କତାରରେ ଭାରତୀୟଙ୍କୁ ମୃତ୍ୟୁଦଣ୍ଡ ପଛରେ ହମାସ ? ଇସ୍ରାଏଲ ସହିତ ବନ୍ଧୁତା ପାଇଁ ମିଳିଲା ସଜା!

ନୂଆଦିଲ୍ଲୀ,୨୮ା୧୦: ଭାରତୀୟ ନୌସେନାର ଆଠ ପୂର୍ବତ୍ତନ ଅଧିକାରୀଙ୍କୁ କତାରରେ ମୃତ୍ୟୁଦଣ୍ଡ ସଜା ଦିଆଯାଇଛି। କତାରରେ ଗୋଇନ୍ଦା ବୃତି କରିବା ଅଭିଯୋଗରେ ଅଧିକାରୀମାନଙ୍କୁ ଏହି ସଜା ମିଳିଛି। ସେମାନଙ୍କର ଜାମିନ ଆବେଦନ ଅନେକ ଥର ଖାରଜ ହୋଇସାରିଛି।

କାତାରର ଏକ କୋର୍ଟ ଗୁରୁବାର ସମସ୍ତ ଆଠ ଜଣଙ୍କୁ ମୃତ୍ୟୁଦଣ୍ଡ ଶୁଣାଇଥିଲେ। ଏହି ରାୟ ଆସିବା ପରେ ଦିଲ୍ଲୀରେ ହଲଚଲ ବଢି ଯାଇଥିଲା। ତେବେ ଅନେକ ବିଶେଷଜ୍ଞଙ୍କ କହିବା ମୁତାବକ ଏହି ରାୟ ପଛରେ ଏକ ଷଡଯନ୍ତ୍ର ରହିଛି। କତାର-ହମାସ ଯୁଦ୍ଧ ମଧ୍ୟରେ କତାର ସମସ୍ତ ସୁଯୋଗକୁ କତାର ବିପକ୍ଷରେ ବିରୋଧ କରୁଛି।

୨୯ ମାର୍ଚ୍ଚକୁ ଏହି ମାମଲାର ଶୁଣାଣି କୋର୍ଟରେ ହୋଇଥିଲା। ଅଭିଯୋଗ ଥିଲା ଯେ, ସେମାନେ ସେଠାରେ ରହି ଭାରତ ପାଇଁ ଯୋଜନା କରୁଥିଲେ। ଅନ୍ୟପଟେ ଗିରଫ ହୋଇଥିବା ଲୋକମାନଙ୍କ ପରିବାରର ଦାବି ଅନୁଯାୟୀ ସେମାନଙ୍କୁ କୌଣସି ସୂଚନା ଦିଆଯାଇ ନଥିଲା। ସେମାନଙ୍କୁ କେଉଁ ଧାରା ଅଧୀନରେ ଗିରଫ କରା ଯାଇଥିଲା, କଣ ଅଭିଯୋଗ ରହିଛି। ସେମାନେ ଏହା ମଧ୍ୟ ଅଭିଯୋଗ ଲଗାଇଛନ୍ତି କି କତାର ସରକାରଙ୍କ ତରଫରୁ ଭାରତ ସରକାରଙ୍କୁ କୌଣସି ସହଯୋଗ ମିଳି ନଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଉପରେ ଲାଗିବ ନାହିଁ ୫୦୦% ଟାରିଫ୍‌, ଟାର୍ଗେଟ୍‌ରେ ଏବେ ଏହି ଦେଶ, ବଡ଼ ଖୁଲାସା କଲେ…

ଓ୍ବାଶିଂଟନ୍‌,୨୧।୧: ଆମେରିକାର ଟ୍ରେଜେରୀ ସଚିବ ସ୍କଟ ବେସାଣ୍ଟ କହିଛନ୍ତି ଯେ ରୁଷୀୟ ତୈଳ କିଣୁଥିବା ଦେଶଗୁଡ଼ିକ ଉପରେ ୫୦୦% ଟାରିଫ୍‌ ଲାଗୁ କରିବା ପାଇଁ ରାଷ୍ଟ୍ରପତି...

ତାମିଲନାଡୁ ବିଧାନସଭାରୁ ରାଜ୍ୟପାଳଙ୍କ କକ୍ଷତ୍ୟାଗ

ଚେନ୍ନାଇ,୨୧ା୧: ତାମିଲନାଡୁ ରାଜ୍ୟପାଳ ଆର୍‌.ଏନ୍‌. ରବି ମଙ୍ଗଳବାର ରାଜ୍ୟ ବିଧାନସଭାରେ ଉଦ୍‌ବୋଧନ ନ ଦେଇ ଚାଲିଯାଇଛନ୍ତି। ବିନା ଭାଷଣରେ କକ୍ଷତ୍ୟାଗ କରିବା ରାଜ୍ୟପାଳ ରବିଙ୍କ ପାଇଁ...

ଲିଭ୍‌ ଇନ୍‌ ରିଲେଶନଶିପ୍‌ରେ ମହିଳାଙ୍କୁ ସ୍ତ୍ରୀ ମାନ୍ୟତା ମିଳିବା ଆବଶ୍ୟକ: ହାଇକୋର୍ଟ

ଚେନ୍ନାଇ,୨୧ା୧: ଲିଭ୍‌-ଇନ୍‌ ରିଲେଶନଶିପ୍‌ରେ ଥିବା ମହିଳାଙ୍କୁ ଗାନ୍ଧର୍ବ ବିବାହ ବା ପ୍ରେମ ବିବାହ ଅନୁଯାୟୀ ସ୍ତ୍ରୀର ମାନ୍ୟତା ପ୍ରଦାନ ସହ ସୁରକ୍ଷା ଦିଆଯିବା ଆବଶ୍ୟକ। ଫଳରେ...

ପ୍ରତିରକ୍ଷା କ୍ଷେତ୍ରରେ ଭାରତର ବଡ଼ ପଦକ୍ଷେପ: ଆସୁଛି ଶକ୍ତିଶାଳୀ ଲେଜର ଅସ୍ତ୍ର

ନୂଆଦିଲ୍ଲୀ,୨୦।୧: ବିଶ୍ୱରେ ବଦଳୁଥିବା ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ଭାରତ ଏବେ ନିଜସ୍ୱ ବାୟୁ ପ୍ରତିରକ୍ଷା ପ୍ରଣାଳୀକୁ ଅଧିକ ସୁଦୃଢ଼ କରିବାକୁ ଯାଉଛି। ରୁଷର S-400...

ବିଶ୍ୱସ୍ତରୀୟ ଭିତ୍ତିଭୂମି ମିଳିଲେ କ’ଣ ହେବ, ଯଦି ଲୋକଙ୍କ ପାଖରେ ନାହିଁ ସାଧାରଣ ଜ୍ଞାନ

କୋଲକାତା/ଗୁୱାହାଟୀ,୨୦।୧: ଦେଶର ପ୍ରଥମ ହାଇଟେକ୍ ‘ବନ୍ଦେ ଭାରତ ସ୍ଲିପର’ ଏକ୍ସପ୍ରେସ୍‌ର ପରିଚାଳନା ଆରମ୍ଭ ହେବା ପୂର୍ବରୁ ଏହାର ସ୍ୱଚ୍ଛତାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶନିବାର...

ଶେୟାର ବଜାରରେ ହାହାକାର: ୧୦୦୦ ପଏଣ୍ଟ ଖସିଲା ସେନସେକ୍ସ, ନିବେଶକଙ୍କ ୭.୬୭ ଲକ୍ଷ କୋଟି ଟଙ୍କା ସ୍ଵାହା

ମୁମ୍ବାଇ,୨୦।୧: ସପ୍ତାହର ଦ୍ଵିତୀୟ କାର୍ଯ୍ୟ ଦିବସରେ ଭାରତୀୟ ଶେୟାର ବଜାରରେ ବଡ଼ ଧରଣର ବିପର୍ଯ୍ୟୟ ଦେଖିବାକୁ ମିଳିଛି। ଆଇଟି, ଅଟୋମୋବାଇଲ୍ ଏବଂ ରିଏଲ୍ ଇଷ୍ଟେଟ୍ କ୍ଷେତ୍ରର...

ବୁଲା କୁକୁର ମାମଲା: ମେନକା ଗାନ୍ଧୀଙ୍କ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ଉଠାଇଲେ ଏପରି ପ୍ରଶ୍ନ

ନୂଆଦିଲ୍ଲୀ,୨୦ା୧: ବୁଲା କୁକୁର ମାମଲାରେ ପ୍ରାଣୀ ଅଧିକାର କର୍ମୀ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମେନକା ଗାନ୍ଧୀଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିଛନ୍ତି। ଏକ ପଡକାଷ୍ଟରେ...

US Tariff:‘ପଦ ଛାଡିବେ ଫ୍ରାନ୍ସ ରାଷ୍ଟ୍ରପତି’, କାହିଁକି ଏମିତି କହିଲେ ଟ୍ରମ୍ପ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୨୦।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫରାସୀ ମଦ ଏବଂ ସାମ୍ପେନ ଉପରେ ୨୦୦ ପ୍ରତିଶତ ଶୁଳ୍କ ଲାଗୁ କରିବାକୁ ଧମକ ଦେଇଛନ୍ତି। ଫ୍ରାନ୍ସ ରାଷ୍ଟ୍ରପତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri