Posted inଜାତୀୟ

୨୦୪୦ ସୁଦ୍ଧା ଚନ୍ଦ୍ରକୁ ପ୍ରଥମ ଭାରତୀୟ ପଠାଇବାକୁ ଲକ୍ଷ୍ୟ, ଗଗନୟାନ ମିଶନ ସମୀକ୍ଷା ବୈଠକରେ କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୭।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଗନୟାନ ମିଶନ ପାଇଁ ପ୍ରସ୍ତୁତିର ସମୀକ୍ଷା କରିଛନ୍ତି। ଏହି ସମୟରେ ସେ ବୈଜ୍ଞାନିକମାନଙ୍କୁ କହଛନ୍ତି, ୨୦୪୦ ସୁଦ୍ଧା ଚନ୍ଦ୍ରକୁ ଜଣେ ବ୍ୟକ୍ତିଙ୍କୁ ପଠାଇବା ଏବଂ ୨୦୩୫ସୁଦ୍ଧା ଏକ ସ୍ପେସ ଷ୍ଟେଶନ ସ୍ଥାପନ କରିବା ପାଇଁ ଭାରତ ଲକ୍ଷ୍ୟ କରିବା ଉଚିତ୍‌। ପ୍ରଧାନମନ୍ତ୍ରୀ ମୋଦୀ ବୈଜ୍ଞାନିକମାନଙ୍କୁ ନୂତନ ଲକ୍ଷ୍ୟରେ ଶୁକ୍ର ଅର୍ବିଟର୍‌ ମିଶନ ଏବଂ ମଙ୍ଗଳ ଲ୍ୟାଣ୍ଡର ଉପରେ କାର୍ଯ୍ୟ କରିବାକୁ କହିଛନ୍ତି।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ କହିଛି, ଗଗନୟାନ ମିଶନ ଉପରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ସମୟରେ ମହାକାଶ ବିଭାଗ ମିଶନର ଏକ ବିସ୍ତୃତ ସମୀକ୍ଷା ଉପସ୍ଥାପନ କରିଥିଲା, ଯେଉଁଥିରେ ମାନବ-ମାନ୍ୟତା ପ୍ରାପ୍ତ ଲଞ୍ଚ ଯାନ ଏବଂ ସିଷ୍ଟମ ଯୋଗ୍ୟତା ଭଳି ବିକଶିତ ବିଭିନ୍ନ ପ୍ରଯୁକ୍ତିବିଦ୍ୟା ସାମିଲ।


Enter your email to get our daily news in your inbox.

All Right Reserved By Dharitri.Com

ସରକାରୀ ଜମିକୁ ଜବରଦଖଲ କଲା ଘରୋଇ ଶିକ୍ଷାନୁଷ୍ଠାନ: ତାଲିଲେ ଗାଁ ଲୋକେ, ଦେଲେ ଏଭଳି ଚେତାବନୀ

ପାଟଣା,୨୯।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ମୂଷା ଖୋରି ଆରଆଇ ସର୍କଲ ଅନ୍ତର୍ଗତ ଭାଲୁଘର ମୌଜାର ହୁଡ଼ି ଓ ସରକାରୀ ଜମିକୁ ବିବେକାନନ୍ଦ...

ଆହୁରି ୩ ଦିନ ଶୀତରେ ଥରିବେ ରାଜ୍ୟବାସୀ, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୯ା୧୨: ରାଜ୍ୟରେ ଶୀତ ଲହରି ଜାରି ରହିଥିବାବେଳେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ ପରିବର୍ତ୍ତନ ହେବ ନାହିଁ। ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ...

ମା’ ସୁରେଶ୍ଵରୀଙ୍କ ଐତିହାସିକ ଘାଟ ଯାତ୍ରାରେ ଜନସମାଗମ, ବଳି ଦେଲେ ମାନସିକ ପୂରଣ ହୋଇଥିବା ବ୍ୟକ୍ତି

ରିଷିଡା ୨୯/୧୨(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା କେଉଁଟ କୈବର୍ତ୍ତ ଆଞ୍ଚଳିକ ସମାଜ ତରଫରୁ ତେରେସିଂହା ଆମପାଲି ନଦୀ ଘାଟ ଠାରେ ଐତିହାସିକ...

ମୋଦିଙ୍କୁ ପ୍ରଶଂସା କରି ଫସିଲେ ଦିଗବିଜୟ: କଂଗ୍ରେସରେ ହଲଚଲ

ନୂଆଦିଲ୍ଲୀ,୨୯।୧୨: କଂଗ୍ରେସ କାର୍ଯ୍ୟକାରିଣୀ ବୈଠକ ପୂର୍ବରୁ ବରିଷ୍ଠ କଂଗ୍ରେସ ନେତା ଦିଗବିଜୟ ସିଂହ ଭାଜପା ଏବଂ ଆରଏସଏସର ସାଂଗଠନିକ ଶକ୍ତିକୁ ପ୍ରଶଂସା କରି ଦଳ ପାଇଁ...

ଅତୀତର ସ୍ମୃତିକୁ ମନେ ପକାଇଲେ ପୁରାତନ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ରାଧାଶ୍ୟାମ ଉଚ୍ଚ ବିଦ୍ୟାଳୟ ଏବଂ ରାଧାଦାମୋଦର ବାଳିକା ଉଚ୍ଚ ବିଦ୍ୟାଳୟ ୧୯୯୧ ମାଟ୍ରିକ...

ଆରାବଳି ମାମଲା: ରାୟ ଉପରେ ସୁପ୍ରିମକୋର୍ଟଙ୍କ ରହିତାଦେଶ

ନୂଆଦିଲ୍ଲୀ,୨୯ା୧୨: ଆରାବଳି ମାମଲା ରାୟ ଉପରେ ସୁପ୍ରିମକୋର୍ଟ ରହିତାଦେଶ ଜାରି କରିଛନ୍ତି। ନଭେମ୍ବର ୨୦ ରାୟ ଉପରେ ଏହି ରହିତାଦେଶ ଦେଇଛନ୍ତି ମାନ୍ୟବର କୋର୍ଟ। ପରିବେଶବିତ୍‌ଙ୍କୁ...

ନର୍ସିଂହୋମରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୧୬ ଜଣ ବୃଦ୍ଧାବୃଦ୍ଧ

ନୂଆଦିଲ୍ଲୀ,୨୯।୧୨: ଇଣ୍ଡୋନେସିଆର ଏକ ନର୍ସିଂହୋମରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି, ଯେଉଁଥିରେ ୧୬ ଜଣଙ୍କର ମୃତ୍ୟୁ ହୋଇଛି। ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଖବରପାଇ...

ବିମାନବନ୍ଦରରେ ୨ଯୁବକଙ୍କୁ ବାଂଲାଦେଶୀ କହି ମାଡ଼ିବସିଲେ, ପରେ…

ଭୁବନେଶ୍ୱର,୨୯।୧୨: ବାଂଲାଦେଶୀ ଭାଭିଲେ ଆଉ ମାଡ଼ିବସିଲେ। ଆମ ହିନ୍ଦୁ ମାନଙ୍କୁ ବାଂଲାଦେଶରେ ଅମାନୁଷିକ ଭାବେ ହତ୍ୟା କରୁଛ କହି ଦୁଇ ଯୁବକଙ୍କୁ ବାଂଲାଦେଶୀ ସନ୍ଦେହରେ ଭୁବନେଶ୍ୱର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri