍ୟରାସ୍ତାରେ ରବିବାର ଦୁର୍ଘଟଣା ଘଟିଛି। ସକାଳେ ବୀଣାପାଣି ନାମକ...

Rahul Dravid Net Worth: ରାହୁଲ ଦ୍ରାଭିଡଙ୍କ ନେଟ ଓ୍ବର୍ଥ କେତେ? ଜାଣନ୍ତୁ କେଉଁଠୁ ଆସୁଛି ଏହି ଅର୍ଥ

ନୂଆଦିଲ୍ଲୀ,୧୧।୧: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ଏବଂ ମୁଖ୍ୟ ପ୍ରଶିକ୍ଷକ ରାହୁଲ ଦ୍ରାବିଡ ଆଜି ଜାନୁଆରୀ ୧୧ ତାରିଖରେ ତାଙ୍କର ୫୩ତମ ଜନ୍ମଦିନ ପାଳନ...

ଟିମ୍‌ ଇଣ୍ଡିଆକୁ ବଡ଼ ଝଟକା, ବାହାରିଗଲେ ଏହି ଖେଳାଳି, ଜାଣନ୍ତୁ ବଡ଼ କାରଣ

ନୂଆଦିଲ୍ଲୀ,୧୧।୧: ଭାରତ ବନାମ ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ ଜାନୁଆରୀ ୧୧ରେ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ଟିମ ଇଣ୍ଡିଆ ପାଇଁ ଖରାପ ଖବର ଆସିଛି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri