ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି । ସେହିପରି ଉପସଭାପତି ଭାବେ କିଶୋର ପାଇକ,…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ ହୋଇଥିବା ବେଳେ ଶନିବାର ଘଟଣାରେ ସମ୍ପୃକ୍ତ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା କବାଡ଼ି ଖେଳାଳି ସଂଘ ସଭାପତି ହରିଶ…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ ବିଧାୟକଙ୍କ ଫାଙ୍କା ଗୁଳିଚାଳନା ଏବେ ସ୍ଥାନୀୟ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ ଅସୁସ୍ଥ ହୋଇଡିଛନ୍ତି। ସେ ହେଲେ ବୁରୁପଡା…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ ଜାମିନରେ ଖଲାସ ହୋଇଛନ୍ତି। ଉଡ୍ସଙ୍କ ଲାଣ୍ଡରୋଭର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ଏକ ଖୋଲା ଚେତାବନୀ ଦେଇ କହିଛନ୍ତି ଯେ, ଯଦି ଆମେରିକା…

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ, ଏଥିରେ ସାମିଲ ହେବେ…

ଭୁବନେଶ୍ୱର,୨୮ା୩: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଅଧିକ ସଂଖ୍ୟକ ଯୋଗ୍ୟ ହିତାଧିକାରୀଙ୍କୁ ଏହି ଯୋଜନାରେ…

ସରିଲା ଯୁକ୍ତ ୨ ପରୀକ୍ଷା: ୪୫ ଦିନ ଭିତରେ ପ୍ରକାଶ ପାଇବ ରେଜଲ୍ଟ

ଭୁବନେଶ୍ୱର,୨୮ା୩: ଶନିବାର ସରିଛି ସିଏଚ୍‌ସିଇ ପରିଚାଳିତ +୨ ବର୍ଗର ସମସ୍ତ ପରୀକ୍ଷା। ତେବେ ଆସନ୍ତା ୪୦ରୁ ୪୫ ଦିନ ଭିତରେ ରେଜଲ୍ଟ ପ୍ରକାଶ ପାଇବ ବୋଲି କହିଛନ୍ତି ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ା। କଳା, ବିଜ୍ଞାନ, ବାଣିଜ୍ୟ  ଏବଂ ଧନ୍ଦାମୂଳକରେ…

ଯୁଦ୍ଧ ସ୍ଥିତିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା: ପ୍ରତି ୨ ମିନିଟ୍‌ରେ…

ନୂଆଦିଲ୍ଲୀ,୨୮ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଗୌତମ ବୁଦ୍ଧ ନଗର ଜିଲା ଜେଓ୍ବାରରେ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଆଜି ଆମେ ବିକଶିତ ଉତ୍ତର ପ୍ରଦେଶ, ବିକଶିତ ଭାରତ ଅଭିଯାନର ଏକ…

ଯୁଦ୍ଧ ଭିତରେ ପୁଟିନ୍‌ଙ୍କ ବଡ଼ ଘୋଷଣା, ଏପ୍ରିଲ ୧ରୁ ପେଟ୍ରୋଲ ରପ୍ତାନୀ ବନ୍ଦ; ଭାରତକୁ ଝଟ୍‌କା!

ମସ୍କୋ,୨୮।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଜଡିତ ବିବାଦ ମଧ୍ୟରେ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏବଂ ବିଶ୍ୱ ଅନିଶ୍ଚିତତା ଭିତରେ ରୁଷିଆ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ରୁଷିଆ ୧ ଏପ୍ରିଲ, ୨୦୨୬ ରୁ ପେଟ୍ରୋଲ (ପେଟ୍ରୋଲ) ରପ୍ତାନି ଉପରେ ପ୍ରତିବନ୍ଧକ…

ମହାପ୍ରଭୁଙ୍କୁ ଦର୍ଶନ କଲେ ଭାରତର ସ୍ଥଳସେନା ମୁଖ୍ୟ, ଆଶିଷ ନେଇ ସେନା ପାଇଁ କଲେ ଏହି ପ୍ରାର୍ଥନା

ପୁରୀ,୨୮ା୩(ଅଜିତ କୁମାର ମହାନ୍ତି): ଭାରତର ସ୍ଥଳସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ୩ ଦିନିଆ ଗସ୍ତରେ ଆସି ଶନିବାର ପୁରୀରେ ପହଞ୍ଚିଛନ୍ତି। ଜେନେରାଲ ଦ୍ୱିବେଦୀ ବାଇପାସ୍‌ ରୋଡ୍‌ରେ ପୁରୀରେ ପହଞ୍ଚିଥିଲେ। କଡ଼ା ସୁରକ୍ଷା ମଧ୍ୟରେ ପୁରୀରେ ପହଞ୍ଚିବା ପରେ ଶ୍ରୀମନ୍ଦିର ସିଂହଦ୍ୱାର…

ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରପତିଙ୍କୁ ଭେଟିବା ପରେ…

ଭୁବନେଶ୍ୱର,୨୮ା୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ୨ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ନୂଆଦିଲ୍ଲୀରେ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ସେ ଯୋଗଦେବେ ବୋଲି ଜଣେ ଅଧିକାରୀଠାରୁ ସୂଚନା ମିଳିଛି। ରାଷ୍ଟ୍ରପତିଙ୍କୁ ଭେଟିବା ସହ ଆଉ କିଛି ଅଧିକାରୀଙ୍କୁ ମଧ୍ୟ…

ହର୍ମୁଜର ନାଁ ବଦଳେଇଦେଲେ ଟ୍ରମ୍ପ! କଲେ ବଡ଼ ଘୋଷଣା; ବିଶ୍ୱରେ ପଡିଲା ଚହଳ

ଓ଼୍ବାଶିଂଟନ,୨୮।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଏକ ବିବାଦ ଦେଖାଦେଇଛି। ଆମେରିକାର ରାଷ୍ଟ୍ରପତି ଟ୍ରମ୍ପ କହିଛନ୍ତି ଯେ ଇରାନକୁ ହର୍ମୁଜ ପ୍ରଣାଳୀକୁ ଖୋଲା ରଖିବାକୁ ପଡିବ; ନଚେତ, ଆମେରିକୀୟ ସେନା ଏହାକୁ ନିୟନ୍ତ୍ରଣ କରିବ। ଏହି…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି। ଉଡ୍ସଙ୍କ କାର ଅନ୍ୟ ଏକ ଗାଡ଼ି ସହିତ ଧକ୍କା ଦେଇଥିଲା, ଯାହା ଫଳରେ…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି। ନେପାଳ ପୋଲିସ ପୂର୍ବତନ ପ୍ରଧାନମନ୍ତ୍ରୀ କେପି ଶର୍ମା ଓଲିଙ୍କୁ ତାଙ୍କ ବାସଭବନରୁ ହେପାଜତକୁ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ ( ୨୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୬ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୫ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୩ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୧୭ ମାର୍ଚ୍ଚ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୮ ମାର୍ଚ୍ଚ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ଜୀବନଚର୍ଯ୍ୟା

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri