ନବମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର ଘଟଣା: ତୁରେକେଲାରେ ଉତ୍ତରାଞ୍ଚଳ ଆଇଜି

ବଲାଙ୍ଗୀର,୪।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁରେକେଲା ନାବାଳିକା ଗଣବଳାତ୍କାର ଘଟଣାରେ ତୁରେକେଲାରେ ପହଞ୍ଚି ଉତ୍ତରାଞ୍ଚଳ ଆଇଜି ହିମାଂଶୁ ଲାଲ ଅନୁଧ୍ୟାନ କରିଛନ୍ତି। ଘଟଣାରେ ୬ ଜଣ ନାବାଳକଙ୍କୁ ଗିରଫ କରାଯାଇଛି। ସୂଚନାଯୋଗ୍ୟ, ଜାନୁଆରୀ ୨୫ରେ…

ସୁପ୍ରିମକୋର୍ଟରେ SIR ଶୁଣାଣି, ମମତା କହିଲେ ପଶ୍ଚିମବଙ୍ଗ ପ୍ରତି ଅନ୍ୟାୟ ହୋଇଛି

ନୂଆଦିଲ୍ଲୀ,୪।୨:  ସୁପ୍ରିମକୋର୍ଟ ପଶ୍ଚିମବଙ୍ଗରେ ସ୍ପେଶାଲ୍ ଇଣ୍ଟେନ୍ସିଭ୍ ରିଭିଜନ (SIR) ମାମଲାର ଶୁଣାଣି କରିଛନ୍ତି। ସମସ୍ତଙ୍କ ନଜର ରାଜ୍ୟର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଉପରେ ଥିଲା, ସେ ମଧ୍ୟ ଉପସ୍ଥିତ ଥିଲେ। ମମତା ବାନାର୍ଜୀ କହିବା…

ସୁନା ସଫା ପାଉଡର ବିକ୍ରି ବାହାନାରେ ଆସିଲେ, ମହିଳାଙ୍କଠୁ ସୁନା ଗହଣା ଲୁଟ୍ କରି….

ଧର୍ମଶାଳା,୪।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଜାରକାର ଏକ କଲୋନୀରେ ସୁନା ସଫା ପାଉଡର ବିକ୍ରି ନାଁରେ ଲୁଟ୍ କଲେ ଦୁର୍ବୃତ୍ତ । ଜଣେ ମହିଳାଙ୍କ ଦେହରେ ଛୁରି ଲଗାଇ ସୁନା ଗହଣା…

ଦାରିଙ୍ଗବାଡିରେ ପୁଣି ବୁଲିଲା ବୁଲ୍‌ଡୋଜର: ଜବରଦଖଲ ଉଚ୍ଛେଦ 

ଦାରିଙ୍ଗବାଡି,୪।୨(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି  ଥାନା ଅଞ୍ଚଳରେ ପୁଣି ବୁଧବାର ବୁଲଡୋଜର ବୁଲିଛ। ସରକାରୀ ଜମିକୁ ଜବରଦଖଲ କରି ରଖିଥିବା ଦୋକାନ ଗୃହ ସମେତ ବାସ ଗୃହକୁ ବୁଧବାର ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଇଛି।…

କୂଅରୁ ମିଳିଥିଲ ଛାତ୍ରଙ୍କ ମୃତଦେହ: ୨ ଶିକ୍ଷୟିତ୍ରୀ ନିଲମ୍ବିତ

ନୟାଗଡ଼, ୪।୨( ଲୋକନାଥ ମିଶ୍ର/ ସନ୍ତୋଷ ପ୍ରଧାନ): ନୟାଗଡ଼ ଜିଲା ଗଣିଆ ଥାନା ବିଜୟନଗର ଗ୍ରାମର ନିଖୋଜ ଜଣେ ସ୍କୁଲ ଛାତ୍ରଙ୍କ ମୃତଦେହ ବୁଧବାର କୂଅରୁ ଉଦ୍ଧାର ପରେ ଉତ୍ତେଜନା ଦେଖାଦେଇଛି। ଛାତ୍ରଙ୍କୁ ହତ୍ୟା…

ମୋଦିଙ୍କୁ ସିଧା ଟାର୍ଗେଟ କଲେ ପ୍ରିୟଙ୍କା, କହିଲେ ଡର ଲାଗୁଛି…

ନୂଆଦିଲ୍ଲୀ,୪।୨: ସଂସଦର ବଜେଟ ଅଧିବେଶନରେ ଲଗାତାର ଦ୍ୱିତୀୟ ଦିନ ପାଇଁ ଲୋକ ସଭା କାର୍ଯ୍ୟ ସ୍ଥଗିତ ରହିଥିଲା। ମଙ୍ଗଳବାର ରାହୁଲ ଗାନ୍ଧୀଙ୍କ ଭାଷଣ ବାଧାପ୍ରାପ୍ତ ହୋଇଥିଲା। ଏହି ସମୟରେ, ବାଚସ୍ପତିଙ୍କ ଉପରକୁ କାଗଜ ଫିଙ୍ଗିଥିବା…

ଇତିହାସ ରଚିଲେ ଏଲନ ମସ୍କ: ହେଲେ ବିଶ୍ୱର ସବୁଠୁ ଧନୀ ବ୍ୟକ୍ତି

ଓ୍ବାଶିଂଟନ୍‌,୪।୨: ଟେସଲା ମାଲିକ ଏଲନ ମସ୍କ ଇତିହାସ ରଚିଛନ୍ତି। ମହାକାଶ କମ୍ପାନୀ ସ୍ପେସଏକ୍ସ (SpaceX) ତାଙ୍କର AI ଏବଂ ସୋସିଆଲ ମିଡିଆ ଫାର୍ମ xAI ଅଧିଗ୍ରହଣ କରିବା ପରେ ମସ୍କଙ୍କ ସମ୍ପତ୍ତି ଆକାଶଛୁଆଁ ହୋଇଛି। ତାଙ୍କର ମୋଟ ସମ୍ପତ୍ତି ବର୍ତ୍ତମାନ ୮୫୨ବିଲିୟନ…

ତଥ୍ୟ ଅସୁରକ୍ଷିତ

ନାଗରିକଙ୍କ ବ୍ୟକ୍ତିଗତ ତଥ୍ୟକୁ ବାରମ୍ବାର ଅପବ୍ୟବହାର କରାଯାଉଥିବାରୁ ବିଭିନ୍ନ ସମୟରେ ଭିନ୍ନ ଭିନ୍ନ ଅଭିଯୋଗ ହୋଇଆସୁଛି। ବିଶେଷକରି ସାମାଜିକ ଗଣମାଧ୍ୟମର ପ୍ରାବଲ୍ୟତା ବଢ଼ିଥିବାରୁ ତଥ୍ୟକୁ ନେଇ ସର୍ବଦା ଆଲୋଚନା ହେଉଛି। ନାଗରିକର ପ୍ରିଭେସି ବା ଅନ୍ତରଙ୍ଗ ତଥ୍ୟ ଆଦାନପ୍ରଦାନରେ ସୁରକ୍ଷା ରହିବା…

ବାଣିଜ୍ୟ ଚୁକ୍ତି ପରେ ଆମେରିକା ସହ ଭାରତର ବଡ଼ ବୈଠକ: ଜାଣନ୍ତୁ କ’ଣ ହେଲା…

ନୂଆଦିଲ୍ଲୀ,୪।୨: ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ମଙ୍ଗଳବାର ଆମେରିକାର ଏକ ଉଚ୍ଚସ୍ତରୀୟ ଗସ୍ତ ଆରମ୍ଭ କରିଛନ୍ତି। ତାଙ୍କ ଗସ୍ତର ପ୍ରଥମ ଦିନରେ, ସେ ଆମେରିକାର ଅର୍ଥ ସଚିବ ସ୍କଟ ବେସାଣ୍ଟ ଏବଂ ବୈଦେଶିକ ସଚିବ ମାର୍କୋ ରୁବିଓଙ୍କ ସହିତ ଦୁଇଟି…

ମୁମ୍ବାଇ ବିମାନବନ୍ଦରରେ ଏୟାର ଇଣ୍ଡିଆ-ଇଣ୍ଡିଗୋ ବିମାନ ଧକ୍କା, ଦୁର୍ଘଟଣା ପରେ ଯାତ୍ରୀ…

ମୁମ୍ବାଇ,୩।୨: ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରେ ମଙ୍ଗଳବାର ଏକ ବଡ଼ ଧରଣର ବିମାନ ଦୁର୍ଘଟଣା ଟଳିଯାଇଛି। ରନୱେରେ ଟାକ୍ସି କରୁଥିବା ସମୟରେ ଏୟାର ଇଣ୍ଡିଆ ଏବଂ ଇଣ୍ଡିଗୋର ଦୁଇଟି ବିମାନର ଡେଣା ପରସ୍ପର ସହ ଧକ୍କା ହୋଇଛି। ତେବେ…

ମ୍ୟାନମାରରେ ୫.୯ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ: ଥରିଲା କଲିକତା

କୋଲକାତା,୩।୨: ମଙ୍ଗଳବାର ମ୍ୟାନମାରରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ପ୍ରାୟ ୫.୯ ରେକର୍ଡ କରାଯାଇଛି। ଏହି ଭୂକମ୍ପର ପ୍ରଭାବରେ ପଶ୍ଚିମବଙ୍ଗର ରାଜଧାନୀ କଲିକତାରେ ମଧ୍ୟ ମୃଦୁ କମ୍ପନ ଅନୁଭୂତ ହୋଇଛି। ତେବେ ବର୍ତ୍ତମାନ ସୁଦ୍ଧା…

କିଏ ସେ ୟୁମନାମ୍‌ ଖେମଚାନ୍ଦ ସିଂହ? ଯିଏ ହେବେ ମଣିପୁରର ନୂଆ ମୁଖ୍ୟମନ୍ତ୍ରୀ,ହଟିବ ରାଷ୍ଟ୍ରପତି ଶାସନ; ଜାଣନ୍ତୁ… 

ଇମ୍ଫାଲ,୩।୨: ମଣିପୁରରେ ପ୍ରାୟ ଏକ ବର୍ଷ ଧରି ଚାଲିଥିବା ରାଷ୍ଟ୍ରପତି ଶାସନ ପରେ ନୂଆ ସରକାର ଗଠନର ପ୍ରକ୍ରିୟା ତୀବ୍ର ହୋଇଛି। ଭାରତୀୟ ଜନତା ପାର୍ଟି (ଭାଜପା) ବିଧାୟକ ଦଳର ନେତା ଭାବେ ୟୁମନାମ୍‌ ଖେମଚାନ୍ଦ ସିଂହଙ୍କୁ ନିର୍ବାଚିତ କରାଯାଇଛି। ଫଳରେ…

ରୁଷିଆଠାରୁ ତେଲ କିଣିବ ନାହିଁ ଭାରତ? ଟ୍ରମ୍ପଙ୍କ ଦାବି ପରେ ଆସିଲା ପୁଟିନ୍‌ଙ୍କ ପ୍ରତିକ୍ରିୟା! ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ/ମସ୍କୋ,୩।୨: ଆମେରିକା ଓ ଭାରତ ମଧ୍ୟରେ ହୋଇଥିବା ନୂତନ ବାଣିଜ୍ୟ ଚୁକ୍ତିନାମା ପରେ ରୁଷିଆ ପକ୍ଷରୁ ଆଧିକାରୀକ ପ୍ରତିକ୍ରିୟା ସାମ୍ନାକୁ ଆସିଛି। ଆମେରିକୀୟ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସେହି ଦାବିକୁ ରୁଷିଆ ଅସ୍ବୀକାର କରିଛନ୍ତି। କ୍ରେମଲିନ ତଥା ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ…

ସ୍କୁଲରେ ନବମ ଛାତ୍ରୀକୁ ଗଣବଳାତ୍କାର: ଭିଡିଓ ଭାଇରାଲ୍, ୫ ନାବାଳକ ଅଟକ

ବଲାଙ୍ଗୀର,୩।୨: ବଲାଙ୍ଗୀର ଜିଲାରୁ ଏକ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ତୁରେକେଲା ଥାନା ଅଞ୍ଚଳର ଏକ ସ୍କୁଲରେ ଜଣେ ନବମ ଶ୍ରେଣୀର ନାବାଳିକା ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ମାମଲାରେ ପୋଲିସ ୫ ଜଣ ନାବାଳକ ସହପାଠୀଙ୍କୁ ଅଟକ…

ଭାରତ-ଆମେରିକା ବାଣିଜ୍ୟ ଚୁକ୍ତିର ପ୍ରଭାବ: ୮ ବର୍ଷ ମଧ୍ୟରେ ଟଙ୍କା ମୂଲ୍ୟରେ ସବୁଠାରୁ ବଡ଼ ସୁଧାର

ନୂଆଦିଲ୍ଲୀ,୩।୨: ଭାରତ ଏବଂ ଆମେରିକା ମଧ୍ୟରେ ଐତିହାସିକ ବାଣିଜ୍ୟ ଚୁକ୍ତି ଭାରତୀୟ ମୁଦ୍ରା ‘ଟଙ୍କା’ ପାଇଁ ସଞ୍ଜୀବନୀ ସଦୃଶ ହୋଇଛି। ମଙ୍ଗଳବାର ବଜାର ବନ୍ଦ ହେବା ବେଳକୁ ଟଙ୍କା ମୂଲ୍ୟ ୧.୪% ବୃଦ୍ଧି ପାଇ ଡଲାର ପିଛା ୯୦.୨୭ ସ୍ତରରେ ପହଞ୍ଚିଛି।…

ପ୍ରଧାନମନ୍ତ୍ରୀ ଦେଶକୁ ବିକ୍ରି କରିଦେଇଛନ୍ତି: ରାହୁଲ ଗାନ୍ଧୀଙ୍କ ବିସ୍ଫୋରକ ଅଭିଯୋଗ

ନୂଆଦିଲ୍ଲୀ,୩।୨: ଆମେରିକା ସହ ହୋଇଥିବା ବାଣିଜ୍ୟ ଚୁକ୍ତିକୁ ନେଇ ସବୁଆଡେ ଚର୍ଚ୍ଚା ଲାଗି ରହିଛି। ଏହାରି ମଧ୍ୟରେ ବିରୋଧୀ ଦଳ ନେତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ମଙ୍ଗଳବାର ସଂସଦ ବାହାରେ ଗଣମାଧ୍ୟମକୁ ସୂଚନା ଦେଇ ସେ…

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri

ଫଟୋରେ ଖବର

ଓଡ଼ିଶା: ଆଜିର ଫଟୋ (୨ ଫେବୃଆରୀ , ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୩୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୮ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୭ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୬ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୪ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ (୨୨ ଜନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୧ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୨୦ ଜାନୁଆରୀ, ୨୦୨୬ )

View
ଓଡ଼ିଶା: ଆଜିର ଫଟୋ ( ୧୯ ଜାନୁଆରୀ, ୨୦୨୬ )

View

ରାଜ୍ୟ

ଜାତୀୟ

ମେଟ୍ରୋ

ଅନ୍ତର୍ଜାତୀୟ

ଖେଳ

ଫୁରସତ

ବାଣିଜ୍ୟ

ଅପରାଧ

Video News

ତା ଆଖିରେ ମୁଁ ଲାଇଭ୍ ଯିବି…

ମଝି ଆକାଶରେ ଦେବଦୂତ ସାଜିଲେ ଏସସିବି ଡାକ୍ତର | Airlines | Doctor | SCB Medical

ଜଟଣୀ ଗଣେଶ ପୂଜା; ମୁଖ୍ୟ ପୂଜା ମଣ୍ଡପରେ ଲାଗିବ ସିସିଟିଭି | Jatani Ganesh Puja | Commissionerate Police

ଖୋଲା ପାତ୍ରରେ ଦିଆଯିବନି ପେଟ୍ରୋଲ

ମନ୍ଦିରରେ ଭକ୍ତର ଚିଠି ପଢନ୍ତି ଠାକୁର | Rahasyamay Bharat | Mysterious India | Hasnamba Temple | Dharitri

ରତ୍ନଭଣ୍ଡାର ମରାମତି କାମ ଶେଷ | Ratna Bhandar | Puri Temple | Aravind Padhee | Dharitri

ସୁନାବେଶର ସିଧା ପ୍ରସାରଣ | Suna Besha 2025 Live From Puri, Odisha | Dharitri Live

ବାହୁଡ଼ାଯାତ୍ରାର ସିଧା ପ୍ରସାରଣ | Bahuda Yatra 2025 Live From Puri, Odisha | Dharitri Live

ରଥଯାତ୍ରାର ସିଧା ପ୍ରସାରଣ | Rath Yatra 2025 Live From Puri, Odisha | Dharitri Live

ମାଟି ଅଭାବରୁ କୁମ୍ଭାର ପେଟ ଅପୋଷା | Pottery | Balasore | Dharitri