Odisha Elections 2024

ସମଝୌତା ପରେ ଏବେ ଥର୍‌ ଏକ୍ସପ୍ରେସ୍‌କୁ ବନ୍ଦ କଲା ପାକିସ୍ତାନ

ନୂଆଦିଲ୍ଲୀ/ଇସଲାମାବାଦ,୯।୮: ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଯିବା ପରେ ପାକିସ୍ତାନ ଭାରତରୁ ଗୋଟିଏ ପରେ ଗୋଟିଏ ସମ୍ପର୍କ ଛିନ୍ନ କରିବାରେ ଲାଗିଛି। ଗୁରୁବାର ପାକିସ୍ତାନ ସମଝୌତା ଏକ୍ସପ୍ରେସ୍‌ ବନ୍ଦ କରିଥିବା ବେଳେ ଶୁକ୍ରବାର ଥର୍‌ ଏକ୍ସପ୍ରେସକୁ ବନ୍ଦ କରି ଦେଇଛି। ଯୋଧପୁରରୁ କରାଚି ଯାଉଥିବା ଏହି ଟ୍ରେନ୍‌କୁ ବନ୍ଦ କରାଯିବା କଥା ପାକିସ୍ତାନ ରେଲଓ୍ବେ ମିନିଷ୍ଟର ଶେଖ୍‌ ରସିଦ୍‌ ଅହମ୍ମଦ ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ୨୦୦୬ରୁ ଚାଲିବା ଆରମ୍ଭ କରିଥିବା ଥର୍‌ ଏକ୍ସପ୍ରେସକୁ ୧୦ ବର୍ଷ ମଧ୍ୟରେ ୨୭ଥର ବନ୍ଦ କରାଯାଇଥିଲା। ଏବେ ପୁଣିଥରେ ପାକିସ୍ତାନ ଏହାର ଚଳାଚଳ ବନ୍ଦ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା, ଟଳି ପଡ଼ିଲେ ୭ ମାଓବାଦୀ

ରାୟପୁର,୨୩।୫: ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା। ଗୁରୁବାର ଛତିଶଗଡର ବିଜାପୁର ଜିଲା ନାରାୟଣପୁର ସୀମାରେ ଏନକାଉଣ୍ଟରରେ ୭ ମାଓବାଦୀ ନିହତ ହୋଇଛନ୍ତି। ଏହି ଏନକାଉଣ୍ଟରରେ ଅଧିକ ମୃତାହତ...

ପତ୍ନୀ-ସନ୍ତାନଙ୍କଠାରୁ ଆରମ୍ଭ କରି ମା’ବାପାଙ୍କ ଯାଏ…୭ ପ୍ରକାର ପେନସନ ଦେଇଥାଏ EPFO, ଜାଣନ୍ତୁ କିଭଳି ମିଳିବ ଲାଭ 

ନୂଆଦିଲ୍ଲୀ,୨୩।୫: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ(ଇପିଏଫ୍‌ଓ) ନିଜର ସଦସ୍ୟଙ୍କ ପାଇଁ ପେନସନ ସୁବିଧା ଦେଇଥାଏ, ଏହା ଅବସର ନେବା ପରେ ଆପଣଙ୍କ ନିୟମିତ ଦରମା ପାଲଟିଥାଏ।...

ବାକି ଟଙ୍କା ନ ଶୁଝି ଚା’ ସିଗାରେଟ କିଣୁଥିଲେ ଯୁବକ, ଦୋକାନୀ ବିରୋଧ କରିବାରୁ କରିଦେଲେ ହତ୍ୟା

ଅଗରତାଲା,୨୩।୫: ତ୍ରିପୁରାର ଅଗରତାଲାରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି। ଏଠାରେ ଜଣେ ଯୁବକ ଜଣେ ଚା ’ଦୋକାନୀଙ୍କୁ ଏକ ଇଟା ଦ୍ୱାରା ଅତି...

କଂଗ୍ରେସକୁ ମିଳିବ ଏତିକି ଆସନ: ଶାହା କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୩।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ ନିର୍ବାଚନ ସମାବେଶକୁ ସମ୍ବୋଧିତ କରୁଥିବାବେଳେ ବିରୋଧୀ ଦଳକୁ ଟାର୍ଗେଟ୍‌ କରିଛନ୍ତି। ଏଥର ନିର୍ବାଚନରେ କଂଗ୍ରେସ ଏବଂ...

ଭାରତ ନିଜର ସୁନା ଇଂଲଣ୍ଡରେ କାହିଁକି ରଖିଥାଏ? ଦେଶର ରାଜକୋଷରେ ଅଛି ଏତିକି ଟନ୍‌ ସୁନା…

ନୂଆଦିଲ୍ଲୀ,୨୩।୫: ଦେଶକୁ ସଙ୍କଟରୁ ମୁକ୍ତ କରିବାର ସବୁଠାରୁ ବଡ ମାଧ୍ୟମ ହେଉଛି ସୁନା। ଏଥିପାଇଁ ଗୋଲ୍ଡ ରିଜର୍ଭ(ସୁନା ସଂରକ୍ଷଣ) ପ୍ରସ୍ତୁତ କରାଯାଇଥାଏ। ଭାରତରେ ମଧ୍ୟ ସୁନା...

ଭାରତ-ପାକିସ୍ତାନ ଟିକେଟ୍‌ ମୂଲ୍ୟ ଆକାଶଛୁଆଁ: ଦାମ୍‌ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନ୍ୟୁୟର୍କ,୨୩।୫: ଆଉ ମାତ୍ର କିଛି ଦିନ ପରେ ଟି-୨୦ ବିଶ୍ୱକପ ଅନୁଷ୍ଠିତ ହେବାକୁ ଯାଉଛି। ସାରା ବିଶ୍ୱରେ କ୍ରିକେଟ ପ୍ରଶଂସକମାନେ ଜୁନ ୯ରେ ନ୍ୟୁୟର୍କରେ ଭାରତ...

ପ୍ରଥମ ସାକ୍ଷାତକାରରେ ଭାବପ୍ରବଣ ହେଲେ ସ୍ବାତୀ, କହିଲେ ମୁଁ ଯେତେବେଳେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଯାଇଥିଲି…

ନୂଆଦିଲ୍ଲୀ,୨୩ା୫: ପ୍ରଥମଥର ପାଇ ଏଏପିର ରାଜ୍ୟ ସଭା ଏମ୍‌ପି ସ୍ବାତୀ ମାଲିଓ୍ବାଲ ଏକ ସାକ୍ଷାତକାର ଦେଇଛନ୍ତି। ଏହି ସାକ୍ଷାତକାରରେ ସେ କହିଛନ୍ତି, ମେ’ ୧୩ରେ ସେ...

ଭାରତୀୟ ଜ୍ୟୋତିଷ କଲେ ପୁର୍ବାନୁମାନ, ଏହିଦିନ ହେବ ତୃତୀୟ ବିଶ୍ୱଯୁଦ୍ଧ!

ନୂଆଦିଲ୍ଲୀ,୨୩।୫: ତୃତୀୟ ବିଶ୍ୱଯୁଦ୍ଧର ଚର୍ଚ୍ଚା ଅନେକ ଦଶନ୍ଧି ଧରି କଳ୍ପନା ଏବଂ ବିତର୍କର ବିଷୟ ହୋଇଆସୁଛି। ପ୍ରଥମ ଦୁଇଟି ବିଶ୍ୱଯୁଦ୍ଧର ଘାତକ ପ୍ରଭାବ ବିଶ୍ୱର ସ୍ମୃତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri