ବାରଣ୍ଡାରେ ଶୋଇଥିବା ବେଳେ କାମୁଡିଦେଲା ସାପ, ଚାଲିଗଲା ବୃଦ୍ଧଙ୍କ ଜୀବନ

ଗଜପତି,୧୪ା୫(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅନ୍ତର୍ଗତ କୁଜାସିଂ ପଞ୍ଚାୟତର ଲଣ୍ଡାହାତୀ ଗ୍ରାମରେ ସାପ କାମୁଡ଼ାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ସେହି ଗ୍ରାମର ବିଜୟ ଭୁୟାଁ…

ବିଦ୍ୟୁତ ଆଘାତରେ ବ୍ୟକ୍ତି ଗୁରୁତର, ବିଦେଇପୁର ବିଦ୍ୟୁତ କାର୍ଯ୍ୟାଳୟ ଆଗରେ ଗ୍ରାମବାସୀଙ୍କ ଧାରଣା

ବାସୁଦେବପୁର,୧୪।୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବିଦେଇପୁର ୩୩ କେଭି ଷ୍ଟ୍ରକ୍ଚର ଠାରେ ବିଦ୍ୟୁତ ଆଘାତରେ ସହଦେଵ ତରେଇ ଆହତ ହୋଇଥିଲେ । ତାଙ୍କୁ କ୍ଷତିପୂରଣ ଦେବା ଦାବିରେ କରଞ୍ଜ ଆଡିଆର ଶତାଧିକ ଗ୍ରାମବାସୀ…

ଜିତୁ ମୁଣ୍ଡାଙ୍କ କାହାଣୀକୁ ନେଇ ହେବ ଚଳଚ୍ଚିତ୍ର, ଚୁକ୍ତିକଲେ ନିର୍ଦ୍ଦେଶକ ଅଶୋକ ପତି

ପାଟଣା,୧୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡିଆନାଳି ଗ୍ରାମ ଚତୁରୀ ସାହିର ଜିତୁ ମୁଣ୍ଡା ମୃତ ଭଉଣୀ କାଲାରାଙ୍କ ନାମରେ ଥିବା ଟଙ୍କା ଉଠାଇବା ଲାଗି ପ୍ରମାଣ ଦେବାକୁ ଯାଇ ବ୍ୟାଙ୍କକୁ…

ଏତିକି ଟଙ୍କାର ଡ୍ରେସ୍‌ ପିନ୍ଧି ରେଡ କାର୍ପେଟରେ ଚାଲି ଚର୍ଚ୍ଚାରେ ଉର୍ବଶୀ

ଅଭିନେତ୍ରୀ ଉର୍ବଶୀ ରାଉତେଲା ନିକଟରେ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ରେଡ କାର୍ପେଟରେ ଚାଲି ଖୁବ୍‌ ପ୍ରଶଂସା ସାଉଁଟିଛନ୍ତି। ସେ ତାଙ୍କର ଲୁକ ଏବଂ ପୋଷାକ ସହିତ ପ୍ରଶଂସକମାନଙ୍କୁ ଆକର୍ଷିତ କରିଛନ୍ତି। ସେ କାନ୍ସ ଫିଲ୍ମ…

ବାଲିଅନ୍ତା ମର୍ଡର କେସ୍‌: ଗିରଫ ହେଲେ ମୁଖ୍ୟ ଅଭିଯୁକ୍ତ

ବାଲିଅନ୍ତା,୧୪ା୫: ବାଲିଅନ୍ତା ମର୍ଡର ଘଟଣାରେ ମୁଖ୍ୟ ଅଭିଯୁକ୍ତ ଚିନୁ ଓରଫ ରଞ୍ଜିତ ପାତ୍ର ଗିରଫ ହୋଇଛନ୍ତି। କଟକସଦର ଥାନା ଗଙ୍ଗେଶ୍ବରପଡ଼ାର ମୁଖ୍ୟ ଅଭିଯୁକ୍ତ ଗିରଫ ହୋଇଛନ୍ତି। ହାତଗୋଡ଼ ବନ୍ଧା ଅବସ୍ଥାରେ ଚିନୁ ହିଁ ବାଉଁଶରେ…

ପ୍ରବଳ ଝଡ଼ରେ ଟିଣ ସହ ଆକାଶକୁ ଉଡ଼ିଗଲେ ଯୁବକ, ସୁପରମ୍ୟାନଙ୍କ ଭିଡିଓ ଭାଇରାଲ ପରେ…

ଲକ୍ଷ୍ନୌ,୧୪ା୫: ଉତ୍ତରପ୍ରଦେଶର ବରେଲିରେ ଏକ ଭୟଙ୍କର ଝଡ଼ ଲୋକଙ୍କ ନିଃଶ୍ୱାସ ହରାଇ ଦେଇଛି। ପ୍ରବଳ ଝଡ଼ବର୍ଷା ମଧ୍ୟରେ ଜଣେ ଯୁବକ ଟିଣ ସେଡ ସହିତ ଆକାଶରେ ଉଡ଼ି ଯାଉଥିବାର ଦେଖାଯାଇଥିଲା। ଏହି ଭୟଙ୍କର ଘଟଣାର…

ଭୁବନେଶ୍ୱରରେ ଆଉ ମିଳୁନି ପେଟ୍ରୋଲ, ଡିଲର ସଂଘ କହିଲେ ଆମ ପାଖରେ ଆଉ…

ଭୁବନେଶ୍ୱର, ୧୪।୫: ରାଜଧାନୀ ଭୁବନେଶ୍ୱରରେ ପେଟ୍ରୋଲ ଓ ଡିଜେଲ ସଙ୍କଟ ଏବେ ଚରମ ସୀମାରେ ପହଞ୍ଚିଛି। ସହରର ଅଧିକାଂଶ ପେଟ୍ରୋଲ ପମ୍ପରେ ତେଲ ସରିଯାଇଥିବାରୁ ‘ନୋ ଷ୍ଟକ୍’ ବୋର୍ଡ ଲଗାଯାଇ ପମ୍ପଗୁଡ଼ିକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ କରିଦିଆଯାଇଛି। ଏଭଳି ସ୍ଥିତିରେ ଯେଉଁ…

ଏହି ତାରିଖ ସୁଦ୍ଧା ଆଣ୍ଡାମାନ-ନିକୋବର ଛୁଇଁବ ମୌସୁମୀ

ଭୁବନେଶ୍ୱର,୧୪ା୫(ସୌମ୍ୟରଞ୍ଜନ ରାଉତ):ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଉପରେ ସକ୍ରିୟ ଲଘୁଚାପ କ୍ଷେତ୍ର ବୁଧବାର ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହୋଇଛି। କିନ୍ତୁ ଏହା ଅବପାତର ରୂପ ନେବା ସମ୍ଭାବନା କମ୍‌ ରହିଛି। ଏପଟେ ଦକ୍ଷିଣ-ପଶ୍ଚିମ ମୌସୁମୀବାୟୁର ଅଗ୍ରଗତି ପାଇଁ ସ୍ଥିତି ଧୀରେ ଧୀରେ ଅନୁକୂଳ…

ଏହି ତାରିଖରୁ ଓଡ଼ିଶା ସମେତ ଏହି ସବୁ ରାଜ୍ୟରେ ଆରମ୍ଭ ହେବ SIR, ଘରକୁ ଘର ଯାଇ ଯାଞ୍ଚ କରିବେ…

ଭୁବନେଶ୍ୱର, ୧୪।୫: ଭାରତୀୟ ନିର୍ବାଚନ କମିଶନ ଭୋଟର ତାଲିକା ସ୍ବତନ୍ତ୍ର ସଘନ ସଂଶୋଧନ (SIR)ର ତୃତୀୟ ପର୍ଯ୍ୟାୟ ଘୋଷଣା କରିଛନ୍ତି। କମିଶନଙ୍କ ଅନୁଯାୟୀ, ଏହି ପର୍ଯ୍ୟାୟ ୧୬ଟି ରାଜ୍ୟ ଏବଂ ତିନୋଟି କେନ୍ଦ୍ରଶାସିତ ଅଞ୍ଚଳରେ କାର୍ଯ୍ୟକାରୀ ହେବ। ନିର୍ବାଚନ କମିଶନ କହିଛନ୍ତି…

ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ, ଆସିପାରେ ଏହି ବଡ଼ ନିଷ୍ପତ୍ତି, ସଙ୍କେତ ଦେଇ କହିଲେ…

ଭୁବନେଶ୍ୱର,୧୪ା୫: ଗୁରୁବାର ଅପରାହ୍ନରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସପ୍ତାହକ ଭିତରେ ଦ୍ବିତୀୟ ଥର ପାଇଁ ବୈଠକ ଡାକିଛନ୍ତି ମୁଖ୍ୟମନ୍ତ୍ରୀ। ବୈଠକରେ ଆଇନଶୃଙ୍ଖଳା ପରିସ୍ଥିତି ନେଇ ସମୀକ୍ଷା କରାଯିବ। ମୁଖ୍ୟ ଶାସନ ସଚିବ, ଡିଜିପି ଉପସ୍ଥିତ…

ଉତ୍ତରପ୍ରଦେଶରେ ଶକ୍ତିଶାଳୀ ଝଡ଼ବାତ୍ୟା: ୧୦୦ରୁ ଅଧିକ ମୃତାହତ

ଲକ୍ଷ୍ନୌ,୧୪ା୫: ଉତ୍ତରପ୍ରଦେଶର ଭଦୋହି, ବୁଦାଉଁ, ଫତେପୁର ଏବଂ ସୋନଭଦ୍ରା ଜିଲାରେ ବୁଧବାର ପ୍ରବଳ ବର୍ଷା ସାଙ୍ଗକୁ ଝଡ଼ବାତ୍ୟାଝଡ଼ବାତ୍ୟା ହୋଇଛି। ଏହି ଝଡ଼ବାତ୍ୟାରେ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଅଧିକାରୀମାନେ ସୂଚନା ଦେଇଛନ୍ତି। ଫତେପୁର, ଭଦୋହିରେ, ବଦାଉଁରେ, ଚନ୍ଦୌଲିରେ  ଏବଂ ସୋନଭଦ୍ରା ଜିଲାରେ ମିଶି…

କେରଳମ୍‌ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କଲା କଂଗ୍ରେସ: ଏହି ବ୍ୟକ୍ତିଙ୍କ ମୁଣ୍ଡରେ ସୁନାକଳସ

ନୂଆଦିଲ୍ଲୀ,୧୪।୫: କେରଳମ୍‌ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହେବାର ପ୍ରାୟ ୧୦ ଦିନ ପରେ ଆଜି କଂଗ୍ରେସ ମୁଖ୍ୟମନ୍ତ୍ରୀ ନାଁ ଘୋଷଣା କରିଛି। ଭିଡି ସତିସନ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ। ଏହା ପୂର୍ବରୁ ଶୀର୍ଷ କଂଗ୍ରେସ ନେତାମାନଙ୍କର ଏକ ଉଚ୍ଚସ୍ତରୀୟ…

ସୁନା ସମ୍ପର୍କରେ କ୍ୟାବିନେଟ ବୈଠକରେ ମନ୍ତ୍ରୀମାନଙ୍କୁ ମୋଦିଙ୍କ କଡ଼ା ବାର୍ତ୍ତା

ନୂଆଦିଲ୍ଲୀ,୧୪।୫: କ୍ୟାବିନେଟ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ତ୍ରୀ ଏବଂ ନିର୍ବାଚିତ ଜନପ୍ରତିନିଧିମାନଙ୍କୁ ସରଳତାକୁ ଗ୍ରହଣ କରିବା ଏବଂ ସମ୍ବଳର ବିଚାରବନ୍ତ ବ୍ୟବହାର କରିବାକୁ ପରାମର୍ଶ ଦେଇଥିଲେ। ସୂତ୍ର ଅନୁଯାୟୀ, ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ ନିର୍ବାଚିତ ପ୍ରତିନିଧିମାନେ ସେମାନଙ୍କର ଆଚରଣ…

କନିଷ୍ଠ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ: ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗ

ଭଦ୍ରକ, ୧୪/୫(ସନାତନ ରାଉତ): ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ମାମଲାରେ ଭଦ୍ରକ କାଡା ଡିଭିଜନର ଇଞ୍ଜିନିୟର ବିଜୟ କୁମାର ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ଗୁରୁବାର ସକାଳ ୮ଟାରେ ଭଦ୍ରକ ଗ୍ରାମାଞ୍ଚଳ ଥାନା ଆରଡି ଛକସ୍ଥିତ ୩ ମହଲା ଘର…

ଗୋଟିଏ ବୁନ୍ଦା ନାହିଁ ପେଟ୍ରୋଲ: ସାରା ଦେଶରେ ବ୍ଲାକ୍‌ଆଉଟ୍‌ ଘୋଷଣା କଲେ ସରକାର, ରାଜଧାନୀରେ…

ହାଭାନା,୧୪।୫: କ୍ୟୁବା ବର୍ତ୍ତମାନ ଏକ ଗମ୍ଭୀର ଇନ୍ଧନ ସଙ୍କଟର ସମ୍ମୁଖୀନ ହେଉଛି। ପରିସ୍ଥିତି ଏତେ ଖରାପ ହୋଇଛି ଯେ ଦେଶରେ ପ୍ରାୟ ସମ୍ପୂର୍ଣ୍ଣ ଭାବରେ ଡିଜେଲ ଓ ପେଟ୍ରୋଲ ଶେଷ ହୋଇଯାଇଛି। ଫଳସୱରୂପ, ରାଜଧାନୀ ହାଭାନାରେ ବାରମ୍ୱାର ବିଦ୍ୟୁତ୍ତ ବିଭ୍ରାଟ ହେଉଛି।…

ଓ଼୍ବାର୍କ ଫର୍ମ ହୋମ୍‌ ନେଇ ବଡ଼ ଘୋଷଣା କଲେ ରାଜ୍ୟ ସରକାର, କେବଳ ୫୦% କର୍ମଚାରୀ ଯିବେ ଅଫିସ୍‌, ଜାଣନ୍ତୁ କେଉଁଠି…

ନୂଆଦିଲ୍ଲୀ,୧୪।୫: ବିଶ୍ୱ ସଙ୍କଟ ମଧ୍ୟରେ, ପ୍ରଧାନମନ୍ତ୍ରୀ ମୋଦିଙ୍କ ଇନ୍ଧନ ସଂରକ୍ଷଣ ପାଇଁ ଆହ୍ୱାନର ପ୍ରଭାବ ଦେଖାଯିବା ଆରମ୍ଭ ହୋଇଛି। ତ୍ରିପୁରା ସରକାର ଏହାର 50% କର୍ମଚାରୀଙ୍କ ପାଇଁ ଓ଼୍ବାର୍କ ର୍ଫମ ହୋମ୍‌ ନୀତି କାର୍ଯ୍ୟକାରୀ କରିଛନ୍ତି। କେବଳ 50% ଗ୍ରୁପ ସି…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୧୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୧୨ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧୦ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୯ ମେ ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୮ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୬ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୫ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୪ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ (୩ ମେ ୨୦୨୬)

View
ଓଡ଼ିଶା: ଆଜିର ଫଟୋ ( ୧ ମେ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri