Posted inଖେଳ

ନେଦରଲାଣ୍ଡ-ଦକ୍ଷିଣ ଆଫ୍ରିକା ମ୍ୟାଚ: ବର୍ଷା ଯୋଗୁ ୪୩ ଓଭର ଖେଳ ନିଷ୍ପତ୍ତି…

ଧର୍ମଶାଳା,୧୭।୧୦ : ବିଶ୍ୱକପ ୨୦୨୩ର ୧୫ ତମ ମ୍ୟାଚ ହିମାଚଳପ୍ରଦେଶର ଧର୍ମଶାଳାର କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଖେଳା ଯାଉଛି। ଟସ ଜିତି ଦକ୍ଷିଣ ଆଫ୍ରିକା ଅଧିନାୟକ ଟେମ୍ବା ବେଭୁମା ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବାବେଳେ ନେଦରଲାଣ୍ଡ ଦଳ ବ୍ୟାଟିଂ ଅଧିନାୟକ ସ୍କଟ ଏଡଓ୍ବାଡଙ୍କ ନେତୃତ୍ୱରେ ବ୍ୟାଟିଂ ଆରମ୍ଭ କରିଛି। ତେବେ ବର୍ଷା ଯୋଗୁ ଖେଳ ୪୩ ଓଭର କରିବାକୁ ମ୍ୟାଚ ଅମ୍ପାୟର ଘୋଷଣା କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି -୨୦ ବିଶ୍ୱକପ୍‌ ପାଇଁ ଦଳ ଘୋଷଣା କଲା ନେଦରଲାଣ୍ଡ୍ସ

ନୂଆଦିଲ୍ଲୀ,୧୩।୫: ନେଦରଲାଣ୍ଡ୍ସ ୨୦୨୪ ଟି -୨୦ ବିଶ୍ୱକପ୍‌ ପାଇଁ ଦଳ ଘୋଷଣା କରିଛି। ଦଳ ସ୍କଟ ଏଡୱାର୍ଡସଙ୍କୁ ଅଧିନାୟକ କରିଛି। ଆର୍ଯ୍ୟନ ଦତ୍ତ ଏବଂ ବାସ...

ଆଇପିଏଲ ୨୦୨୪ ବିଜେତା ଦଳକୁ ମିଳିବ କୋଟି କୋଟି ଟଙ୍କା, ପରାଜିତ ଦଳ ଉପରେ ହେବ ମଧ୍ୟ ଟଙ୍କା ବର୍ଷା

ନୂଆଦିଲ୍ଲୀ,୧୩।୫: ଆଇପିଏଲ ୨୦୨୪ର ପ୍ଲେ ଅଫ ମ୍ୟାଚ ମେ ୨୧ରୁ ଆରମ୍ଭ ହେବ। ଟୁର୍ନାମେଣ୍ଟର ଅନ୍ତିମ ମ୍ୟାଚ ୨୬ ମେ’ ଚେନ୍ନାଇରେ ଖେଳାଯିବ। ଯଦି ଆମେ...

‘ମନ୍ଦିରରେ ବିରାଜିବେ ମାହି…,’ ଧୋନିଙ୍କୁ ଭଗବାନ କରିଦେଲେ ପୂର୍ବତନ କ୍ରିକେଟର

ନୂଆଦିଲ୍ଲୀ,୧୩।୫: ଆଇପିଏଲ ୨୦୨୪ ର ୬୧ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗସ ରାଜସ୍ଥାନ ରୟାଲ୍ସର ସମ୍ମୁଖୀନ ହୋଇଥିଲା। ଚେନ୍ନାଇ ଏହି ମ୍ୟାଚରେ ରାଜସ୍ଥାନକୁ ପରାସ୍ତ କରିଛି।...

ଆରସିବିର ବିଜୟ ଦେଖି ଭାବପ୍ରବଣ ହେଲେ ଅନୁଷ୍କା

ବେଙ୍ଗାଲୁରୁ,୧୩।୫: ବେଙ୍ଗାଲୁରୁର ଏମ୍‌ ଚିନ୍ନାସ୍ବାମୀ ଷ୍ଟାଡିୟମରେ ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମାଙ୍କୁ ଦେଖିବାକୁ ମିଳିଥିଲା। ସେ ତାଙ୍କ ସ୍ବାମୀ ଏବଂ ଭାରତୀୟ କ୍ରିକେଟର ବିରାଟ କୋହଲିଙ୍କୁ...

ଏହି ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ କଭର୍‌ ଡ୍ରାଇଭ୍‌ ଦେଖି ଆଶ୍ଚର୍ଯ୍ୟ ହେଲେ ଅଷ୍ଟ୍ରେଲିୟ କିମ୍ବଦନ୍ତୀ

ବେଙ୍ଗାଲୁରୁ,୧୩।୫: ଆଇପିଏଲ ୨୦୨୪ର ୬୨ତମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ ବେଙ୍ଗାଲୁରୁ ଷଷ୍ଠ ବିଜୟ ହାସଲ...

ଆରସିବି ଜିତିବା ପରେ ପଏଣ୍ଟ ଟେବୁଲ୍‌ରେ ବଡ଼ ପରିବର୍ତ୍ତନ: ଜାଣନ୍ତୁ କ’ଣ ପ୍ଲେ ଅଫ୍‌ ସମୀକରଣ

ନୂଆଦିଲ୍ଲୀ,୧୩।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ୪୭ ରନରେ ପରାସ୍ତ କରିଛି। ଏହିପରି ଫାଫ ଡୁ ପ୍ଲେସିସଙ୍କ ନେତୃତ୍ୱରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ କ୍ରମାଗତ...

ପ୍ଲେ ଅଫ୍‌ ଆଶା ଉଜ୍ଜୀବିତ ରଖିଲା ଆରସିବି

ବେଙ୍ଗାଲୁରୁ,୧୨ା୫: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ)ରେ ଦିଲ୍ଳୀ କ୍ୟାପିଟାଲ୍ସ ବିପକ୍ଷ ମ୍ୟାଚ୍‌କୁ ୪୭ ରନରେ ଜିତି ନେଇଛି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି)। ଏମ୍‌. ଚିନ୍ନାସ୍ବାମୀ ଷ୍ଟାଡିୟରେ ଆରସିବି...

ଛକା-ଚୌକା ମାରି ପ୍ରଥମେ ଚିଡ଼ାଇଲେ କୋହଲି, ଆଉଟ୍‌ ହେବା ପରେ ଇଶାନ୍ତ ନେଲେ ବଦ୍‌ଲା: ଦେଖନ୍ତୁ ଭିଡିଓ

ବେଙ୍ଗାଲୁରୁ,୧୨।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ଇଶାନ୍ତ ଶର୍ମା ଏବଂ ବିରାଟ କୋହଲିଙ୍କ ମଧ୍ୟରେ ଏକ ମଜାଦାର ଘଟଣାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri