ଅନଶନରେ ବସିଥିବା ଖବରଦାତାଙ୍କୁ ଆକ୍ରମଣ

ନୟାଗଡ଼ ଅଫିସ,୯ା୮: ଦଶପଲ୍ଲା ବ୍ଲକ ଟାକେରା ଆଶ୍ରମ ବିଦ୍ୟାଳୟକୁ ଖବର ସଂଗ୍ରହ ପାଇଁ ଯାଇଥିବା ବେଳେ ଖବରଦାତାମାନଙ୍କୁ ଦୁର୍ବ୍ୟବହାର କରାଯାଇଥିଲା। ଏଥିରେ ସମ୍ପୃକ୍ତ ଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ଖବରଦାତାମାନେ ଥାନା ଆଗରେ ଅନଶନ ଚଳାଇଥିଲେ। ହେଲେ ଗୁରୁବାର କେତେଜଣ ଯୁବକ ଅନଶନସ୍ଥଳରେ ପହଞ୍ଚତ୍ ଖବରଦାତାଙ୍କୁ ଆକ୍ରମଣ କରିବା ସହିତ ଟେଣ୍ଟ ଭାଙ୍ଗିଦେଇଛନ୍ତି। ଏହି ଘଟଣାକୁ ସାଧାରଣରେ ନିନ୍ଦା କରାଯାଇଛି। ପ୍ରକାଶ ଯେ, ଦୁଇଦଫା ଦାବି ନେଇ ଖବରଦାତା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପ୍ରଥମେ ଧାରଣା ଓ ପରେ ଆମରଣ ଅନଶନ ଆରମ୍ଭ ହୋଇଥିଲା। ଗୁରୁବାର ଏହା ୪ର୍ଥ ଦିନରେ ପହଞ୍ଚତ୍ଥିଲା। ଅପରାହ୍ନରେ ସ୍ଥାନୀୟ ବିଧାୟକ ରମେଶ ଚନ୍ଦ୍ର ବେହେରା ଅନଶନସ୍ଥଳରେ ପହଞ୍ଚତ୍ ଖବରଦାତାଙ୍କ ସହ ଆଲୋଚନା କରିଥିଲେ। ବିଧାୟକ ସେଠାରୁ ଫେରିବା ପରେ ହଠାତ୍‌ କେତେଜଣ ଯୁବକ ପହଞ୍ଚତ୍ ଖବରଦାତାଙ୍କୁ ଆକ୍ରମଣ ସହ ଟେଣ୍ଟ ଭାଙ୍ଗି ଦେଇଥିଲେ। ଏ ନେଇ ଦଶପଲ୍ଲା ଥାନାରେ କୌଣସି ଅଭିଯୋଗ ହୋଇ ନ ଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୟାଗଡ଼ ବଉଳସାହିରେ ଗୋଷ୍ଠୀ ସଂଘର୍ଷ: ବୋମାମାଡ଼-ଗୁଳିମାଡ଼ରେ ୨ ଗୁରୁତର

ନୟାଗଡ଼,୧।୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଇଟାମାଟି ଥାନାର ବଉଳସାହି ଗାଁରେ ବୁଧବାର ଗୋଷ୍ଠୀ ସଂଘର୍ଷ ଘଟିଛି। ବିଜେଡି ଓ ଭାଜପା ସମର୍ଥକଙ୍କ ମଧ୍ୟରେ ବୋମାମାଡ଼ ଏବଂ...

ଭାଜପା ପାଇଁ ପ୍ରଚାର କରି ଅଙ୍ଗନୱାଡି ସହାୟିକା ବହିଷ୍କୃତ

ନୟାଗଡ଼,୧।୫(ଲୋକନାଥ ମିଶ):ଭାଜପା ପାଇଁ ପ୍ରଚାର କରି ନୟାଗଡ଼ ଜିଲା ଓଡ଼ଗଁା ବ୍ଲକ୍‌ ରୋହିବାଙ୍କ ପଞ୍ଚାୟତ ଭଗବତୀପ୍ରସାଦ ଅଙ୍ଗନୱାଡ଼ି କେନ୍ଦ୍ରର ସହାୟିକାଙ୍କ ଚାକିରି ଯାଇଛି। ନିର୍ବାଚନ ଆଚରଣ...

ଚିନ୍ତା ବଢ଼ାଇଲାଣି ଜଙ୍ଗଲ ନିଆଁ

ନୟାଗଡ଼,୩୦।୪(ଲୋକନାଥ ମିଶ୍ର): ନୟାଗଡ଼ ବନଖଣ୍ଡ ଓ ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡରେ ଜଙ୍ଗଲରେ ଲାଗୁଥିବା ନିଆଁ ଚିନ୍ତା ବଢାଇ ଦେଲାଣି। ଅଗ୍ନିବର୍ଷା ବେଳେ ଜଙ୍ଗଲର ନିଆଁର ତାତି...

ବାସି, ଦୂଷିତ ଖାଦ୍ୟ ବିକ୍ରି ବଢ଼ୁଛି

ନୟାଗଡ଼,୨୯।୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ବିଭିନ୍ନ ହୋଟେଲ, ଢ଼ାବା, ଜଳଖିଆ ଦୋକାନରେ ବିକ୍ରି ହେଉଥିବା ଖାଦ୍ୟ ଆଖିକୁ ଭଲ ଦେଖାଯାଉଥିଲେ ହେଁ ଗୁଣବତ୍ତା(ମାନ) ଠିକ୍‌ ରହୁନି...

କମିଲାନି ଅପାଠୁଆ ଡାକ୍ତରଙ୍କ ରୋଗୀସେବା

ନୟାଗଡ଼,୨୮।୪(ଲୋକନାଥ ମିଶ୍ର)ନୟାଗଡ଼ ଜିଲାରେ ଅପାଠୁଆ ନକଲି ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ବଦଳରେ ଅନୁକମ୍ପା ଯୋଗୁ ଦୌରାମତ୍‌ୟ କମିବା ପରିବର୍ତ୍ତେ ବଢ଼ି ଚାଲିଛି । ରଣପୁର ବ୍ଲକ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଚାଷୀ ଦେଉଛନ୍ତି ଜଳକର, ଜମିରେ ମାଡୁନି ପାଣି

ନୂଆଗାଁ,୨୬।୪( ଧନେଶ୍ୱର ସାହୁ): ଚାଷ ଜମିକୁ ଜଳସେଚନର ସୁବିଧା ଯୋଗାଇ ଦେବା ପାଇଁ ସରକାର ଅନେକ କୋଟି ଟଙ୍କା ବ୍ୟୟ କରୁଛନ୍ତି। ଜଳସେଚନ ପ୍ରକଳ୍ପ ନିର୍ମାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri