Posted inଖେଳ

୧୦ହଜାରରୁ ଅଧିକ ରନ୍‌ କରିଥିବା ଏହି ବ୍ୟାଟ୍ସମ୍ୟାନ୍‌ ହେବେ ଆୟର୍ଲାଣ୍ଡର ନୂଆ ଅଧିନାୟକ

ଡବଲିନ,୩୧।୧୦: ସୀମିତ ଓଭର କ୍ରିକେଟରେ ଆୟର୍ଲାଣ୍ଡ ଅଧିନାୟକ ପରିର୍ତ୍ତନ କରିଛି। ଦଳ ପଲ୍‌ ଷ୍ଟର୍ଲିଂଙ୍କୁ ନୂତନ ଅଧିନାୟକ ଭାବେ ଦାୟିତ୍ୱ ଦେଇଛି। ଆଗାମୀ ୪ ବର୍ଷରେ ଖେଳାଯିବାକୁ ଥିବା ୨ଟି ଟି୨୦ ବିଶ୍ୱକପ୍‌ ଏବଂ ଗୋଟିଏ ଦିନିକିଆ ବିଶ୍ୱକପ୍‌କୁ ଦୃଷ୍ଟିରେ ରଖଇ ଚୟନକର୍ତ୍ତାମାନେ ଏହି ନିଷ୍ପତ୍ତି ନେଇଛନ୍ତି। ତେବେ ଆଣ୍ଡ୍ରିୟୁ ବାଲବର୍ନି ଟେଷ୍ଟ ଅଧିନାୟକ ଭାବେ ଦାୟିତ୍ୱ ସମ୍ଭାଳିବେ।

ଜୁଲାଇରେ ବାଲବର୍ନି ପଦ ଛାଡ଼ିଥିବା ବେଳେ ଷ୍ଟର୍ଲିଂଙ୍କୁ ମଧ୍ୟବର୍ତ୍ତୀକାଳୀନ ଅଧିନାୟକ ଭାବେ ନିଯୁକ୍ତି ମିଳିଥିଲା। ଏବେ ତାଙ୍କୁ ପୂର୍ଣ୍ଣକାଳୀନ ଭିତ୍ତିରେ ଦାୟିତ୍ୱ ଦିଆଯାଇଛି।

ଷ୍ଟର୍ଲିଂ ସମସ୍ତ ଫର୍ମାଟରେ ଆୟର୍ଲାଣ୍ଡ ପାଇଁ ୩୭୬ ମ୍ୟାଚ୍‌ ଖେଳିଛନ୍ତି। ଏଥିରେ ସେ ୧୧,୭୫୬ ରନ୍‌ ସହ ଦଳର ଏଯାବତ ସର୍ବକାଳୀନ ଅଗ୍ରଣୀ ରନ୍‌ ସ୍କୋରର। ତାଙ୍କ ଅଭିଜ୍ଞତା ହିଁ ଦଳ ପାଇଁ ଶୁଭଙ୍କର ସାବ୍ୟସ୍ତ ହେବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, ଖେଳ View All

ବାରବାଟୀରେ ଭାରତର ବଡ଼ ବିଜୟ! ଦକ୍ଷିଣ ଆଫ୍ରିକାକୁ ୧୦୧ ରନରେ ହରାଇଲା ‘ସୂର୍ଯ୍ୟ’ ଟିମ୍

କଟକ,୯।୧୨: ମଙ୍ଗଳବାର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚରେ ଭାରତୀୟ କ୍ରିକେଟ୍ ଟିମ୍ ଦକ୍ଷିଣ ଆଫ୍ରିକାକୁ ୧୦୧ ରନର...

IND vs SA: ବାରବାଟୀରେ ହାର୍ଦ୍ଦିକଙ୍କ ଛକା ବର୍ଷା, ଦକ୍ଷିଣ ଆଫ୍ରିକାକୁ ଟାର୍ଗେଟ…

କଟକ,୯।୧୨: ପ୍ରଥମ ଟି-୨୦ରେ ପ୍ରଥମେ ବ୍ୟାଟିଂ କରି ଭାରତ ୧୭୫ ରନ କରିଛି। ହାର୍ଦ୍ଦିକ ପାଣ୍ଡ୍ୟା ଦଳକୁ ୫୯ ରନର ଚମତ୍କାର ସ୍କୋରରେ ପହଞ୍ଚାଇଛନ୍ତି। ସଙ୍କଟରେ...

ବାରବାଟୀରେ ଘଣ୍ଟି ବଜାଇ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ୍ ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

କଟକ,୯ା୧୨: କଟକର ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍‌ ଖେଳାଯାଉଛି। ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ପ୍ରେମିକାଙ୍କ ‘ବ୍ୟକ୍ତିଗତ ମୁହୂର୍ତ୍ତ’ ଭାଇରାଲ୍, ଓଡ଼ିଶାରେ ଥାଇ ମିଡିଆ ଉପରେ ବର୍ଷିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୯ା୧୨: ଭାରତୀୟ କ୍ରିକେଟ୍ ଦଳର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ନିଜ ପ୍ରେମିକା ମହିକା ଶର୍ମାଙ୍କ ଭିଡିଓ ଏବଂ ଫଟୋ ଅନୁଚିତ ଆଙ୍ଗେଲ୍‌ରେ ଉଠାଇଥିବା ପାପାରାଜିଙ୍କ ଉପରେ...

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

India vs South Africa: ବାରବାଟୀରେ କେତେଥର ଜିତିଛି ଭାରତ? ଶୁଣିଲେ ତାଜୁବ ହେବେ

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ବାରବାଟୀ ବ୍ୟାଟଲ୍‌: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା, ଏବେ କରିବ…

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ ଘଟିଗଲା…

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri