Posted inଫୁରସତ

୬୦ ବର୍ଷ ବୟସରୁ ଫିଟ୍‌ନେସ୍‌ ଆରମ୍ଭ

ବେଜିଂ: ଦୁନିଆରେ ବହୁତ ଲୋକ ଅଛନ୍ତି, ଯେଉଁମାନେ ତାଙ୍କ ବୟସ ଅନୁସାରେ ନିଜର ଧ୍ୟାନ ରଖିପାରନ୍ତିନି। ଆଉ ଏପରି କିଛି ମଣିଷ ଅଛନ୍ତି, ଯେଉଁମାନଙ୍କୁ ଦେଖିଲେ ତାଙ୍କ ବୟସ ବାବଦରେ ଜାଣିହେବନି। ପଡ଼ୋଶୀ ଦେଶ ଚାଇନାରେ ଏପରି ଜଣେ ମହିଳା ଅଛନ୍ତି। ରିପୋର୍ଟ ମୁତାବକ, ବାଇ ଜିନକ୍ୱିନ୍‌ ନାମ୍ନୀ ଜଣେ ମହିଳାଙ୍କ ବୟସ ୭୮ ବର୍ଷ ହୋଇଥିବାବେଳେ ତାଙ୍କୁ ଦେଖିଲେ କେହି ଏହା କହିବେନି। ତେବେ ନିଜକୁ ଫିଟ୍‌ ରଖିବାକୁ କୌଣସି ବୟସ ନ ଥାଏ। ଜଣେ ବ୍ୟକ୍ତି ଚାହିଁଲେ ୬୦ ବର୍ଷ ପରେ ବି ନିଜକୁ ଫିଟ୍‌ ରଖିପାରିବେ, ଯାହା ଉକ୍ତ ମହିଳାଙ୍କ ଫିଟ୍‌ନେସ୍‌ କହୁଛି। ଉତ୍ତର-ପୂର୍ବ ଚାଇନାର ଟିଆନଜିନ୍‌ରେ ରହୁଥିବା ଏହି ମହିଳା ତାଙ୍କ ଅଞ୍ଚଳରେ ସବୁଠୁ ସୁନ୍ଦର ଯୋଗ ଜେଜେମା’ ଭାବେ ପରିଚିତ। ତାଙ୍କ ଜିମ୍‌ କରିବା ଭିଡିଓ ଯେ କେହି ଦେଖିଲେ ମଧ୍ୟ ଏହା କହିବ। ତାଙ୍କର ଏହି ଫିଟ୍‌ନେସ୍‌ ବହୁ ବର୍ଷର ନୁହେଁ। ସେ କେବଳ ୧୮ ବର୍ଷର ପରିଶ୍ରମରେ ହିଁ ନିଜକୁ ଫିଟ୍‌ ରଖିପାରିଛନ୍ତି। ତାଙ୍କୁ କେହି ବି ଦେଖିଲେ ପ୍ରେରିତ ହୋଇଯିବ। ତେବେ ମହିଳା ଜଣକ କମ୍‌ ବୟସରୁ ତାଙ୍କର ସବୁ ଶ୍ରମ କାମରେ ଲଗାଇଥିବାରୁ ନିଜ ସ୍ବାସ୍ଥ୍ୟର ଧ୍ୟାନ ରଖିପାରି ନ ଥିଲେ। ଫଳରେ ତାଙ୍କୁ କ୍ୟାନ୍ସର, ଡାଇବେଟିସ୍‌ ଭଳି ରୋଗ ଏବଂ ୩ଟି ଅପରେଶନ କରିବାକୁ ପଡ଼ିଥିଲା। ଏତେ ସବୁ ପରେ ତାଙ୍କ ଜୀବନ ବଞ୍ଚିଯିବାରୁ ସେ ୬୦ ବର୍ଷ ବୟସରେ ନିଜକୁ ଫିଟ୍‌ ରଖିବାକୁ ଆରମ୍ଭ କଲେ। ଏବେ ସେ ପୂରା ଫିଟ୍‌ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନକଲି ଜିନିଷ ପାଇଁ ଅସଲି ଗ୍ରାହକ ହେଉଛନ୍ତି ଠକେଇ, ଭଞ୍ଜନଗରରେ ଖାଉଟି ଅଦାଲତ ସ୍ଥାପନ ଦାବି

ଭଞ୍ଜନଗର,୨୪/୧୨(ବାବୁଲା ପ୍ରଧାନ)-ଜାତୀୟ ଖାଉଟି ଦିବସ ପାଳନ ଅବସରରେ ଉପଭୋକ୍ତା ଓକିଲାତି ସଂଘ ବୋର୍ଡ, ଅବସର ସୈନିକ ସଂଘ, ଗ୍ରାହକ ପଞ୍ଚାୟତ ମିଳିତ ସହଯୋଗରେ ବୁଧବାର ଭଞ୍ଜନଗର...

ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପଦକ୍ଷେପ, ଏହିଦିନ ବନ୍ଦ ରହିବ ଟି- ସେତୁ

କଟକ,୨୪।୧୨: ବଡମ୍ବା ସିଂହନାଥ ମକର ମେଳାରେ ଦଳାଚକଟା ଆଶଙ୍କା ଏଡ଼ାଇବାକୁ ପ୍ରଶାସନ ପକ୍ଷରୁ ଆଗୁଆ ପଦକ୍ଷେପ ଗ୍ରହଣ କରାଯାଇଛି । ଜାନୁଆରୀ ୧୪ରୁ ୧୭ ଯାଏଁ...

ପାସ୍ତା, ପିଜା-ବର୍ଗର ନେଲା କି ଯୁବତୀଙ୍କ ଜୀବନ? ଜାଣନ୍ତୁ କ’ଣ କହୁଛନ୍ତି ଡାକ୍ତର

ନୂଆଦିଲ୍ଲୀ,୨୪।୧୨: ନିକଟରେ, ଉତ୍ତର ପ୍ରଦେଶର ଆମରୋହାରୁ ଜଣେ ୧୧ଶ ଶ୍ରେଣୀ ଛାତ୍ରୀଙ୍କ ମୃତ୍ୟୁ ଖବର ପ୍ରକାଶିତ ହୋଇଥିଲା। ପରିବାର ଦାବି କରିଥିଲେ ଯେ ଝିଅଟିର ଖାଦ୍ୟରେ...

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ...

Vijay Hazare Trophy: ବିରାଟ କୋହଲିଙ୍କ ଧୂଆଁଧାର ବ୍ୟାଟିଂ, ୧୬ ବର୍ଷ ପରେ ଏପରି ଶତକ ମାରିଲେ…

ନୂଆଦିଲ୍ଲୀ,୨୪।୧୨: ବିରାଟ କୋହଲିଙ୍କ ବ୍ୟାଟ୍ ବନ୍ଦ ହେବାର କୌଣସି ସଙ୍କେତ ଦେଖାଯାଉନାହିଁ । ଏହା ଅନ୍ତର୍ଜାତୀୟ କ୍ରିକେଟ୍ ହେଉ କି ଘରୋଇ କ୍ରିକେଟ୍ ସବୁ ସ୍ଥାନରେ...

Govt Jobs: ବିନା ଇଣ୍ଟରଭ୍ୟୁରେ, ବିନା ପରୀକ୍ଷାରେ ଏମିତି ଉଠାନ୍ତୁ ସରକାରୀ ଚାକିରିର ସୁବିଧା

ନୂଆଦିଲ୍ଲୀ,୨୪।୧୨: ୟୁନାଇଟେଡ ଇଣ୍ଡିଆ ଇନସ୍ୟୁରାନ୍ସ କମ୍ପାନୀ ଲିମିଟେଡ ୧୫୩ଟି ପ୍ରଶାସନିକ ଅଧିକାରୀ ପଦବୀରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ସବୁଠାରୁ ଭଲ କଥା ହେଉଛି...

କୋଟିଆକୁ ନେଇ ରାଜସ୍ବ ମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ପ୍ରବେଶ କଲେ….

ଭୁବନେଶ୍ୱର,୨୪।୧୨: କୋଟିଆକୁ ପ୍ରବେଶ ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ବଡ଼ ବୟାନ ଦେଇଛନ୍ତି । ଯଦି ଆନ୍ଧ୍ର ଅଧିକାରୀ ଓଡ଼ିଶାରେ ପ୍ରବେଶ କରନ୍ତି ତାହେଲେ...

ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ

ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri