Odisha Elections 2024

ଗଛରେ ଝୁଲିପଡ଼ିଲେ ନବମଶ୍ରେଣୀ ଛାତ୍ରୀ

ପାଟଣା,୨୩।୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା ଭୁଲୁଦା ଗ୍ରାମରେ ଘର ନିକଟରେ ଥିବା ଏକ ଗଛରୁ ସୋମବାର ଜଣେ ନବଶ୍ରେଣୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ପୋଲିସ ଜବତ କରିଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ନାବାଳିକା ଜଣଙ୍କ ମାମୁ ଘରେ ରହି ପାଠ ପଢୁଥିଲେ। ସୋମବାର ସକାଳୁ କିଛି ଲୋକ ନାବାଳିକାଙ୍କ ମୃତଦେହ ଝୁଲୁଥିବା ଦେଖି ପୋଲିସକୁ ଖବର ଦେଇଥିଲେ। ଖବର ପାଇ ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଛେଦ ପାଇଁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି। ଏଥି ସହ ଘଟଣାର ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ହିଂସା ହେବା ଆଶଙ୍କା ନେଇ କନ୍ଧମାଳରେ ୧୪୪ ଧାରା ଜାରି କଲା ପ୍ରଶାସନ

ଦାରିଙ୍ଗବାଡି,୧୬।୫: (ଅରୁଣ ସାହୁ): କନ୍ଧମାଳ ଜିଲାରେ କୌଣସି ନିର୍ବାଚନୀ ହିଂସା ହେବା ଆଶଙ୍କାରେ ଜିଲା ପ୍ରଶାସନ ପକ୍ଷରୁ ଧାରା ୧୪୪ ଜାରି କରାଯାଇଛି । ଏହି...

ବାଇକ୍‌ ଧକ୍କାରେ ୨ ମୃତ, ଘଟଣାସ୍ଥଳରେ ଉତ୍ତେଜନା

ରାୟଗଡ଼ା,୧୬।୬(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ କୃଷ୍ଣନଗରଠାରେ ଗୁରୁବାର ବାଇକ୍‌ ଧକ୍କାରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଦୁଇ ମୃତକଙ୍କ ମଧ୍ୟରୁ...

ସର୍ଚ୍ଚ ଅପରେଶନ ବେଳେ ବଡ଼ ସଫଳତା, ଧରାପଡ଼ିଲେ ୫ ମାଓବାଦୀ

ମାଲକାନଗିରି,୧୬ା୫(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ଦାନ୍ତଓ୍ବୋଡା ଜିଲା ପୋଲିସ ଦ୍ୱାରା ଜଣେ ମହିଳା ମାଓବାଦୀଙ୍କ ସହ ୫ ମାଓବାଦୀଙ୍କୁ ଗୁରୁବାର ଗିରଫ କରାଯାଇଛି। ଗିରଫ ମାଓବାଦୀମାନେ ମଙ୍ଗଳୀ...

ଅନଲାଇନ୍‌ ଗେମ୍‌ ନେଲା ଯୁବକଙ୍କ ଜୀବନ

କୋରୁକୋଣ୍ଡା,୧୬।୫(ଅବିନାଶ ବେହେରା): ଅନଲାଇନ୍‌ ଗେମ୍‌ ଖେଳି ଜୀବନ ହାରିଲେ ଯୁବକ। ଏପରି ଏକ ଦୁଃଖଦ ଘଟଣା ଘଟିଛି ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଏମ୍ଭି-୨୮...

ବିଶାଳ ରୋଡ ଶୋ’ରେ ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ, ଏମ୍‌ପି ପ୍ରାର୍ଥୀ ଧନୁର୍ଜୟ

ପାଟଣା,୧୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଚମ୍ପୁଆ ବ୍ଲକ ଜଜପଶି , ଝୁମ୍ପୁରା ବ୍ଲକ ଉଖୁଣ୍ଡାରୁ ଗୁରୁବାର ସକାଳୁ ବିଜେଡିର ବିଶାଳ ବାଇକ...

‘ଦେଶ ବଞ୍ଚାଇବାକୁ ହେଲେ କଂଗ୍ରେସକୁ କ୍ଷମତାକୁ ଆଣିବାକୁ ପଡ଼ିବ’

ଫୁଲବାଣୀ,୧୬।୫(ରାକେଶ କୁମାର ରାଉତ): ଦୀର୍ଘ ବର୍ଷ ହେଲା ଏଠି ଗୋଟିଏ ସରକାର ରହିଛି। ଯେଉଁ ଦଳ ଶାସନ କରୁଛି ତାହାକୁ ଭାଜପା ସୃଷ୍ଟି କରିଥିଲା। ଆଜି...

ଭୋଟରଙ୍କୁ ଏସବୁ ପ୍ରତିଶ୍ରୁତି ଦେଲେ ନଡ୍ଡା, କହିଲେ ଭାଜପା ସରକାର ଆସିଲେ…

ପଦ୍ମପୁର,୧୬ା୫(ପ୍ରଦୀପ୍ତ ଦାଶ): ସଶକ୍ତ ଭାରତ ସହିତ ସମୃଦ୍ଧ ଓଡ଼ିଶା ପାଇଁ ଡବଲ ଇଞ୍ଜିନ ସରକାର ଦରକାର ବୋଲି ଗୁରୁବାର ବରଗଡ଼ ଜିଲାର ପଦ୍ମପୁରରେ ବିଶାଳ ଜନସଭାରେ...

ପ୍ରଚାରରେ କମ୍ପୁଛି ଗାଁରୁ ସହର: ଦଳ ନୁହେଁ ପ୍ରାର୍ଥୀଙ୍କୁ ଦେଖି ଅଞ୍ଚଳର ବିକାଶ ପାଇଁ ମତଦାନ କରିବାକୁ ପ୍ରୟାସ

ବାଲିଗୁଡା:୧୬/୦୫:(ସଞ୍ଜୟ କୁମାର ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରେ ଦ୍ୱିତୀୟ ପର୍ଯ୍ୟାୟ ମଇ ୨୦ ତାରିଖରେ ହେବାକୁ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri