Posted inଖେଳ

ପୁଣି ହାରିଲା ପାକିସ୍ତାନ

ବେଙ୍ଗାଲୁରୁ, ୨୦।୧୦: ବିଶ୍ୱକପ ୨୦୨୩ରେ ଶୁକ୍ରବାର ଖେଳାଯାଉଥିବା ମୁକାବିଲାରେ ଅଷ୍ଟ୍ରେଲିଆ-ପାକିସ୍ତାନକୁ ପରାସ୍ତ କରିଛି। ଡେଭିଡ ଓ୍ବାର୍ନର ଓ ମିଚେଲ ମାର୍ଶଙ୍କ ରେକର୍ଡ ଦ୍ୱିଶତକୀୟ ଓପନିଂ ଭାଗୀଦାରିପରେ ବୋଲରଙ୍କ ମିଳିତ ଅବଦାନ ବଳରେ ଅଷ୍ଟ୍ରେଲିଆ ପାକିସ୍ତାନକୁ ୬୨ ରନରେ ପରାସ୍ତ କରିଛି। ହାଇସ୍କୋରିଂ ମ୍ୟାଚରେ ଅଷ୍ଟ୍ରେଲିଆ ୫୦ ଓଭରରେ ୯ ଉଇକେଟ ହରାଇ ୩୬୭ ରନ କରିଥିଲା। ପାକିସ୍ତାନ ଭଲ ଆରମ୍ଭ କରିଥିଲେ ହେଁ ଲକ୍ଷ୍ୟ ପଥରୁ ବିଚ୍ୟୁତ ହୋଇ ୪୫.୩ ଓଭରରେ ୩୦୫ ରନ କରି ଅଲ୍‌ ଆଉଟ ହୋଇଥିଲା। ଚଳିତ ବିଶ୍ୱକପରେ ଅଷ୍ଟ୍ରେଲିଆର ଏହା କ୍ରମାଗତ ଦ୍ୱିତୀୟ ବିଜୟ। ନିଜର ପ୍ରଥମ ଦୁଇ ମ୍ୟାଚରେ ଭାରତ ଓ ଦକ୍ଷିଣ ଆଫ୍ରିକାଠାରୁ ହାରିଥିବା ଏହି ଦଳ ପୂର୍ବ ମ୍ୟାଚରେ ଶ୍ରୀଲଙ୍କାକୁ ପରାସ୍ତ କରିଥିଲା। ଅନ୍ୟପକ୍ଷରେ ପାକିସ୍ତାନର ଏହା କ୍ରମାଗତ ଦ୍ୱିତୀୟ ପରାଜୟ। ନିଜର ପ୍ରଥମ ୨ ମ୍ୟାଚରେ ବାବର ଆଜମଙ୍କ ଦଳ ଯଥାକ୍ରମେ ନେଦରଲାଣ୍ଡ୍ସ ଓ ଶ୍ରୀଲଙ୍କାକୁ ହରାଇଥିବାବେଳେ ପୂର୍ବ ମ୍ୟାଚରେ ଭାରତଠାରୁ ହାରି ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

1st T20I: ଅଭିଷେକ ଓ ରିଙ୍କୁଙ୍କ ବିସ୍ଫୋରକ ବ୍ୟାଟିଂ; ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତର ବିଶାଳ ସ୍କୋର

ନାଗପୁର,୨୧।୧: ନାଗପୁରରେ ଅନୁଷ୍ଠିତ ପ୍ରଥମ ଟି-୨୦ ମ୍ୟାଚ୍‌ରେ ଭାରତୀୟ ବ୍ୟାଟରମାନେ ରନ୍‌ର ବର୍ଷା କରିଛନ୍ତି। ଅଭିଷେକ ଶର୍ମା ଏବଂ ରିଙ୍କୁ ସିଂଙ୍କ ଧୂଆଁଧାର ପାଳି ବଳରେ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri