ନୂଆଦିଲ୍ଲୀ,୨୧।୧୦: ପ୍ରତିରକ୍ଷା ମନ୍ତ୍ରଣାଳୟ ଅଧୀନରେ କାର୍ଯ୍ୟ କରୁଥିବା ସଂସ୍ଥା ସିପିୟାର୍ଡ ମଜାଗନ ଡକ ସିପବିଲ୍ଡର୍ସ ଲିମିଟେଡ (MDL) ନୌସେନା ପାଇଁ ଏକ ଶକ୍ତିଶାଳୀ ପଣ୍ଡୁବି(ବୁଡା ଜାହାଜ) ପ୍ରସ୍ତୁତ କରିଛ। ଇମ୍ପାଲ ନାମକୁ ଏହି ଶକ୍ତିଶାଳୀ ବୁଡାଜାହାଜକୁ ନୌସେନାକୁ ହସ୍ତାନ୍ତର କରାଯାଇଛି। ଭାରତୀୟ ନୌସେନା କହିଛି ଯେ, ଇମ୍ଫାଲ ସ୍ବଦେଶୀ ବିକଶିତ ଅସ୍ତ୍ର ଓ ସେନ୍ସର ସହିତ ସଜ୍ଜିତ ହୋଇଛି। ଏଥିରେ ହଲ-ମାଉଣ୍ଟେଡ ସୋନାର ହାମସା ଏନଜି, ଭାରି ଓଜନ ଟର୍ପେଡୋ ଟ୍ୟୁବ ଲଞ୍ଚର୍ ଏବଂ ଏଏସଡବ୍ଲୁ ରକେଟ ଲଞ୍ଚର୍ ମଧ୍ୟ ରହିଛି।
Posted inHome, Home Middle, ଜାତୀୟ View All
ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ
ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...
୧୦ମ ଶ୍ରେଣୀ ଇତିହାସ, ରାଜନୀତି ବିଜ୍ଞାନ ବହିରେ ଭୁଲ୍ ତଥ୍ୟ
ଭଦ୍ରକ,୨୮।୧୨(ସନାତନ ରାଉତ): ୨୦୧୩ ମସିହାରେ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ମୁଦ୍ରିତ ଓ ପ୍ରକାଶିତ ୧୦ମ ଶ୍ରେଣୀ ଇତିହାସ ଓ ରାଜନୀତି ବିଜ୍ଞାନ ବହିରେ...
ସରକାରଙ୍କ ବଡ଼ ଘୋଷଣା, ଅନ୍ଲାଇନରେ ହେବନି…
କଟକ,୨୮।୧୨(କାର୍ତ୍ତିକ ସାହୁ): ଏଣିକି ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍ଟିଓ)ରେ ମୋଟରଯାନ ନିୟମ ଉଲ୍ଲଂଘନରେ ଜାରି ହୋଇଥିବା ଇ-ଚାଲାଣ ବାବଦରେ ନଗଦ ଅର୍ଥ ଅଫ୍ଲାଇନରେ ଗ୍ରହଣ କରାଯିବ।...
ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…
ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...
‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…
ନୂଆଦିଲ୍ଲୀ, ୨୭।୧୨: ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...
ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ
ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...
ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍ ଜବତ
ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍ପି...
ରାସ୍ତାରେ ଟ୍ରକ୍ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…
ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍ ଗେଟ୍ ନିକଟରେ...
Archives


