ଓଲଟିଲା ଟ୍ରକ୍‌: ୮ ଲକ୍ଷ ଟଙ୍କାର ସାମଗ୍ରୀ ନଷ୍ଟ

ଛତ୍ରପୁର,୩୧।୧୦(ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅନ୍ତର୍ଗତ ସୀତାରାମପୁର ନିକଟ ଜାତୀୟ ରାଜପଥରେ ଏକ ଟ୍ରକ୍‌ ଓଲଟି ପଡ଼ିଛି।
ମିଳିଥିବା ସୂଚନା ମୁତାବକ, ସୋମବାର ବିଳମ୍ବିତ ରାତିରେ ଆରଟିଓ ଏନ୍‌ଫୋର୍ସମେଣ୍ଟ ଗାଡି ଚେକିଂ କରୁଥିବା ବେଳେ ହଠାତ ଏକ କାର ବ୍ରେକ ମାରିବାରୁ କାର ପଛରେ ଥିବା  ଟ୍ରକ୍‌  ଓଲଟି ପଡ଼ିଥିଲା।
ଘଟଣାସ୍ଥଳରେ ପୋଲିସ  ପହଞ୍ଚି ଗାଡି ମଧ୍ୟରୁ ସାମଗ୍ରୀ ବାହାର  କରିଥିଲେ। ତେବେ ଗାଡ଼ିରେଥିବା  ୮ ଲକ୍ଷ ଟଙ୍କାର ତେଜରାତି ସାମଗ୍ରୀ ନଷ୍ଟ ହୋଇଯାଇଥିବା ବେଳେ ଡ୍ରାଇଭର ସାଗର ନାୟକ ଅଳ୍ପକେ ବର୍ତ୍ତି ଯାଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

କୃଷି ଅନୁକୂଳ ପର୍ବ: ଅକ୍ଷୟତୃତୀୟା

ଆମ ରାଜ୍ୟରେ ଜଗନ୍ନାଥ ସଂସ୍କୃତିକୁ ଆଧାରକରି ବାର ମାସରେ ତେର ପର୍ବ ପାଳନ କରାଯାଇଥାଏ। ତନ୍ମଧ୍ୟରେ ମହାନ୍‌ ପବିତ୍ର କୃଷିଭିତ୍ତିକ ପର୍ବ ଅକ୍ଷୟତୃତୀୟା ଅନ୍ୟତମ। ପ୍ରତିବର୍ଷ...

ରଥଯାତ୍ରା ବେଳେ ଖୋଲିପାରେ ରତ୍ନଭଣ୍ଡାର

ପୁରୀ,୧୦ା୫(ଅଜିତ୍‌ ମହାନ୍ତି):ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ଉଚ୍ଚସ୍ତରୀୟ ବୈଠକ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ଦ୍ୱାରା ଗଠିତ ରତ୍ନଭଣ୍ଡାର କମିଟିର ଅଧ୍ୟକ୍ଷ...

୩ ପ୍ରମୁଖ ଦଳର ପ୍ରାର୍ଥୀଙ୍କ ପ୍ରଚାର ଜୋରଦାର

ଖୋର୍ଦ୍ଧା,୧୦ା୫(ପ୍ରଭାତ ପାଣିଗ୍ରାହୀ): ରାଜ୍ୟରେ ୩ୟ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନ ପ୍ରତ୍ୟାହାର ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ପ୍ରାର୍ଥୀ ଏବେ ପ୍ରଚାରକୁ ଜୋରଦାର...

ଚାଷଜମିରେ ପହଞ୍ଚୁନି ପାଣି, ଚାଷୀ ନିରାଶ

ନିରାକାରପୁର,୧୦ା୫(ମାନସ ଚନ୍ଦ୍ର ପଟ୍ଟନାୟକ): ଚାଷ ଓ ଚାଷୀଙ୍କ ଉନ୍ନତ୍ତି ସରକାର ବିଭନ୍ନ ଯୋଜନାରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ ବିଭାଗୀୟ ଅଧିକାରୀଙ୍କ ଅବହେଳାରୁ...

ନଡ଼ିଆ ଗଛରେ ଅଜଣା ରୋଗ

କଣାସ,୧୦ା୫(ବିଭୂତି ଭୂଷଣ ତ୍ରିପାଠୀ): ଅର୍ଥକରୀ ଫସଲ ନଡ଼ିଆ ଗଛରେ ଅଜଣା ରୋଗ ଲାଗି ରହିଥିବାରୁ ଚାଷୀ ମୁଣ୍ଡରେ ହାତଦେଇ ବସିଛନ୍ତି। ବିଶେଷକରି ଚିଲିକା ଉପକୂଳ ଦୋଛିଆଁ...

କଲିକତି ଦଳରେ ପରିପୂର୍ଣ୍ଣ ଖରଖରା ନାଳ

କଣାସ,୧୦ା୫(ବିଭୂତି ଭୂଷଣ ତ୍ରିପାଠୀ): କେନ୍ଦ୍ର ଓ ରାଜ୍ୟ ସରକାର ନଦୀନାଳର ସୁରକ୍ଷା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବାବେଳେ କଣାସ ବ୍ଲକର ଦୟା ଓ...

କର୍କଟ ପୀଡ଼ିତାଙ୍କ ପାଇଁ କେଶ ଦାନକଲେ ସଂଯୁକ୍ତା

ରାଜକନିକା,୧୦ା୫(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ଜୟନଗର ପଞ୍ଚାୟତ ବଜରପୁରର ସୁରେଶ ଚନ୍ଦ୍ର ନାୟକଙ୍କ ସ୍ତ୍ରୀ ସଂଯୁକ୍ତା ନାୟକ କର୍କଟ ପୀଡ଼ିତାଙ୍କ ଉଦ୍ଦେଶ୍ୟରେ...

ଫସଲ ଅମଳ ପାଇଁ ନାହିଁ ଖଳା

ପ୍ରୀତିପୁର,୧୦ା୫(ସୁଶାନ୍ତ ବେହୁରିଆ): ଖଳା ନ ଥିବାରୁ ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଅଧୀନ ବିଭିନ୍ନ ପଞ୍ଚାୟତର ଚାଷୀମାନେ ସେମାନଙ୍କ ଉତ୍ପାଦିତ ସାମଗ୍ରୀ ଅମଳ କରିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri